ସିଏସ୍‌ଆଇଆର୍‌ର ୮୧ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୧।୧୦: ଦେଶର ପ୍ରମୁଖ ଗବେଷଣାତ୍ମକ ସଂସ୍ଥା କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ୮୧ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନଲୋଜି (ଆଇଏମ୍‌ଏମ୍‌ଟି), ଭୁବନେଶ୍ୱର ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ନାଇଜରର ନିର୍ଦ୍ଦେଶକ ସୁଧାକର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜ୍ଞାନ ଏବଂ ଶିକ୍ଷାର ଗୁରୁତ୍ୱ ଉପରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଏପରିକି ଛାତ୍ରୀଛାତ୍ରଙ୍କୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଦେବା ସହ ଆମ ଦାୟିତ୍ୱକୁ ଭୁଲି ନ ଯିବାକୁ ମଧ୍ୟ ପରାମର୍ଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଆଇଏମ୍‌ଏମ୍‌ଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ସୁଧାସତ୍ୱ ବାସୁ କହିଛନ୍ତି, ସିଏସ୍‌ଆଇଆର୍‌ ଦ୍ୱାରା ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷକରି କୋଭିଡ୍‌ ସମୟରେ ଦେଶର ଉନ୍ନତି ସମେତ ଅର୍ଥନୈତିକ ଅଭିବୃଦ୍ଧିରେ ମଧ୍ୟ ବହୁ କାର୍ଯ୍ୟ କରିଛି। ଏହା ସହିତ ଭାଇରସ୍‌ ଜେନୋମିକ ଷ୍ଟଡିଜ୍‌ଠୁ ଆରମ୍ଭକରି ବିଭିନ୍ନ ପ୍ରକାର ଶକ୍ତିର ଉତ୍ସ ପର୍ଯ୍ୟନ୍ତ ସମସ୍ତ ପରୀକ୍ଷଣ କୋଭିଡ୍‌ ସମୟରେ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରକୁ ଛୁଇଁଲା

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri