ରାଜ୍ୟରୁ ସୁସ୍ଥ ହେଲେ ୮୧୮୧ କରୋନା ଆକ୍ରାନ୍ତ

ଭୁବନେଶ୍ବର,୩୧।୧(ବ୍ୟୁରୋ) : ରାଜ୍ୟରେ ଏବେ ଦୈନିକ କୋଭିଡ ସଂକ୍ରମଣ ହାର ଧିରେ ଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧି ପାଉଛି। ସୋମବାର ରାଜ୍ୟରେ ୮୧୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏଯାଏ ମୋଟ୍‌ ୧୨ ଲକ୍ଷ ୧ ହଜାର ୫୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ସାରିଲେଣି । ଏ ନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।
ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୦୭୬ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୫୦୧ ଜଣ ସୁସ୍ଥ ହୋଇଛନ୍ତି । ଏପଟେ ଆଜି ରାଜ୍ୟରେ ୩୩୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା ଭୂମିକମ୍ପର ଭାରତ ଉପରେ କି ପ୍ରଭାବ ପଡ଼ିବ? ଅଶୋଧିତ ତୈଳ ଯୋଗାଣ ପାଇଁ ଦେଖାଦେଲାଣି ସଙ୍କଟ

କାରାକାସ,୨୬।୬: ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ କେବଳ ସେଠାରେ ବ୍ୟାପକ କ୍ଷୟକ୍ଷତି ଘଟାଇନାହିଁ ବରଂ ଭାରତର ଅଶୋଧିତ ତୈଳ ଯୋଗାଣ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି।…

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି।…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri