କମୁଛି ସଂକ୍ରମଣ: ଚିହ୍ନଟ ହେଲେ ୮୨ କରୋନା ପଜିଟିଭ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ୩ଜଣ, ଭଦ୍ରକରୁ ଜଣେ, କଟକରୁ ୧୦ଜଣ, ଦେବଗଡ଼ରୁ ୨ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ଜଣ, ଯାଜପୁରରୁ ୩ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୧୩ଜଣ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୧ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୩ଜଣ, ସୁନ୍ଦରଗଡ଼ରୁ ୧୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri