ଦିନକରେ ୮୧ ଜଣଙ୍କୁ ଫାଶୀ…

ରିୟାଦ, ୧୨।୩ : ସୌଦି ଆରବରେ ଗୋଟିଏ ଦିନରେ ୮୧ ଜଣଙ୍କୁ ଫାଶୀ ଦିଆଯାଇଛି। ସ୍ଥାନୀୟ ମିଡ଼ିଆ ଅନୁସାରେ ଏସମସ୍ତଙ୍କ ବିରୋଧରେ ଆତଙ୍କବାଦୀ କାର୍ଯ୍ୟକଳାପରେ ଲିପ୍ତ ହେବାର ଅଭିଯୋଗ ଥିଲା। ଦୋଷ ସାବ୍ୟସ୍ତ ହେବା ପରେ ସେମାନଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରାଯାଇଛି ବୋଲି ଶନିବାର ମିଡ଼ିଆ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଫାଶୀ ଦିଆଯାଇଥିବା ଅପରାଧିମାନେ ଇସଲାମିଲ୍‌ ଷ୍ଟେଟ୍‌, ଅଲ୍‌-କାଇଦା, ହୁଥି ଏବଂ ଅନ୍ୟ ଆତଙ୍କବାଦୀ ସଂଗଠନ ସହିତ ଜଡ଼ିତଥିଲେ। ଦେଶର ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳରେ ଆକ୍ରମଣ କରିବାର ଷଡ଼ଯନ୍ତ୍ର ସେମାନେ ରଚିଥିବା ସୌଦି ପ୍ରେସ୍‌ ଏଜେନ୍ସି ପକ୍ଷରୁ କୁହାଯାଇଛି। ସେମାନେ ଦେଶରେ ଚୋରା ଅସ୍ତ୍ରଶସ୍ତ୍ର କାରବାର କରୁଥିବାର ପ୍ରମାଣ ମିଳିଥିଲା ବୋଲି ଏଜେକ୍ସି କହିଛି।

୨୦୨୧ରେ ସୌଦିରେ ଦିଆଯାଇଥିବା ମୋଟ ଫାଶୀଦଣ୍ଡ ସଂଖ୍ୟାଠାରୁ ଏହି ଗୋଟିଏ ଦିନର ଫାଶୀ ସଂଖ୍ୟା ଯଥେଷ୍ଟ ଅଧିକ ରହିଥିବା ମିଡ଼ିଆ ପକ୍ଷରୁ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?