Posted inରାଜ୍ୟ

ସୁସ୍ଥ ହେଲେ ୮୨ ଆକ୍ରାନ୍ତ

ଭୁବନେଶ୍ୱର,୨୨।୩: ରାଜରେ ସୋମବାର ୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଏ ପର୍ଯ୍ୟନ୍ତ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୨୦୬ରେ ପହଞ୍ଚିଛି। କଟକ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୩, ଖୋର୍ଦ୍ଧାରୁ ୧୨, ଯାଜପୁରରୁ ୭, ଗଞ୍ଜାମ ଓ ମୟୁରଭଞ୍ଜରୁ ୬, ଅନୁଗୁଳରୁ ୫, ବଲାଙ୍ଗୀର, କଳାହାଣ୍ଡି ଓ ସମ୍ବଲପୁରରୁ ୩, ବାଲେଶ୍ୱର ଓ ବରଗଡ଼ରୁ ୨, ଢେଙ୍କାନାଳ, ଝାରୁସୁଗୁଡ଼ା, କେନ୍ଦୁଝର, କୋରାପୁଟ ଓ ନୂଆପଡ଼ାରୁ ଜଣେ ଲେଖାଏ ଷ୍ଟେଟ୍‌ ପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?