କମୁଛି ସଂକ୍ରମଣ: ଚିହ୍ନଟ ହେଲେ ୮୨ କରୋନା ପଜିଟିଭ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ୩ଜଣ, ଭଦ୍ରକରୁ ଜଣେ, କଟକରୁ ୧୦ଜଣ, ଦେବଗଡ଼ରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ଜଣ, ଯାଜପୁରରୁ ୩ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୧୩ଜଣ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୧ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୩ଜଣ, ସୁନ୍ଦରଗଡ଼ରୁ ୧୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri