Posted inଜାତୀୟ

ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ

ଭଦୋଦରା,୧୦।୯: ଗୁଜୁରାଟ ଭଦୋଦରାରେ ଥିବା ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲରେ ଥିବା ଶିଶୁ ବିଭାଗରେ ମଙ୍ଗଳବାର ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଓ୍ବାର୍ଡରେ ଥିବା ସମସ୍ତ ଶିଶୁ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ସୁରକ୍ଷିତ ଭାବେ ବାହାରକୁ ବାହାର କରାଯାଇଥିବା ସୂଚନା ମିଳିଛି। ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି।


All Right Reserved By

ନୂଆ ନିୟମ: ଗାଡ଼ିଠାରୁ ମହଙ୍ଗା ହେଲା ଜରିମାନା

ଗୁରୁଗ୍ରାମ,୪।୯: ସେପ୍ଟେମ୍ବର ୧ରୁ ଦେଶରେ ନୂଆ ମୋଟର ଯାନ ସଂଶୋଧନ ଆଇନ ଲାଗୁ ହୋଇଛି। ଫଳରେ ଟ୍ରାଫିକ୍‌ ଉଲଂଘନ କରୁଥିବା ବ୍ୟକ୍ତିଙ୍କୁ ପୂର୍ବ ତୁଳନାରେ ୧୦...

ରୋହି ଶେଖର ହତ୍ୟା ମାମଲା: ପତ୍ନୀ ଅପୂର୍ବାଙ୍କୁ ୧୪ ଦିନପାଇଁ ହାଜତକୁ ପଠାଗଲା

ନୂଆଦିଲ୍ଲୀ,୨୬।୪: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌ଡି ତିଓ୍ବାରିଙ୍କ ପୁଅ ରୋହିତ ଶେଖର ତିଓ୍ବାରିଙ୍କ ହତ୍ୟା ମାମଲାରେ ତାଙ୍କ ବୋହୂ ଅର୍ଥାତ୍‌ ରୋହିତଙ୍କ ପତ୍ନୀ ଅପୂର୍ବା...

ଯୋଗୀଙ୍କୁ ଭେଟିଲେ କମଲେଶଙ୍କ ପରିବାର

ଲକ୍ଷ୍ନୌ,୨୦।୧୦: ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କ ମା’ ସ୍ତ୍ରୀ ଓ ଭାଇ ରବିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଭେଟିଛନ୍ତି।...

ଅଜିତ ଯୋଗୀଙ୍କ ପୁଅ ଗିରଫ

ବିଳାସପୁର,୪ା୯(ପି.ଟି.): ନିର୍ବାଚନ ସତ୍ୟପାଠରେ ଜାଲିଆତି ଅଭିଯୋଗରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତ୍‌ଙ୍କୁ ମଙ୍ଗଳବାର ବିଳାସପୁର ଜିଲାରୁ ଗିରଫ କରାଯାଇଛି। ୨୦୧୩ ଛତିଶଗଡ଼...

ମହାଭାରତ ସତ୍ୟତା ହେବ ପ୍ରମାଣିତ: ୪ ହଜାର ବର୍ଷ ତଳର ଅବଶେଷରୁ ମିଳିବ ତଥ୍ୟ

ନୂଆଦିଲ୍ଲୀ,୧।୫: ମହାଭାରତର ସତ୍ୟତା ପ୍ରମାଣିତ ହେବା ସମ୍ଭାବନା ଦେଖାଦେଇଛି। ବାଗପତ୍‌ର ସିନୌଲି ସ୍ଥିତ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଦ୍ୱାରା କରାଯାଇଥିବା ଖନନରୁ କେତେକ ଅବଶେଷ...

ଜେଟଲୀଙ୍କ ଓ୍ବାର୍ଡ ଭିତରକୁ ଯିବାକୁ କାହାକୁ ଅନୁମତି ଦେଉ ନାହାଁନ୍ତି ଡାକ୍ତର

ନୂଆଦିଲ୍ଲୀ,୧୯।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଥିବା ବେଳେ ଏବେ ସେ ସଙ୍କଟାପନ୍ନ ଅବସ୍ଥାରେ...

ଶିବସେନାରେ ଯୋଗ ଦେଲେ ଏନ୍‌ସିପି ନେତା ସଚ୍ଚିନ

ମୁମ୍ବାଇ,୨୫।୭: ମହାରାଷ୍ଟ୍ରର ଏନ୍‌ସିପି ଅଧ୍ୟକ୍ଷ ସଚ୍ଚିନ ଆହିର ଗୁରୁବାର ଶିବସେନାରେ ଯୋଗ ଦେଇଛନ୍ତି। ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ଉପସ୍ଥିତିରେ ମୁମ୍ବାଇଠାରେ ସେ ଦଳରେ ଯୋଗ...

ସବୁ ନିର୍ବାଚନ ଏକାକୀ ଲଢ଼ିବୁ: ମାୟାବତୀ

ନୂଆଦିଲ୍ଲୀ, ୨୫।୬: ଛୋଟ ହେଉ କି ବଡ଼, ଏଥର ସବୁ ନିର୍ବାଚନ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏକାକୀ ଲଢ଼ିବ ବୋଲି ଏହାର ସୁପ୍ରିମୋ ମାୟାବତୀ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *