Posted inଜାତୀୟ

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା: ମୁଲାୟମ, ଅଖିଳେଶଙ୍କ କ୍ଲିନଚିଟ୍‌

ନୂଆଦିଲ୍ଲୀ, ୨୧।୫: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛନ୍ଦି ହୋଇପଡିଥିବା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଏବଂ ତାଙ୍କ ପୁଅ ଅଖିଳେଶ ଯାଦବଙ୍କ ସିବିଆଇ ପକ୍ଷରୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ଉଭୟଙ୍କୁ କ୍ଲିନଚିଟ୍‌ ଦେଇଛି ସିବିଆଇ। କେସ୍‌ ରେଜିଷ୍ଟର ପାଇଁ ମୁଲାୟମ ଏବଂ ଅଖିଳେଶଙ୍କ ନାଁରେ କୌଣସି ପ୍ରମାଣ ନାହିଁ ବୋଲି ସିବିଆଇ ସୁପ୍ରିମକୋର୍ଟକୁ ଜଣାଇଦେଇଛି। ସୂଚନାଯୋଗ୍ୟ, ୨୦୦୭ରେ ମୁଲାୟମ ସିଂ ଯାଦବ ଏବଂ ଅଖିଳେଶ ଯାଦବଙ୍କ ନାଁରେ ଆସିଥିବା ଆୟରୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗର ଯାଞ୍ଚ ପାଇଁ ସୁପ୍ରିମକୋର୍ଟ ସିବିଆଇକୁ ନିର୍ଦ୍ଦେଶ ଦେଇଥିଲେ।


All Right Reserved By Dharitri.Com

ଏସ୍‌ପି ନେତା ସନ୍ତୋଷ ପୁନେମ୍‌ଙ୍କୁ ଅପହରଣ କରି ହତ୍ୟା କଲେ ମାଓବାଦୀ

ରାୟପୁର,୧୯।୬: ଛତିଶଗଡ଼ ବିଜାପୁର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ସମାଜବାଦୀ ପାର୍ଟି(ଏସ୍‌ପି)ନେତା ସନ୍ତୋଷ ପୁନେମ୍‌ଙ୍କୁ ଅପହରଣ କରି ମାଓବାଦୀମାନେ ହତ୍ୟା କରିଛନ୍ତି। ମଙ୍ଗଳବାର...

ପ୍ରଥମ ଦିନରେ ଭାଜପା ରୋଷେଇ ଘରେ କରିଛି ମହଙ୍ଗା ମାଡ଼: ରଣଦୀପ୍‌

ନୂଆଦିଲ୍ଲୀ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଦାୟିତ୍ୱ ନେବାର ପ୍ରଥମ ଦିନରେ ରୋଷେଇଘରେ ମହଙ୍ଗା ମାଡ଼ କରିଛି। ଏନେଇ ଶନିବାର କଂଗ୍ରେସ ପକ୍ଷରୁ ରଣଦୀପ୍‌ ସିଂ...

୩୭୦ ଉଚ୍ଛେଦ ପରଠୁ ଯୋଗାଯୋଗ ମାଧ୍ୟମ ବନ୍ଦ:ରାସ୍ତାରେ ଖବରଦାତା

ଶ୍ରୀନଗର,୪-୧୦(ପି.ଟି.):ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବାକୁ ୨ ମାସ ପୂରିଲାଣି। ତଥାପି ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇନାହିଁ। ମୋବାଇଲ ଓ ଇଣ୍ଟରନେଟ...

କିଙ୍ଗ୍‌ମେକରଙ୍କ ଗୁରୁତ୍ୱ କମିଲା: ଅନ୍ୟ ଦଳ ୯୮ରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଚଳିତ ଲୋକ ସଭା ନିର୍ବାଚନରେ କିଙ୍ଗ୍‌ମେକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ପୂର୍ବରୁ ଆକଳନ କରାଯାଇଥିଲା। ତେବେ ଭୋଟ ଗଣତିରେ ଭାଜପା ୩ଶହ...

ସବୁ ଏକ୍‌ଜିଟ୍‌ ପୋଲ୍‌ ଭୁଲ୍‌: ଶଶି ଥରୁର

ନୂଆଦିଲ୍ଲୀ,୨୦।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର ସୋମବାର ସମସ୍ତ ଏକ୍‌ଜିଟ୍‌ ପୋଲ୍‌ର ଆକଳନକୁ ଭୁଲ୍‌ ବୋଲି କହିଛନ୍ତି। ସେ କହିଛନ୍ତି, ମେ ୨୩ ପର୍ଯ୍ୟନ୍ତ...

ଅଧିକ ଅଣ୍ଡା ଖାଉଥିଲେ ସାବଧାନ

ଅଣ୍ଡାରୁ ଆବଶ୍ୟକ ଭିଟାମିନ୍‌ ମିଳେ। ସେଥିପାଇଁ ଅଣ୍ଡାକୁ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ବୋଲି କୁହାଯାଏ। ଅଣ୍ଡାରୁ ଶରୀରକୁ ସମସ୍ତ ପୋଷକ ତତ୍ତ୍ୱ ମିଳେ ଓ ଆପଣଙ୍କ...

୮ ଲଶ୍କର ସହଯୋଗୀ ଗିରଫ

ଶ୍ରୀନଗର,୧୧ା୯ (ପି.ଟି./ଆଇଏଏନ୍‌ଏସ୍‌): ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ୮ ସହଯୋଗୀ ମଙ୍ଗଳବାର କଶ୍ମୀରରୁ ଗିରଫ ହୋଇଛନ୍ତି। ସେମାନେ ବାରାମୁଲା ଜିଲାର ସୋପୋରରେ ଆତଙ୍କବାଦୀଙ୍କ ଛତ୍ରଛାୟା...

ରୁଷିଆରୁ ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବ ଭାରତ

ନୂଆଦିଲ୍ଲୀ,୧ା୭: ବାଲାକୋଟ ଏୟାରଷ୍ଟ୍ରାଇକ୍‌ ଭଳି ପରିସ୍ଥିତିରେ ନିଜକୁ ପ୍ରସ୍ତୁତ ରଖିବା ଲାଗି ରୁଷିଆରୁ ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବା ଲାଗି ଭାରତ ରାଜିନାମା ସ୍ବାକ୍ଷର କରିଛି।...

Leave a comment

Your email address will not be published. Required fields are marked *