Posted inଜାତୀୟ

ଆଖି ଖୋଲନ୍ତୁ ମୋଦି ସରକାର; ଗଭୀର ଖାଇରେ ଖସିପଡ଼ିଛି ଅର୍ଥବ୍ୟବସ୍ଥା: ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପୁଣିଥରେ ଟାର୍ଗେଟ୍‌ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଗଭୀର ଖାଇରେ ଖସି ପଡ଼ିଛି। ତେବେ ମଧ୍ୟ ମୋଦି ସରକାରଙ୍କ ଆଖି ଖୋଲିନାହିଁ। ବେଳ ଥାଉଥାଉ ସରକାର ଆଖି ଖୋଲନ୍ତୁ ବୋଲି ପ୍ରିୟଙ୍କା କହିଛନ୍ତି। ଦେଶର ଅଟୋ ସମେତ ଅନ୍ୟ ଶିଳ୍ପ ସଂସ୍ଥାରେ ଛଟେଇ ଯୋଗୁ ବେକାର ସମସ୍ୟା ବୃଦ୍ଧି ପାଉଥିବା ପ୍ରିୟଙ୍କା କହିଛନ୍ତି।


All Right Reserved By Dharitri.Com

ଥଣ୍ଡାରୁ ସୁରକ୍ଷା ପାଇଁ ଅଯୋଧ୍ୟାରେ ଗାଈଗୋରୁ ପିନ୍ଧିବେ କୋଟ୍‌

ଅଯୋଧ୍ୟା,୨୪।୧୧: ପ୍ରବଳ ଥଣ୍ଡାରୁ ଗାଈଗୋରୁଙ୍କୁ ସୁରକ୍ଷା ଦେବା ପାଇଁ ଅଯୋଧ୍ୟା ନଗର ନିଗମ ପକ୍ଷରୁ ଏକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ଏଠାରେ ଥିବା...

କଶ୍ମୀର ସ୍ଥିତି ସ୍ବାଭାବିକ ନାହିଁ:ଶ୍ରୀନଗର ମେୟର

ଶ୍ରୀନଗର, ୩।୯: ଜମ୍ମୁ-କଶ୍ମୀର ସଡ଼କରେ କୌଣସି ହିଂସା କିମ୍ବା ମୃତଦେହ ପଡୁ ନ ଥିବାର ଅର୍ଥ ସେଠାରେ ସବୁକିଛି ସ୍ବଭାବିକ ଅଛି ଭାବିବା ଭୁଲ୍‌ ବୋଲି...

ଚନ୍ଦ୍ରର କକ୍ଷପଥରେ ସଫଳତାର ସହ ପ୍ରବେଶ କଲା ଚନ୍ଦ୍ରୟାନ-୨

ଶ୍ରୀହରିକୋଟା,୨୦।୮: ଚନ୍ଦ୍ରୟାନ-୨ ମଙ୍ଗଳବାର ଭାରତୀୟ ସମୟ ପୂର୍ବାହ୍ନ ୯ଟା ୨ରେ ଚନ୍ଦ୍ରର କକ୍ଷପଥରେ ସଫଳତାର ସହିତ ପ୍ରବେଶ କରିଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)...

ଟୁଇଟରରେ ଛାଇଲେ ମୋଦି: ବିଶ୍ୱର ଟପ୍‌ ୨ ଟ୍ରେଣ୍ଡିଂ ଟପିକ୍‌ରେ ମୋଦିଙ୍କ ଜନ୍ମଦିନ

ନୂଆଦିଲ୍ଲୀ,୧୭।୯: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୬୯ତମ ଜନ୍ମଦିନ ମଙ୍ଗଳବାର ପାଳନ କରୁଛନ୍ତି। ମୋଦିଙ୍କ ଜନ୍ମଦିନ ଅବସରରେ ନେତା ମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି...

‘୩୭୦ ଉଚ୍ଛେଦ ଜାତୀୟ ପ୍ରସଙ୍ଗ’

ଚେନ୍ନାଇ,୧୨ା୮(ଆଇଏଏନ୍‌ଏସ୍‌) : ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏକ ରାଜନୈତିକ ପ୍ରସଙ୍ଗ ନୁହେଁ ବରଂ ଜାତୀୟ ପ୍ରସଙ୍ଗ ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ଏହା...

ପାହାଡ଼ ଉପରେ ଫସିରହିଥିଲେ ବିଦେଶୀ ଦମ୍ପତ୍ତି: ଡ୍ରୋନ୍‌ ଜରିଆରେ ମିଳିଲା ସନ୍ଧାନ

ଚେନ୍ନାଇ,୨୦।୪: ତାମିଲନାଡୁର ତିରୁନବନ୍ନାମଲାଇ ଜିଲାରେ ଥିବା ଏକ ପାହାଡ ଉପରୁ ପୋଲିସ ଜଣେ ଯୁବା ବିଦେଶୀ ଦମ୍ପତ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। କିଛି ଦିନ...

ପୁଲ୍‌ଓ୍ବାମା ଶହୀଦଙ୍କ ଝିଅଙ୍କୁୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ଜିଲାପାଳ

ଦେଶର ସୁରକ୍ଷା ଦାୟିତ୍ୱରେ ଥିବା ଯବାନମାନେ ପ୍ରତିକୂଳ ପରିସ୍ଥିତିରେ ଥାଇ ସୁଦ୍ଧା ଜନସାଧାରଣଙ୍କ ସେବା କରିବାକୁ ଭୁଲନ୍ତି ନାହିଁ। ହେଲେ ଜଣେ ଯବାନ ଶହୀଦ ହେବା...

ଭାଜପାରେ ଫାଟ: ଏମ୍‌ପି-ମନ୍ତ୍ରୀଙ୍କ କଳିରୁ ପୋଲ ଉପର ଦେଇ ଯାତାୟାତ ବନ୍ଦ

କାନପୁର,୩୦।୧: ଉତ୍ତରପ୍ରଦେଶ ଭାଜପାରେ ଫାଟ ସୃଷ୍ଟି ହୋଇଛି। ଏମ୍‌ପି ସତ୍ୟଦେବ ପଚୌରି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟ୍‌ ମନ୍ତ୍ରୀ ସତିଶ ମହାନାଙ୍କ ମଧ୍ୟରେ ଲାଗି...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *