ଆଜି ରାଜ୍ୟରୁ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ଖସୁନି

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୮୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୫ ଜଣ ଚିହ୍ନଟ ହୋଇଥିବା ବେଳେ ୩୪୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୬ ଏବଂ ବାଲେଶ୍ୱରରୁ ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୩, ବରଗଡ଼ ୧୩, ଭଦ୍ରକ ୯, ବଲାଙ୍ଗୀର ୩, ଦେବଗଡ଼ ୧୩, ଢେଙ୍କାନାଳ ୧୯, ଗଜପତି ୯, ଗଞ୍ଜାମ ୯, ଜଗତସିଂହପୁର ୩୪, ଯାଜପୁର ୩୧, ଝାରସୁଗୁଡ଼ା ୧, କଳାହାଣ୍ଡି ୪, କନ୍ଧମାଳ ୩, କେନ୍ଦ୍ରାପଡ଼ା ୨୯, କେନ୍ଦୁଝର ୧୬, କୋରାପୁଟ ୫, ମାଲକାନଗିରି ୪, ମୟୂରଭଞ୍ଜ ୨୭, ନବରଙ୍ଗପୁର ୨୬, ନୟାଗଡ଼ ୧୨, ନୂଆପଡ଼ା ୧, ପୁରୀ ୨୦, ରାୟଗଡ଼ା ୧, ସମ୍ବଲପୁରରୁ ୧୮ ଏବଂ ସୁନ୍ଦରଗଡ଼ରୁ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୦୪,୮୭୫ରେ ପହଞ୍ଚିଥିବା ବେଳେ ୯,୮୮,୮୫୪ଜଣ ସୁସ୍ଥ ହୋଇଛନ୍ତି। ୮୨୭୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଲୁଟେରା କୋର୍ଟଚାଲାଣ

ବଇଣ୍ଡା,୬।୯(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ବଡ଼ଡଙ୍ଗିଆଣୀ ଗ୍ରାମରେ ଗୁରୁବାର ବନ୍ତଳା ଥାନା ଖାଲଙ୍ଗା ଗ୍ରାମର ପ୍ରିତିରଞ୍ଜନ ସାହୁଙ୍କଠାରୁ ଲୁଟ୍‌ କରୁଥିବାବେଳେ ଗ୍ରାମବାସୀଙ୍କ ଦ୍ୱାରା ବୁଦୁଲିମୁଣ୍ଡା...

ଗରିବଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ମାରୱାଡି ଯୁବାମଞ୍ଚ ସଭାପତି ଶିତଲ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ଗ୍ରାମର ଗରିବ ପରିବାରଙ୍କୁ ରାଶନ ସାମଗ୍ରୀ...

ବୈଷୟିକ ତ୍ରୁଟି ଦର୍ଶାଇ ଶୁଣାଣି କଲେନି ଖଣ୍ଡପୀଠ

ନୂଆଦିଲ୍ଲୀ/ ଭୁବନେଶ୍ୱର(ବ୍ୟୁରୋ),୧ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ହାଇକୋର୍ଟ ଗତ ୯ତାରିଖରେ ଦେଇଥିବା ନିର୍ଦ୍ଦେଶ ବିରୋଧରେ ହୋଇଥିବା ଏକାଧିକ ଆବେଦନ ଉପରେ ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ଶୁଣାଣି...

ଇଟାଓ୍ବା ଜେଲରେ କରୋନା ଆତଙ୍କ: ୩୦ କଏଦୀ ଆକ୍ରାନ୍ତ

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ଇଟାଓ୍ବା ଜିଲା ଜେଲ୍‌ରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଜେଲ୍‌ର ୩୦ ଜଣ କଏଦୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌...

ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଜେଟ୍‌ଲୀଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଦକ୍ଷ ଓକିଲ, ସଂସଦ...

CORONAVIRUS UPDATE: ଆଉ ସୁସ୍ଥ ହେଲେ ୭୯; ମୋଟ ଆରୋଗ୍ୟ ସଂଖ୍ୟା ଛୁଇଁଲା ୮୧୨

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟରେ ଆଉ ୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ଭଦ୍ରକ ଜିଲାର ସର୍ବାଧିକ ୨୮ ଅଛନ୍ତି। ସେହିଭଳି...

ଗୁଣିଆ ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା

ମାଲକାନଗିରି,୯ା୮(ଡି.ଏନ.ଏ/ସ୍ବ.ପ୍ର.)-ମାଲକାନଗିରି ସଦର ଥାନା ତୁମସାପାଲି ଗ୍ରାମରେ ଗୁଣିଆ ସନ୍ଦେହରେ ଜଣେ ବୃଦ୍ଧାଙ୍କୁ ଶନିବାର ରାତିରେ ହତ୍ୟା କରାଯାଇଛି। ତାଙ୍କ ନାମ ମୁକା ମାଡକାମୀ (୫୫)। ସେ...

Advertisement
Archives

Model This Week