ଟୋକିଓରେ ଟାଇଫୁନ୍‌ ଆତଙ୍କ: ନାରିତା ବିମାନ ବନ୍ଦରରେ ସାରାରାତି ଅଟକି ରହିଲେ ୧୭ ହଜାର ଯାତ୍ରୀ

ଟୋକିଓ,୧୦।୯: ଜାପାନରେ ଦେଖାଦେଇଥିବା ଝଡ଼ ଟାଇଫୁନ୍‌ ଯୋଗୁ ସାଧାରଣ ଯୋଗାଯୋଗ ତଥା ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ଟୋକିଓର ନାରିତା ବିମାନବନ୍ଦରରେ ଶହେଟି ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ଫଳରେ ଏଠାରେ ସାରାରାତି ୧୭ ହଜାର ଯାତ୍ରୀ ଅଟକି ରହିଥିବା ବିମାନ ବନ୍ଦର କର୍ତ୍ତୃପକ୍ଷ ମଙ୍ଗଳବାର ସୂଚନା ଦେଇଛନ୍ତି। ଟ୍ରେନ୍‌ ଏବଂ ବସ୍‌ ପରିବହନ ଧିରେ ଧିରେ ସ୍ବାଭାବିକ ହେଉଛି। ଯାତ୍ରୀମାନେ ନିଜ ନିଜ ଘରକୁ ଫେରିବା ସହିତ ମନ୍ତବ୍ୟ ଅଭିମୁଖେ ଯାତ୍ରା କରିଥିବା ବିମାନବନ୍ଦର ମୁଖପାତ୍ର କେଇ ମିୟାହାରା ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଅକ୍ସଫୋର୍ଡ ୟୁନିଭର୍ସିଟିରେ ଲାଗିବ ରୋବୋ ଦ୍ୱାରା ପ୍ରସ୍ତୁତ ପେଣ୍ଟିଂ

ଲଣ୍ଡନ, ୪।୬: ବୈଜ୍ଞାନିକମାନେ ଏବେ ଏମିତି ରୋବୋ ତିଆରି କରିଛନ୍ତି ଯେଉଁ ରୋବୋ ଚିତ୍ର ଆଙ୍କି ପାରିବ ଏହି ରୋବୋର ନାଁ ଦିଆଯାଇଛି ଆଇଡା (Ai-Da)।...

ଡିସେମ୍ବର ୭ରେ ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାର ଶୁଣାଣି

ଇସଲାମାବାଦ୍‌,୧।୧୨: ମୁମ୍ବାଇ ଆକ୍ରମଣ ଘଟଣାର ମାଷ୍ଟର ମାଇଣ୍ଡ୍‌ ହାଫିଜ୍‌ ସଇଦ୍‌ଙ୍କ ବିରୋଧ ଅଣାଯାଇଥିବା ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାର ଶୁଣାଣି ଡିସେମ୍ବର ୭ରେ ହେବ। ଏହାର...

୧୫୦ ଫୁଟ ଉଚ୍ଚ ରୋପ୍‌ଓ୍ବେ କେବୁଲ୍‌ରେ ଝୁଲି ରହିଲା ବିମାନ: ଦେଢ଼ଘଣ୍ଟା ଡେଣାରେ ବସି ରହିଲେ ଚାଳକ ଓ ଯାତ୍ରୀ

ରୋମ୍‌,୧୩।୧୦: ଇଟାଲୀର ଆଲ୍ପସ୍‌ ପର୍ବତ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ୧୫୦ ଫୁଟ ଉଚ୍ଚ ରୋପ୍‌ଓ୍ବେ କେବୁଲ୍‌ରେ ଏକ ଛୋଟ ବିମାନ...

କଦଳୀର ଦାମ୍‌ ୮୫ଲକ୍ଷ ଟଙ୍କା

ଟଙ୍କାଏ କି ଦୁଇ ଟଙ୍କା ନୁହେଁ ବରଂ ୮୫ଲକ୍ଷ ଟଙ୍କାର କଦଳୀ ଖାଇ ଏବେ ଜଣେ ବ୍ୟକ୍ତି ଚର୍ଚ୍ଚାକୁ ଆସିଛନ୍ତି। ଆଉ ଏହାକୁ ଖାଇବା ପରେ...

କାନ୍ଦାହାର ବିସ୍ଫୋରଣ: ୩ ଶିଶୁ ମୃତ

କାନ୍ଦାହାର,୩୦।୭: ଆଫଗାନିସ୍ତାନର କାନ୍ଦାହାର ଅଞ୍ଚଳରେ ଥିବା ଏକ ଜନଗହଳିପୂର୍ଣ୍ଣ ରାସ୍ତାରେ ମଙ୍ଗଳବାର ଆତ୍ମଘାତୀ ବିସ୍ଫୋରଣ ଫଳରେ ୩ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି...

ଅଧିକ ସମୟ ଟିଭି ଦେଖୁଛନ୍ତି କି? ହୋଇପାରେ ଏହି ପ୍ରାଣଘାତୀ ରୋଗ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଯଦି ଆପଣ ଟିଭି ପ୍ରେମୀ ହୋଇଥାନ୍ତି, ତେବେ ଏବେଠୁ ସାବଧାନ ହୋଇଯାନ୍ତୁ। ଏକ ସଦ୍ୟ ଗବେଷଣାରୁ...

ଆଲୋଚନା ପୂର୍ବରୁ ପାକ୍‌ କଠୋର ପଦକ୍ଷେପ ନେଉ

ଜାତିସଂଘ,୨୬ା୯(ପି.ଟି.): ପାକିସ୍ତାନ ସହ ଆଲୋଚନା ପୂର୍ବରୁ ଇସ୍‌ଲାମାବାଦକୁ କେତେକ କଠୋର ପଦକ୍ଷେପ ନେବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ...

ସିଆଲ୍‌କୋଟ୍‌ ସୀମାରେ ପାକିସ୍ତାନର ସମରସଜ୍ଜା: ଗୁପ୍ତରେ ମାସୁଦ୍‌ ଆଝାର ମୁକ୍ତ!

ଇସଲାମାବାଦ୍‌,୯।୯: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ନାନା ଷଡ଼ଯନ୍ତ୍ର ରଚିବା ଆରମ୍ଭ କରିଛି। ସମ୍ପ୍ରତି ସିଆଲ୍‌କୋଟ୍‌ ସୀମାରେ ପାକିସ୍ତାନ...

Leave a comment

Your email address will not be published. Required fields are marked *