Posted inରାଜ୍ୟ

ସୁସ୍ଥ ହେଲେ ୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୩: ରାଜ୍ୟରେ ମଙ୍ଗଳବାର ୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତ ସଂଖ୍ୟା ୩,୩୫,୨୫୦ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ ୧୬, ମୟୁରଭଞ୍ଜରୁ ୮, ବାଲେଶ୍ୱର ଓ ଖୋର୍ଦ୍ଧାରୁ ୭, ପୁରୀ ଓ ସୁନ୍ଦରଗଡ଼ରୁ ୬, ଅନୁଗୁଳ, ବରଗଡ଼, ଭଦ୍ରକ, କଟକ, ଯାଜପୁର ଓ ଝାରୁସୁଗଡ଼ାରୁ ୪, ବଲାଙ୍ଗୀରରୁ ୩, ଦେଓଗଡ଼, କଳାହାଣ୍ଡି ଓ କନ୍ଧମାଳରୁ ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଅସମ୍ଭାଳ ସ୍ଥିତିରେ ଝାରପଡ଼ା ଜେଲ: ଡ୍ରାଇଭର ଗିରଫ ପରେ…

ଭୁବନେଶ୍ୱର,୨୧।୮(ତ୍ରିନାଥ ମହାନ୍ତି):ମାଷ୍ଟରକ୍ୟାଣ୍ଟିନ ହିଂସା ଘଟଣାରେ ୧୧୩ ଜଣ ଅନ୍‌ଲାଇନ୍‌ ଅଟୋ ଡ୍ରାଇଭର ଗିରଫ ହୋଇ ଜେଲ ଯାଇଛନ୍ତି। ଜେଲ ଯିବା ପରେ ଏବେ ଝାରପଡ଼ା ଜେଲ କର୍ତ୍ତୃପକ୍ଷଙ୍କ…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri