Posted inଜାତୀୟ

ବରମୁଡ଼ା, ଶର୍ଟସ୍‌ ଅବା ଲୁଙ୍ଗି ପିନ୍ଧି ଗାଡ଼ି ଚଳାଇଲେ ୪ ଗୁଣା ଜରିମାନା

ଲକ୍ଷ୍ନୌ,୧୦।୯: ନୂଆ ଟ୍ରାଫିକ୍‌ ନିୟମ ଅନୁସାରେ ଉତ୍ତରପ୍ରଦେଶ ଲକ୍ଷ୍ନୌରେ ବରମୁଡ଼ା, ଶର୍ଟସ୍‌ ଅବା ଲୁଙ୍ଗି ପିନ୍ଧି ଗାଡ଼ି ଚଳାଇବାକୁ ବାରଣ କରାଯାଉଛି। ଏପରି କରୁଥିବା ଚାଳକଙ୍କୁ ୪ ଗୁଣା ଅଧିକ ଜରିମାନା ଦେବାକୁ ପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଲୁଙ୍ଗି ପିନ୍ଧି ଗାଡ଼ି ଚଳାଇଲେ ୨ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ସ୍ଥାନୀୟ ଟ୍ରାଫିକ୍‌ ଏସ୍‌ପି ସୂଚନା ଦେଇଛନ୍ତି।


All Right Reserved By

ପାକିସ୍ତାନ ପଳାଇବାକୁ ଚେଷ୍ଟା କରୁଛନ୍ତି କମଲେଶଙ୍କ ହତ୍ୟାକାରୀ

ଲକ୍ଷ୍ନୌ,୨୧।୧୦: ହିନ୍ଦୁ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡର ୨ ମୁଖ୍ୟ ଅଭିଯୁକ୍ତ ଏବେବି ପୋଲିସ ଆଖିରେ ଧୂଳିଦେଇ ଫେରାର ଅଛନ୍ତି। ଶେଖ...

ବିହାରରେ ପ୍ରବଳ ବର୍ଷା: ୨୫ ମୃତ

ପାଟନା,୩୦ା୯: ବିହାରରେ କ୍ରମାଗତ ୩ ଦିନ ଲଗାଣ ବର୍ଷା ଫଳରେ ରାଜଧାନୀ ପାଟନା ସମେତ ବିଭିନ୍ନ ଜଲାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ...

ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର: ହାଇ ଆଲର୍ଟ ଜାରି

ଶ୍ରୀନଗର,୨୦।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଲୁଚିଥିବା ଖବର ନେଇ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭାରତୀୟ ସେନା ଯବାନ, ଜମ୍ମୁ-କଶ୍ମୀର ପୋଲିସ...

ପ୍ରାର୍ଥୀପତ୍ର ଦାଖଲ କଲେ ଗୃହମନ୍ତ୍ରୀ

ଲକ୍ଷ୍ନୌ,୧୬।୪: କେନ୍ଦ୍ର ଗୃହମନ୍ତ୍ରୀ ଏବଂ ଲକ୍ଷ୍ନୌ ଲୋକସଭା ଆସନର ଭାଜପାର ଆଶାୟୀ ପ୍ରାର୍ଥୀ ରାଜନାଥ ସିଂହ ମଙ୍ଗଳବାର ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ରାଜନାଥ ସିଂହ...

କ୍ଲାସକୁ ବିଳମ୍ବରେ ଆସିଲେ ଲଗାଇବାକୁ ପଡିବ ଗୋଟିଏ ଚାରା

ଗୁଜରାଟ,୨୫।୮: ପରିବେଶ ପ୍ରଦୂଷଣ କମ୍‌ କରିବାକୁ ଓ ବୃକ୍ଷ ସଂଖ୍ୟା ବଢାଇବାକୁ ଯାଇ ବିଶ୍ୱବିଦ୍ୟାଳୟର ଜଣେ ପ୍ରଫେସର ଭିନ୍ନ ଏକ ଉପାୟ ଅବଲମ୍ବନ କରିଛନ୍ତି। ଏଥିପାଇଁ...

ହୋଇପାରିଲା ନାହିଁ ଆସ୍ଥା ଭୋଟ: ରାତିସାରା ବିଧାନସଭାରେ ଶୋଇଲେ ବିଧାୟକ

ବେଙ୍ଗାଲୁରୁ,୧୯।୭: ଗୁରୁବାର ଦିନ ଶେଷ ସୁଦ୍ଧା ଟ୍ରଷ୍ଟ ଭୋଟ ସାରିବା ପାଇଁ ରାଜ୍ୟପାଳ ବାଜୁଭାଇ ବାଲାଙ୍କ ନିର୍ଦ୍ଦେଶକୁ ବାଚସ୍ପତି କେଆର ରମେଶ କୁମାର ନ ମାନିବା...

ମୋଦିଙ୍କ ମିଶନ ସଫଳ କରାଇଲେ ଶାହ

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବା ସହ ଏହାକୁ ଦୁଇଭାଗ କରିବା ଲାଗି ଜୁନ୍‌ ତୃତୀୟ ସପ୍ତାହରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅବଗଣନା ଆରମ୍ଭ କରିଥିଲେ।...

ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ହୁଅନ୍ତୁ, ୧୦୦୧ ଶିଡ଼ି ଚଢି ମନ୍ଦିରରେ ପ୍ରାର୍ଥନା କଲେ ଭାଜପା ଏମ୍‌ପି

ବେଙ୍ଗାଲୁରୁ, ୧୯।୭: କର୍ନାଟକରେ ଏବେ ଚାଲିଛି ରାଜନୈତିକ ନାଟକ। କ୍ଷମତା ପାଇଁ ଚାଲିଛି ଜୋରଦାର ଲଢେଇ। ବିଧାନସଭାରେ ଆସ୍ଥା ଭୋଟ ପୂର୍ବରୁ ଭାଜପା ସାଂସଦ ଶୋଭା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *