ୟୁକୋ ବ୍ୟାଙ୍କର ୮୦ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୭ା୧: ୟୁକୋ ବ୍ୟାଙ୍କର ୮୦ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ ୱାକାଥନ୍‌ର ଆୟୋଜନ କରାଯାଇଥିଲା। ଏପରିକି ବ୍ୟାଙ୍କର ମହାପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ଗୌତମ ପାତ୍ର, ଉପ-ମହାପ୍ରବନ୍ଧକ ଆର୍‌.ସି.ସାହୁ, ଉପ-ମହାପ୍ରବନ୍ଧକ ସୁବାସ ଚନ୍ଦ୍ର ମହାପାତ୍ର, ଏଫ୍‌ଆଇ ଏବଂ ଆଞ୍ଚଳିକ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ଆଞ୍ଚଳିକ ପ୍ରଶିକ୍ଷଣ କେନ୍ଦ୍ର, ଫିଲ୍ଡ ଇନ୍ସପେକ୍ଟୋରେଟ୍‌ ଏବଂ ସହରାଞ୍ଚଳ ଶାଖାଗୁଡ଼ିକର କର୍ମଚାରୀମାନଙ୍କ ସମେତ ଅବସରପ୍ରାପ୍ତ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ଅପରପକ୍ଷରେ ପ୍ରତିଷ୍ଠା ଦିବସ ଅବସରରେ ଚାରାରୋପଣ, ସ୍ବାସ୍ଥ୍ୟ ପରୀକ୍ଷା ଶିବିର, ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପରାମର୍ଶ ଆଦି ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲା। ପରିଶେଷରେ ବ୍ୟାଙ୍କ ପକ୍ଷରୁ ସନ୍ଧ୍ୟାରେ ଏକ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନର କରାଯାଇଥିଲା। ବ୍ୟାଙ୍କର ସମସ୍ତ କର୍ମଚାରୀ ଓ ସେମାନଙ୍କ ପରିବାରବର୍ଗ ମଧ୍ୟ ଏଥିରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri