ମାଗ୍‌ସେସେ ପୁରସ୍କାର ପାଇଲେ ରବୀଶ କୁମାର

ମାନିଲା, ୧୦ା୯ (ପି.ଟି.): ଏନ୍‌ଡିଟିଭି ଇଣ୍ଡିଆର ବରିଷ୍ଠ କାର୍ଯ୍ୟ ନିର୍ବାହୀ ସମ୍ପାଦକ ରବୀଶ କୁମାରଙ୍କୁ ସୋମବାର ଫିଲିପାଇନ୍ସର ରାଜଧାନୀ ମାନିଲାରେ ୨୦୧୯ର ସମ୍ମାନଜନକ ରାମୋନ୍‌ ମାଗ୍‌ସେସେ ପୁରସ୍କାର ପ୍ରଦାନ କରାଯାଇଛି। ଭାରତର ଜଣେ ସୁଦକ୍ଷ ଟିଭି ସାମ୍ବାଦିକ ଭାବେ ସେ ବେଶ୍‌ ଜଣାଶୁଣା। ବିହାରର ଜିତ୍‌ଓ୍ବାରପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ରବୀଶ କୁମାର ୧୯୯୬ରେ ଏନ୍‌ଡିଟିଭିରେ ରିପୋର୍ଟର ଭାବେ ଯୋଗ ଦେଇଥିଲେ।


All Right Reserved By Dharitri.Com

ଆଲବାନିଆରେ ଭୂମିକମ୍ପ: ୪୯ ମୃତ

ଟିରାନା,୩୦ା୧୧(ଏଏଫ୍‌ପି): ଆଲବାନିଆ ଭୂମିକମ୍ପରେ ୪୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୫୦ ଆହତ ହୋଇଛନ୍ତି। ୫ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ମଙ୍ଗଳବାର ଭୋର ସମୟରେ ଆଲବାନିଆରେ...

ଅଲ୍‌ କାଏଦାର ଦକ୍ଷିଣ ଏସିଆ ମୁଖ୍ୟ ନିହତ

ଇସ୍‌ଲାମାବାଦ, ୧୦ା୧୦ : ଅଲ୍‌ କାଏଦାର ଦକ୍ଷିଣ ଏସିଆ ମୁଖ୍ୟ ଆସିମ୍‌ ଉମର ଆଫଗାନିସ୍ତାନର ହେଲ୍‌ମଣ୍ଡରେ ନିହତ ହୋଇଛନ୍ତି। ଭାରତଜନ୍ମିତ ଉମର ଆମେରିକା-ଆଫଗାନିସ୍ତାନର ମିଳିତ ଚଢ଼ାଉ...

ଭାରତ-ଚାଇନା ସୀମା ବିବାଦ ନେଇ ଭଲ ମୁଡ୍‌ରେ ନାହାନ୍ତି ମୋଦି: ଟ୍ରମ୍ପ୍‌

ୱାଶିଂଟନ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଦୁଇ...

ପାକିସ୍ତାନକୁ ଧୋକା ଦେଲା ଚାଇନା

ଇସ୍‌ଲାମାବାଦ,୫ ।୪: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ଏକ ପ୍ରକାର ସାରା ବିଶ୍ୱକୁ ବ୍ୟାପି ଗଲାଣି କହିଲେ ଚଳେ । ତେବେ ଏହି...

ହଂକଂ ସୁରକ୍ଷା ଆଇନକୁ କଡ଼ା ବିରୋଧ

ବେଜିଂ,୩୦ା୫: ଚାଇନା ପାର୍ଲାମେଣ୍ଟରେ ବେଜିଂ ସୁରକ୍ଷା ବିଲ୍‌ ପାସ୍‌ ହେବାର ଦିନକ ପରେ ଏହାକୁ କଡ଼ା ବିରୋଧ କରାଯାଇଛି। ଆମେରିକା, ବ୍ରିଟେନ, ଅଷ୍ଟ୍ରେଲିଆ ଓ କାନାଡା...

‘ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଫଳପ୍ରଦ ହୋଇ ନ ପାରେ’

ବେଜିଂ, ୧୭।୪: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଏକ ଉପାଦେୟ ଔଷଧ ବୋଲି ଭାରତ ସମେତ ଅନେକ ରାଷ୍ଟ୍ର ଏହାର ବ୍ୟବହାର...

ଆମେରିକା-ଇରାନ ଅଘୋଷିତ ଯୁଦ୍ଧ: କାହା ପାଖରେ ରହିଛି କେତେ ଅସ୍ତ୍ରଶସ୍ତ୍ର ?

ଓ୍ବାଶିଂଟନ/ତେହେରାନ,୮।୧: ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ଅଘୋଷିତ ଯୁଦ୍ଧ ନେଇ ଅନ୍ତର୍ଜାତୀୟ କ୍ଷେତ୍ରରେ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ଯଦି ଉଭୟ...

କଶ୍ମୀରରେ ବହୁ ପରିମାଣର ସୁରକ୍ଷାକର୍ମୀଙ୍କୁ ଦେଖି ଟ୍ରମ୍ପଙ୍କୁ ଗୁହାରି କଲେ ଇମ୍ରାନ୍‌

ଇସଲାମାବାଦ,୫।୮: ଜମ୍ମୁ-କଶ୍ମୀରରେ ବହୁ ପରିମାଣରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କୁ ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏହା ଉପେର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହସ୍ତକ୍ଷେପ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *