Posted inଜାତୀୟ

୮ ଲଶ୍କର ସହଯୋଗୀ ଗିରଫ

ଶ୍ରୀନଗର,୧୧ା୯ (ପି.ଟି./ଆଇଏଏନ୍‌ଏସ୍‌): ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ୮ ସହଯୋଗୀ ମଙ୍ଗଳବାର କଶ୍ମୀରରୁ ଗିରଫ ହୋଇଛନ୍ତି। ସେମାନେ ବାରାମୁଲା ଜିଲାର ସୋପୋରରେ ଆତଙ୍କବାଦୀଙ୍କ ଛତ୍ରଛାୟା ତଳେ ରହି ଧମକପୂର୍ଣ୍ଣ ପୋଷ୍ଟର ପ୍ରସାର କରୁଥିଲେ। ଆଇନ ଅମାନ୍ୟ ପାଇଁ ଲୋକଙ୍କୁ ଉସୁକାଇବା ପାଇଁ ଉଦ୍ଦିଷ୍ଟ ଏହି ପୋଷ୍ଟରରେ ସିଭିଲ କର୍ଫ୍ୟୁର ବାର୍ତ୍ତା ରହିଛି। ଏହାସହ ଏଥିରେ ସ୍ଥାନୀୟ ଲୋକଙ୍କୁ ଧମକ ଦିଆଯାଇଥିବା ପୋଲିସ କହିଛି। ଗିରଫ ଐଜାଜ୍‌ ମିର, ଓମାର ମିର, ତସିଫ୍‌ ନଜାର, ଇମ୍‌ତିଆଜ୍‌ ନଜାର, ଓମାର ଆକ୍‌ବର, ଫୈଜାନ୍‌ ଲତିଫ୍‌, ଦାନିଶ, ହବିବ୍‌ ଓ ଶୌକତ୍‌ ଅହମ୍ମଦ ମିରଙ୍କଠାରୁ ଏହି କାର୍ଯ୍ୟରେ ବ୍ୟବହୃତ କେତେକ କମ୍ଫ୍ୟୁଟର ଓ ଅନ୍ୟ ଆପତ୍ତିଜନକ ସାମଗ୍ରୀ ଜବତ ହୋଇଛି।


All Right Reserved By

ମହାରାଷ୍ଟ୍ରରେ ୨୦୪ ଗାଁ ବନ୍ୟା ପ୍ରଭାବିତ: ଫଡ଼ନଭୀସ୍‌

ମୁମ୍ବାଇ,୭।୮: ମହାରାଷ୍ଟ୍ରର ୨୦୪ ଗାଁ ବନ୍ୟା ପ୍ରଭାବିତ। ଏସବୁ ଗାଁରେ ଅଧିକ କ୍ଷୟକ୍ଷତି ହୋଇଥିବା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସ୍‌ ବୁଧବାର ସୂଚନା ଦେଇଛନ୍ତି। ଏସବୁ ଗାଁରେ...

ଘରକୁ ଫେରିଲେ ଟିଆର୍‌ଏସ୍‌ କର୍ମୀଙ୍କ ମାଡରେ ଆହତ ହୋଇଥିବା ବନ ଅଧିକାରୀ ଅନିଥା

ହାଇଦ୍ରାବାଦ,୨।୭: ତେଲେଙ୍ଗାନାର କୋମରାମ ଭିମ ଆସିଫାବାଦରେ ଗତ ଜୁନ୍‌ ୨୯ରେ ଟିଆର୍‌ଏସ୍‌ କର୍ମୀଙ୍କ ଦ୍ୱାରା ଆକ୍ରମଣର ଶିକାର ହୋଇ ଗୁରୁତର ଭାବେ ହାଇଦ୍ରାବାଦର କିମ୍ସ ହସ୍ପିଟାଲରେ...

‘ଡଟର ଅଫ ଦ ନେଶନ’ ସମ୍ମାନରେ ସମ୍ମାନିତ ହେବେ ସୁର ସାମ୍ରାଜ୍ଞୀ

ନୂଆଦିଲ୍ଲୀ,୬।୯ : ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥାଏ। ତାଙ୍କ ସଙ୍ଗୀତର ଚର୍ଚ୍ଚା ସାରା ବିଶ୍ୱରେ ରହିଛି। ଲତାଙ୍କ ସଙ୍ଗୀତରେ ଦେଶକୁ...

ଭାରତ ନିର୍ମାଣ କରିବ ହଜାରେ ବରାକ୍‌-୮ କ୍ଷେପଣାସ୍ତ୍ର କିଟ୍‌ : ବାୟୁସେନାର ଶକ୍ତି ହେବ ବୃଦ୍ଧି

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମେକ୍‌ ଇନ୍‌ ଇଣ୍ଡିଆ ଯୋଜନା ଅନ୍ତର୍ଗତ ଭାରତ ହଜାରେ ବରାକ୍‌-୮ କ୍ଷେପଣାସ୍ତ୍ର ନିର୍ମାଣ କରିବ। ଏନେଇ ଭାରତର ହାଇଦ୍ରାବାଦ୍‌ସ୍ଥିତ...

ମହାରାଷ୍ଟ୍ରରେ ରାସାୟନିକ କାରଖାନାରେ ବିସ୍ଫୋରଣ

ମୁମ୍ବାଇ,୩୧।୮: ମହାରାଷ୍ଟ୍ରର ଧୁଲେ ଜିଲାରେ ଥିବା ଏକ ରାସାୟନିକ କାରଖାନାରେ ଶନିବାର ବିସ୍ଫୋରଣ ଘଟିଛି। ସ୍ଥାନୀୟ ଶିରପୁରଠାରେ ଥିବା ଏହି କାରଖାନାରେ ପୂର୍ବାହ୍ନ ୯ଟା ୧୫ରେ...

ଆଲିଗଡ଼ ଶିଶୁ ହତ୍ୟା ମାମଲା: ପ୍ରତିକ୍ରିୟା ପ୍ରକାଶ କଲେ ଟ୍ବିଙ୍କିଲ-ଅକ୍ଷୟ

ମୁମ୍ବାଇ,୮।୬: ଉତ୍ତର ପ୍ରଦେଶ ଆଲିଗଡରେ ହୋଇଥିବା ଶିଶୁ ହତ୍ୟା ମାମଲାକୁ ବିରୋଧ କରି ପ୍ରଥମେ ଅନୁପମ ଖେର, ସୋନମ କପୁର, ସନ୍ନି ଲିଓନ ଆଦି ଟୁଇଟ୍‌...

ଅନୁପ୍ରବେଶ କରୁଥିବା ବାଟ୍‌ କମାଣ୍ଡୋଙ୍କ ଉପରେ ଗ୍ରେନେଡ୍‌ ମାଡ଼ କଲେ ଭାରତୀୟ ସେନା: ଭିଡ଼ିଓ ଜାରି

ଶ୍ରୀନଗର,୧୮।୯: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନୀ ବର୍ଡର ଆକ୍ସନ୍‌ ଟିମ୍‌(ବାଟ୍‌) କମାଣ୍ଡୋଙ୍କର ଭାରତରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ନିୟନ୍ତ୍ରଣ ରେଖାଠାରୁ ୨ କିମି ଦୂରରେ...

ମାଲିକ ଜୀବନ ବଞ୍ଚାଇବା ପାଇଁ ବାଘ ସହିତ ଲଢ଼ିଲେ ୨ ପୋଷା କୁକୁର

ଭୋପାଳ,୪।୬: ପୋଷା କୁକୁର ମାଲିକ ଜୀବନ ବଞ୍ଚାଇବା ନୂଆ ନୁହେଁ। ଏବେ ମଧ୍ୟପ୍ରଦେଶ ସିବାନି ଜିଲାରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ଜାତୀୟ ଅଭୟାରଣ୍ୟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *