Posted inଜାତୀୟ

ଦକ୍ଷିଣ ଭାରତରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ, ୧୦ା୯: ଦକ୍ଷିଣ ଭାରତରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ସେନା ପକ୍ଷରୁ ସତର୍କତା ଅବଲମ୍ବନ କରାଯିବା ସହ ଦୃଢ ପଦକ୍ଷେପ ଗ୍ରହଣ କରାଯାଇଛି। କେତେକ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ଦକ୍ଷିଣ ଭାରତରେ ପଶି ଆକ୍ରମଣ କରିପାରନ୍ତି ବୋଲି ଗୋଇନ୍ଦା ବିଭାଗ ପକ୍ଷରୁ ସୋମବାର ସେନାକୁ ସୂଚନା ଦିଆଯାଇଥିଲା। ଗୁଜରାଟ ଉପକୂଳର ସାର୍‌ କ୍ରିକ୍‌ ଅଞ୍ଚଳରୁ କେତେକ ପରିତ୍ୟକ୍ତ ବୋଟ୍‌ ମିଳିବା ପରେ ଏଭଳି ସନ୍ଦେହ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଦକ୍ଷିଣ ଭାରତର ଉପକୂଳ ଅଞ୍ଚଳ ସୁରକ୍ଷା ବୃଦ୍ଧି ଉପରେ ଗୁରୁତ୍ୱ ଦେବା ଲାଗି ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବିପଦକୁ ଆଖି ଆଗରେ ରଖି ପଦକ୍ଷେପ ଗ୍ରହଣ କରାଯାଇଥିବା ସଦର୍ନ କମାଣ୍ଡର ଜେନେରାଲ ଅଫିସର୍‌ କମାଣ୍ଡିଂ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଏସ୍‌.କେ. ସାଇନା ପ୍ରକାଶ କରିଛନ୍ତି। ଦକ୍ଷିଣ ଭାରତ ସହ ଭାରତ-ପାକ୍‌ ସୀମାରେ ସେନା ସଜାଗ୍‌ ରହିଥିବା ସେ ପ୍ରକାଶ କରିଛନ୍ତି।


All Right Reserved By Dharitri.Com

ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜମି ଦେଲା ପାକିସ୍ତାନ

ନୂଆଦିଲ୍ଲୀ,୧୮-୧୦:ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜାଗା ଦେଇ ଭାରତର ଚିନ୍ତା ବଢ଼ାଇଦେଇଛି ପାକିସ୍ତାନ। ଗୁଜରାଟ ସୀମାନ୍ତ ହାରାମି ନାଲାରେ ଚାଇନାର ଏକ କମ୍ପାନୀକୁ...

ପୋଲିସ ଷ୍ଟେଶନ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ ମାଡ

ବାରମୂଳା,୭।୬: ଜମ୍ମୁ-କଶ୍ମୀର ବାରମୂଳା ଜିଲାର ସୋପେର ଅଞ୍ଚଳରେ ଏକ ପୋଲିସ ଷ୍ଟେଶନ ଉପରେ ଶୁକ୍ରବାର ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍‌ ମାଡ ହୋଇଛି। ଏଥିରେ ୨ ପୋଲିସକର୍ମୀ...

କେନ୍ଦ୍ରମନ୍ତ୍ରୀ ସୁପ୍ରିୟୋ ହଟହଟା

କୋଲକାତା,୨୦-୯(ପି.ଟି.):ଏବିଭିପି ପକ୍ଷରୁ ଆୟୋଜିତ ଏକ ସେମିନାରରେ ଉଦ୍‌ବୋଧନ ଦେବାକୁ ଯାଇଥିବା କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କୁ ଯାଦବପୁର ବିଶ୍ୱବିଦ୍ୟାଳୟରେ ହଟହଟା ହେବାକୁ ପଡ଼ିଛି। ଗୋଟିଏ ଛାତ୍ରଗୋଷ୍ଠୀ ତାଙ୍କୁ...

ମୋଦିଙ୍କ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଅନୁଗାମୀ

ନୂଆଦିଲ୍ଲୀ, ୧୪ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ବଢ଼ିବାରେ ଲାଗିଛି। ଏମିତିକି ସୋସିଆଲ ମିଡିଆରେ ମଧ୍ୟ ମୋଦି ଅନୁଗାମୀଙ୍କ ସଂଖ୍ୟା ଢ଼େର୍‌ ଅଧିକ। ଟୁଇଟରରେ ମୋଦିଙ୍କ...

ଖୁବ୍‌ଶୀଘ୍ର ବଜାରକୁ ଆସିବ ନୂଆ ୧୦ ଟଙ୍କିଆ ନୋଟ

ନୂଆଦିଲ୍ଲୀ,୨୧।୫: ଖୁବ୍‌ ଶୀଘ୍ର ବଜାରକୁ ଆସିବାକୁ ଯାଉଛି ନୂଆ ୧୦ ଟଙ୍କିଆ ନୋଟ। ମହାତ୍ମା ଗାନ୍ଧୀଙ୍କ ନୂଆ ସିରିଜରେ ଏହି ୧୦ଟଙ୍କିଆ ନୋଟ ଜାରି କରାଯିବ...

ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି...

ଥରିଲା ପଶ୍ଚିମବଙ୍ଗ

କୋଲକାତା,୨୯।୭: ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା...

ଅମ୍ଲଦୋଷ ଦୂର କରେ ମହୁମିଶା ପଇଡ ପାଣି

ଶରୀର ପାଇଁ ପଇଡ ପାଣି ବେଶ୍‌ ଉପକାରୀ। ଏଥିରେ ଭିଟାମିନ୍‌ ସି’ ଏବଂ ଆଣ୍ଟିଇକ୍ସିଡାଣ୍ଟ୍‌ ଥାଏ, ଯାହା ରୋଗପ୍ରତିରୋଧକ କ୍ଷମତାକୁ ମଜଭୁତ୍‌ କରିଥାଏ। ପଇଡ ପାଣିରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *