ଗଞ୍ଜାମର ୮୧ ପ୍ରତିଶତ ଗାଁ ଗ୍ରୀନ୍‌ ଜୋନ୍‌ରେ: ବୁଝାଇଲେ ଜ଼ିଲାପାଳ

ଛତ୍ରପୁର, ୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଦୈନିକ ୩ରୁ ୪ ଜଣଙ୍କର କରୋନାରେ ମୃତ୍ୟୁ ଘଟୁଛି। ଜିଲାରେ ପ୍ରତିଦିନ ୨ଶହରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚି଼ହ୍ନଟ ହେବାରେ ଲାଗିଛନ୍ତି। ଅପରପକ୍ଷରେ ସୋମବାର ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଗ୍ରାଫ୍‌ ପ୍ରସ୍ତୁତକରି କରୋନା ସଂକ୍ରମଣ ସମ୍ପର୍କରେ ଏକ ଭିନ୍ନ ହିସାବ ବୁଝାଇଛନ୍ତି। ତାଙ୍କ ପକ୍ଷରୁ ଟୁଇଟ୍‌ ମାଧ୍ୟମରେ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ଗଞ୍ଜାମ ଜିଲାର ୮୧ ପ୍ରତିଶତ ଗ୍ରାମାଞ୍ଚଳ ଗ୍ରୀନ୍‌ ଜୋନ୍‌ରେ ରହିଛି। ବିଡିଓ ଓ ତାଙ୍କ ଟିମ୍‌ମାନଙ୍କ ଅକ୍ଲାନ୍ତ ପ୍ରଚେଷ୍ଟା ଓ କାର୍ଯ୍ୟ ଯୋଗୁ ଏହା ସମ୍ଭବ ହୋଇପାରିଛି। ଗତ ସପ୍ତାହରୁ ଏଥିରେ ଉନ୍ନତି ଆସିଛି। ଏଥିପାଇଁ ବିଡିିଓ ଓ ତାଙ୍କ ଷ୍ଟାଫ୍‌ଙ୍କୁ ଜ଼ିଲ୍ଲାପାଳ ସାଲୁଟ୍‌ ଜଣାଇଛନ୍ତି। ଜ଼ିଲାରେ ସମୁଦାୟ ୩୦୫୩ ଟି ଗାଁ ରହିଛି। ସେଥିରୁ ୨୪୮୨ଟି ଗାଁ ଗ୍ରୀନ୍‌ ଜୋନରେ ଥିବାବେଳେ ୫୭୧ ଟି ଗାଁ ରେଡ୍‌ ଜୋନରେ ରହିଛି। ଗ୍ରୀନ ଜୋନରେ କେହି କରୋନା ଆକ୍ଟିଭ ପଜିଟିଭ ନ ଥିବା ଜଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ଆଉ ୨ ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି

ଭୁବନେଶ୍ୱର, ୫।୫(ବ୍ୟୁରୋ): ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ୫୦ ବର୍ଷର ମହିଳା ଓ ୨୬ ବର୍ଷର ଯୁବକ।...

ପଜିଟିଭ୍‌ ବାହାରିଲେ ସଙ୍ଗରୋଧ ଫେରନ୍ତା: ସ୍ବାବ୍‌ ରିପୋର୍ଟ ନ ଆସୁଣୁ ଘରକୁ ପଳାଇଥିଲେ

ଢେଙ୍କାନାଳ ଅଫିସ, ୨।୬-ସ୍ବାବ୍‌ ରିପୋର୍ଟ ଆସିବା ପୂର୍ବରୁ ସଙ୍ଗରୋଧରେ ଥିବା ଜଣେ ପ୍ରବାସୀ ଘରକୁ ପଳାଇଯିବା ଏବଂ ପରବର୍ତ୍ତୀ ସମୟରେ ତାଙ୍କର ରିପୋର୍ଟ ପଜିଟିଭ୍‌ ଆସିବାକୁ...

ମାକ୍ସ ପ୍ରସ୍ତୁତ କରି ସୁରକ୍ଷିତ ରହିବାର ବାର୍ତ୍ତା ବାଣ୍ଟୁଛିି ଏସ୍‌ଏଚ୍‌ଜି

ଲୋଇସିଂହା, ୩୦।୩(ଡି.ଏନ.ଏ): ମାରମତ୍କ କରୋନା ଭାଇରସ୍‌ ସଂକ୍ରମ଼ଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ଗାଁର ମା’ଶକ୍ତିରୂପା ସ୍ବୟଂ ସହାୟକ...

‘କରୋନା’ ଗୀତ ଗାଇ ଟ୍ରୋଲ ହେଲେ ହ୍ୟୁମାନ ସାଗର

ଭୁବନେଶ୍ୱର, ୧୭।୩(ବ୍ୟୁରୋ)/କଟକ ଅଫିସ : ‘ଝିଅ ନୁହେଁ ତୁ କରୋନା ଭାଇରସ୍‌’। ଏହି ଗୀତକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ଓଡ଼ିଶାର...

ଭାରତରେ ଲକ୍‌ଡାଉନ୍‌ ଜାରି ହେବା ଜରୁରୀ: ଟାସ୍କ୍‌ଫୋର୍ସ

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ...

ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରସଙ୍ଗ: ଓକିଲଙ୍କ ତିନି ଦିନିଆ ଆନ୍ଦୋଳନ ଆରମ୍ଭ

ସମ୍ବଲପୁର,୨୧।୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବି ନେଇ ଶନିବାର ଓକିଲଙ୍କ ତିନି ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ବରିଷ୍ଠ ନାଗରିକ...

ହାଇକୋର୍ଟରେ ଦାରା ସିଂଙ୍କ ଆବେଦନ ଖାରଜ

କଟକ ଅଫିସ,୧୧।୧: ମୟୂରଭଞ୍ଜ ଜିଲାର ପଡ଼ିଆବେଡ଼ା ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କ ଆବେଦନକୁ ସୋମବାର ହାଇକୋର୍ଟ...

ନୂଆ ୪୮ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଧିକାଂଶ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ...

Advertisement
Archives

Model This Week