ମାସୁଦ୍‌ ଆଝାର ରୋଗଗ୍ରସ୍ତ: ଅସଗରଙ୍କ ନିର୍ଦ୍ଦେଶରେ ସଂଗଠନ ହେଉଛି ପରିଚାଳିତ

ଇସଲାମାବାଦ୍‌,୧୦।୯: ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଆଝାର ଦୀର୍ଘଦିନ ଧରି ରୋଗଗସ୍ତ ଅଛନ୍ତି। ସେଥିପାଇଁ ହୁଏତ ପାକିସ୍ତାନ ସରକାର ତାଙ୍କୁ ମୁକ୍ତ କରିଥିବା କୁହାଯାଉଛି। ମାସୁଦ୍‌ଙ୍କ ଅନୁପସ୍ଥିତିରେ ସଂଗଠନର ଦାୟିତ୍ୱ ଏବେ ତାଙ୍କ ଭାଇ ଅବଦୁଲ୍‌ ରଉଫ୍‌ ଅସଗର ତୁଲାଉଛନ୍ତି। ମାସୁଦ୍‌ କିଡନୀ ରୋଗରେ ପୀଡ଼ିତ ଅଛନ୍ତି। ସେ ପାକିସ୍ତାନର ବହାବଲପୁର ଥିବା ଜୈଶ୍‌ ମୁଖ୍ୟାଳୟ ମରକଜ୍‌ ସୁଭାନଲ୍ଲାହରେ ଏବେ ରହୁଛନ୍ତି। ମରକଜ୍‌ ସୁଭାନଲ୍ଲାହ ଏକ ବିଶାଳ ବିଲ୍ଡିଙ୍ଗ୍‌। ଏଠାରେ ସମସ୍ତ ପ୍ରକାର ଆଧୁନିକ ସୁବିଧା ସୁଯୋଗ ରହିଛି। ଏଠାରେ ଜୈଶ୍‌ର ପ୍ରମୁଖ ଅଧିକାରୀଙ୍କ ବୈଠକ ହୋଇଥାଏ।


All Right Reserved By Dharitri.Com

ଶ୍ରୀଲଙ୍କା ସରକାର କହିଲେ ମୃତକଙ୍କ ସଂଖ୍ୟା ୩୫୯ ନୁହେଁ ୨୫୩

କଲମ୍ବୋ,୨୬।୪: ଶ୍ରୀଲଙ୍କାରେ ଇଷ୍ଟର ସନ୍‌ ଡେ’ରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣରେ ଏପର୍ଯ୍ୟନ୍ତ ୩୫୯ଜଣଙ୍କ ମୃତ୍ୟୁ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି। ହେଲେ ଏହି...

କଶ୍ମୀର ଉପରେ ଟୁଇଟ କରି ବିବାଦରେ ପାକିସ୍ତାନ ରାଷ୍ଟ୍ରପତି

ଇସ୍‌ଲାମାବାଦ,୨୬।୮: ଜମ୍ମୁ-କଶ୍ମୀରରେ ଭାରତ ସରକାରଙ୍କ ପକ୍ଷରୁ ଅନୁଚ୍ଛେଦ ୩୭୦କୁ ହଟାଇ ଦିଆଯିବା ପରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ସୋସିଆଲ ମିଡିଆ ଜରିଆରେ ସୀମାରେ ଉତ୍ତେଜନା ସୃଷ୍ଟି...

ପୃଥିବୀରେ ୨ କୋଟି ୩୦ଲକ୍ଷରୁ ଅଧିକ ବାଳିକା ବଧୂ: ୟୁନିସେଫ୍‌ ରିପୋର୍ଟ

ନ୍ୟୁୟର୍କ,୮।୬: ପୃଥିବୀରେ ଶିଶୁ କନ୍ୟା ଏବେ ମଧ୍ୟ ଅବହେଳିତ। ନାନା ପ୍ରକାର ସତେଚନତା କାର୍ଯ୍ୟକ୍ରମ ପରେ ବି ବିଭିନ୍ନ ରାଷ୍ଟ୍ରରେ ବାଳିକାଙ୍କୁ ବିବାହଯୋଗ୍ୟା ବୟସ ପୂର୍ବରୁ...

ବିଶ୍ୱର ପ୍ରଥମ ପାଇଲଟ୍‌ ଥିଲେ ରାବଣ

କଲମ୍ବୋ, ୧।୮: ରାଜା ରାବଣ ବିଶ୍ୱର ପ୍ରଥମ ବିମାନ ଚାଳକ ଥିଲେ ବୋଲି ଶ୍ରୀଲଙ୍କା ସରକାର ଦାବି କରିଛନ୍ତି। ୫୦୦୦ବର୍ଷ ପୂର୍ବରୁ ସେ ଉଡାଣ କରିଥିଲେ।...

ପାକିସ୍ତାନ ନାଳରୁ ମିଳିଲା ବିଏସଏଫ ଯବାନ ପରିତୋଷ ମଣ୍ଡଳଙ୍କ ମୃତଦେହ

ଇସଲାମାବାଦ,୧।୧୦: ଜମ୍ମୁ କଶ୍ମୀର ସୀମା ରେଖାରେ ଡ୍ୟୁଟିରେ ଥିବା ବେଳେ ନିଖୋଜ ହୋଇଯାଇଥିବା ବର୍ଡର ସିକ୍ୟୁରଟି ଫୋର୍ସ(ବିଏସଏଫ)ର ଯବାନ ପରିତୋଷ ମଣ୍ଡଳ(୫୪)ଙ୍କ ମୃତଦେହ ପାକିସ୍ତାନରୁ ଅଇକ୍‌...

ଖଲିସ୍ତାନ ସମର୍ଥକଙ୍କୁ ପାଣ୍ଠି ଯୋଗାଉଛନ୍ତି ବ୍ରିଟେନ୍‌ ଏବଂ କାନାଡ଼ାରେ ଥିବା ପାକିସ୍ତାନୀ

ଲଣ୍ଡନ,୬।୭: ଖଲିସ୍ତାନ ସମର୍ଥକଙ୍କୁ ବ୍ରିଟେନ୍‌ ଏବଂ କାନାଡ଼ାରେ ଥିବା ପାକିସ୍ତାନୀ ପାଣ୍ଠି ଯୋଗାଉଛନ୍ତି। ଏନେଇ ଭାରତୀୟ ସେନାର ପୂର୍ବତନ ମେଜର ଜେନେରାଲ ଧ୍ରୁବ.ସି. କଟୋଚ୍‌ ସୂଚନା...

ଅସ୍ତ୍ରବିରତି ଉଲ୍ଲଂଘନ: ଭାରତୀୟ ଉପ-ଉଚ୍ଚାୟୁକ୍ତଙ୍କୁ ରିପୋର୍ଟ ତଲବ କଲା ପାକିସ୍ତାନ

ଇସଲାମାବାଦ୍‌,୩୦।୯: ନିୟନ୍ତ୍ରଣ ରେଖାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ତେବେ ମିଛୁଆ ପାକିସ୍ତାନ ଭାରତ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଅଭିଯୋଗ ଆଣିଛି। ଏନେଇ...

ନୂ୍ୟନତମ ବାସଯୋଗ୍ୟ ସହର ତାଲିକା: ୫ମ ସ୍ଥାନରେ କରାଚୀ

କରାଚୀ: ବିଶ୍ୱର ନୂ୍ୟନତମ ବାସଯୋଗ୍ୟ ସହର ତାଲିକାରେ କରାଚୀ ରହିଛି। ବିଶ୍ୱ ବାସଯୋଗ୍ୟ ସୂଚକାଙ୍କ-୨୦୧୯ ବୁଧବାର ପ୍ରକାଶ ପାଇଥିବାବେଳେ ଇକନମିଷ୍ଟ ଗ୍ରୁପ୍‌ର ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌...

Leave a comment

Your email address will not be published. Required fields are marked *