ଚାଇନା ସୋସିଆଲ ମିଡିଆରେ ଚନ୍ଦ୍ରୟାନ-୨ର ପ୍ରଶଂସା

ବେଜିଂ,୧୦।୯: ଭାରତର ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ ଏବେ ତା’ର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ସବୁ ଦେଶର ବୈଜ୍ଞାନିକଙ୍କ ନଜର ଚନ୍ଦ୍ର ଉପରେ ଥିବା ବେଳେ ପାକିସ୍ତାନ କିନ୍ତୁ ଏହାକୁ ନେଇ ବ୍ୟଙ୍ଗ କରିଥିଲା। ଯଦିଓ ଚାଇନା ଭାରତ ବିରୋଧରେ ବହୁ କଥା କହିଛି ତେବେବି ଚାଇନାର ଲୋକେ ଚନ୍ଦ୍ରୟାନ -୨ର ବହୁ ପ୍ରଶଂସା କରିଥିବା ଦେଖିବାକୁ ମିଳିଛି। ଚାଇନାର ସୋସିଆଲ ମିଡିଆ ୟୁଜରମାନେ କହିଛନ୍ତି ଭାରତୀୟ ବୈଜ୍ଞାନିକମାନେ ଥକି ନ ପଡି ସେମାନଙ୍କ ପ୍ରଚେଷ୍ଟା ଜାରି ରଖିବା ଉଚିତ୍‌। ଆଉ ଚନ୍ଦ୍ରୟାନ ଭଳି ଏକ ପଦକ୍ଷେପ ସ୍ବାଗତଯୋଗ୍ୟ ବୋଲି ସେମାନେ କହିଛନ୍ତି। ଅର୍ଥାତ ପରୋକ୍ଷରେ ଚାଇନା ଭାରତର ପ୍ରଶଂସା କରୁଛି ବୋଲି କୁହାଯାଉଛି।


All Right Reserved By Dharitri.Com

ବଢୁଛି ବିଶ୍ୱ ତାପନ: କମୁଛି ପେଙ୍ଗୁଇନ୍‌ ସଂଖ୍ୟା

ବୋଷ୍ଟନ୍‌,୧୦।୧୧: ବିଶ୍ୱ ତାପମାନ ଧୀରେଧୀରେ ବଢିବାରେ ଲାଗିଛି। ଏହାର ପ୍ରଭାବରେ ଆଣ୍ଟାର୍କଟିକାରେ ଥିବା ହିମ ପାହାଡ଼ ତରଳିବାରେ ଲାଗିଛି। ଏହା ଯୋଗୁ ଜଳବାୟୁ ପରିବର୍ତ୍ତନ ହେବାରେ...

ଚୋରି ଅନ୍ତର୍ବସ୍ତ୍ରରୁ ମିଳିଥିଲା ବାଗ୍‌ଦାଦିଙ୍କ ପରିଚୟ

ଓ୍ବାଶିଂଟନ,୩୦ା୧୦: ସିରିଆରେ ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ମୁଖ୍ୟ ଅବୁ ବକର ଅଲ୍‌-ବାଗ୍‌ଦାଦି ଆମେରିକା ସ୍ବତନ୍ତ୍ର ବଳର ଅପରେଶନରେ ନିହତ ହେବା ପରେ...

ଫିଲିପାଇନ୍ସରେ ତାଣ୍ଡବ ରଚିଲା ‘ଫନଫୋନ’: ୧୬ ମୃତ

ମନିଲା,୨୬।୧୨: ଖ୍ରୀଷ୍ଟମାସକୁ ଫିକା କରିଦେଲା ଘୂର୍ଣ୍ଣିଝଡ଼ ‘ଫନଫୋନ’। ଡିସେମ୍ବର ୨୫ରେ ଫିଲିପାଇନ୍ସରେ ଆସିଥିବା ଏହି ଘୂର୍ଣ୍ଣଝଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ଏଥିରେ...

ଆମେରିକାକୁ ଝଟ୍‌କା: ୧୬ ହଜାରରୁ ଅଧିକ ଚାଇନା ବୈଜ୍ଞାନିକଙ୍କ ଘର ବାହୁଡ଼ା

ବେଜିଂ,୨।୧: ଆମେରିକାକୁ ଚାଇନା ବଡ଼ ଝଟ୍‌କା ଦେଇଛି। ଆମେରିକାରେ କାମ କରୁଥିବା ୧୬ ହଜାରରୁ ଅଧିକ ବୈଜ୍ଞାନିକଙ୍କୁ ଚାଇନା ଫେରାଇ ଆଣିଛି। ବୈଜ୍ଞାନିକମାନେ ଏଣିକି ଘରୋଇ...

ଭାତ-ଡାଲି ଆନୁବଂଶିକ ରୋଗରୁ ଦେବ ମୁକ୍ତି

ବର୍ଲିନ୍‌,୧୯।୯: ଭାରତୀୟ ଖାଦ୍ୟ ଭାତ-ଡାଲି ଆନୁବଂଶିକ ରୋଗରୁ ମୁକ୍ତି ଦେବ। ଜର୍ମାନୀର ଲ୍ୟୁବେକ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଏହା ପ୍ରକାଶ ପାଇଛି। ଆନୁବଂଶିକ...

କରୋନା ଭାଇରସ: ଇରାନରେ କଏଦୀଙ୍କୁ କରାଗଲା ମୁକ୍ତ

ତେହେରାନ,୧୦।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱର ପାଖାପାଖି ୧୦୦ ଦେଶକୁ ବ୍ୟାପିଯାଇଥିବା ସୂଚନା ମିଳିଛି। ଏହା ଦ୍ରୁତଗତିରେ ବ୍ୟାପୁଥିବାରୁ ଓ...

କରତାରପୁର କରିଡର ମାଧ୍ୟମରେ ଭାରତରେ ଅଶାନ୍ତ ବାତାବରଣ ସୃଷ୍ଟି କରିବାକୁ ଚାହୁଁଛି ପାକିସ୍ତାନ: ଆନନ୍ଦ ମିର୍ଜା

ଇସ୍‌ଲାମାବାଦ,୨୩।୧୧: କରତାରପୁର କରିଡର ଉଦ୍‌ଘାଟନକୁ ପାଖାପାଖି ମାସେ ହୋଇଗଲାଣି। ଏବେ ପିଓକେ କର୍ମୀ ଆନନ୍ଦ ମିର୍ଜା ଏହାକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ...

ଟେକ୍ସାସ ଗୁଳିକାଣ୍ଡ: ୨ ମୃତ, ୫ ଆହତ

ସାନ୍‌ ଅନଟୋନିଓ,୨୦।୧: ଆମେରିକାର ସାନ୍‌ ଅନଟୋନିଓରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଥିବା ସୂଚନା ମିଳିଛି।...

Leave a comment

Your email address will not be published. Required fields are marked *