କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର ମାସ କେଇଟା ଭିତରେ ଦଳ ଛାଡିଛନ୍ତି। ମଙ୍ଗଳବାର ସେ ଦଳ ଛାଡିଥିବା ଘୋଷଣା କରିଥିବା ବେଳେ ଦଳ ପକ୍ଷରୁ ଏପର୍ଯ୍ୟନ୍ତ ତାଙ୍କ ଇସ୍ତଫାକୁ ଗ୍ରହଣ କରାଯାଇ ନ ଥିବା ସେ କହିଛନ୍ତି। ତେବେ ରାଜନୀତିରେ ନ ଥାଇ ମଧ୍ୟ ସେ ଜନତାଙ୍କ ସେବା କରିବେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ ସେ କଂଗ୍ରେସ ପକ୍ଷରୁ ଉତ୍ତର ମୁମ୍ବାଇ ଆସନରୁ ଲଢିଥିବା ବେଳେ ହାରି ଯାଇଥିଲେ।


All Right Reserved By

ନାମାଙ୍କନପତ୍ର ଦାଖଲ କଲେ ଜୟଶଙ୍କର

ନୂଆଦିଲ୍ଲୀ,୨୬ା୬(ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଗୁଜରାଟରୁ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଜୁଲାଇ ୫ରେ ହେବାକୁ ଥିବା ଉପନିର୍ବାଚନ ଲାଗି ସେ ମଙ୍ଗଳବାର...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ଯିବେ ନାହିଁ ମମତା

କୋଲକତା, ୨୯।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି...

୨୩ ବର୍ଷ ପରେ ନିର୍ଦ୍ଦୋଷ ହୋଇ ଜେଲ୍‌ରୁ ମୁକୁଳିବା ବେଳକୁ ପରିବାରରେ କେହି ନ ଥିଲେ ତାଙ୍କୁ ସ୍ବାଗତ କରିବାକୁ

ଶ୍ରୀନଗର,୨୬।୭: କଶ୍ମୀରର ମହମ୍ମଦ ଅଲ୍ଲି ଭଟ୍ଟ ୨୩ ବର୍ଷ ପରେ ନିର୍ଦ୍ଦୋଷ ହୋଇ ଜେଲ୍‌ରୁ ମୁକୁଳିବା ପରେ ପରିବାରରେ କୌଣସି ସଦସ୍ୟ ନ ଥିଲେ ତାଙ୍କୁ...

ବଦଳିଗଲାଣି ଅଭିନନ୍ଦନଙ୍କ ଲୁକ୍‌

ନୂଆଦିଲ୍ଲୀ,୨।୮: ପାକିସ୍ତାନ ଯୁଦ୍ଧ ବିମାନକୁ ଖସାଇ ବୀର ଚକ୍ର ସମ୍ମାନରେ ସମ୍ମାନିତ ହୋଇଥିବା ବାୟୁସେନାର ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କ ଲୁକ୍‌ରେ ପରିବର୍ତ୍ତନ ଆସିଛି। ପୂର୍ବରୁ...

ଆସନ ବଞ୍ଚାଇପାରିଲେ ୧୯୭ ଏମ୍‌ପି

ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୪ରେ ନିର୍ବାଚିତ ହୋଇଥିବା ଏମ୍‌ପିଙ୍କ ମଧ୍ୟରୁ ଏଥର ସାଧାରଣ ନିର୍ବାଚନରେ ୧୯୭ ଜଣ ନିଜ ଆସନ ବଞ୍ଚାଇପାରିଛନ୍ତି। ସେମାନଙ୍କ ମଧ୍ୟରେ ୨୭ ମହିଳା ଏମ୍‌ପି...

ଶିଶୁଜନ୍ମ ହେବା ପରେ ଗଛ ନ ଲଗାଇଲେ ପଞ୍ଚାୟତରେ ହେବ ନାହିଁ ନାମ ପଞ୍ଜିକରଣ

ସୋଲମ,୮।୭: ହିମାଚଳ ସୋଲମ ଜିଲା ଝାହମାଜରିରେ ଥିବା ଭଟୋଲିକଲାଙ୍ଗ ପଞ୍ଚାୟତରେ ପରିବେଶକୁ ବଞ୍ଚାଇବା ଲାଗି ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଆୟୋଜିତ ଏକ...

ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଶାୟୀ ମାୟାବତୀ

ମେରଠ,୫।୬: ଉତ୍ତର ପ୍ରଦେଶରେ ଏସ୍‌ପି-ବିଏସ୍‌ପି ଦୀର୍ଘ ବର୍ଷର ଶତ୍ରୁତାକୁ ଭୁଲି ଗତ ଲୋକ ସଭା ନିର୍ବାଚନରେ ଏକାଠି ହୋଇଥିଲେ। ଚଳିତବର୍ଷ ଜାନୁୟାରୀରେ ହିଁ ଦୁଇ ଦଳର...

୮୩% ଆତଙ୍କବାଦୀ ଟେକାମାଡ଼କାରୀ

ଶ୍ରୀନଗର,୩ା୮: ଜମ୍ମୁ-କଶ୍ମୀରରେ ଅସ୍ତ୍ର ଧରୁଥିବା ୮୩% ଆତଙ୍କବାଦୀ ପୂର୍ବରୁ ଟେକାମାଡ଼କାରୀ ଥିଲେ। ସେମାନେ ଆତଙ୍କବାଦୀ ସାଜିବା ପରେ ଅଧିକ ସମୟ ବଞ୍ଚତ୍ ପାରିବେ ନାହିଁ। ଦିନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *