Posted inଜାତୀୟ

ଟ୍ରକ ମାଲିକଙ୍କଠାରୁ ଆଦାୟ ହେଲା ୧ ଲକ୍ଷ ୪୦ ହଜାର ଟଙ୍କାର ଜରିମାନା

ନୂଆଦିଲ୍ଲୀ,୧୧।୯:ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଦେଶବ୍ୟାପୀ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯାଉଛି। ଦେଶର ବିଭିନ୍ନ ସ୍ଥାନରେ ଚେକିଂ କରାଯାଇ ବେଆଇନ ଗାଡ଼ି ଚାଳକମାନଙ୍କୁ ମୋଟା ଅଙ୍କର ଜରିମାନା ଲଗାଯାଉଛି। ଦିଲ୍ଲୀର ରୋହିଣୀ କୋର୍ଟ ନିକଟରେ ମଙ୍ଗଳବାର ଏକ ଟ୍ରକଠାରୁ ୧ ଲକ୍ଷ ୪୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଏପର୍ଯ୍ୟନ୍ତ ସାରା ଦେଶରେ ଆଦାୟ କରାଯାଇଥିବା ଜରିମାନା ରାଶି ମଧ୍ୟ ଏହା ସର୍ବାଧିକ ବୋଲି କୁହାଯାଉଛି। ସେହିପରି ରାଜସ୍ଥାନରେ ବିକାନେରରେ ମଧ୍ୟ ଓଭରଲୋଡିଂ ଯୋଗୁ ଏକ ଟ୍ରକ୍‌ଠାରୁ ୭୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିଲା।


All Right Reserved By Dharitri.Com

ଯୋଗ ଦିବସରେ ମନ୍ତ୍ରୀଙ୍କୁ ଜୋତା ପିନ୍ଧାଇଲେ ସରକାରୀ କର୍ମଚାରୀ

ଶାହଜହାଁପୁର,୨୧।୬: ଉତ୍ତରପ୍ରଦେଶର ଶାହଜହାଁପୁରରେ ଯୋଗ ଦିବସ ଅବସରରେ କ୍ୟାବିନେଟ ମନ୍ତ୍ରୀ ଲକ୍ଷ୍ମୀ ନାରାୟଣ ଚୌଧୁରୀଙ୍କ ଏକ ଫଟୋ ଭାଇରାଲ ହୋଇଛି। ଜଣେ ସରକାରୀ କର୍ମଚାରୀ ତାଙ୍କୁ...

ସ୍ବାଧୀନତା ଦିବସ ଶୁଭେଚ୍ଛା ବାର୍ତ୍ତାରେ ଉନ୍ନାଓ ବଳାତ୍କାରୀଙ୍କ ଫଟୋ

ଲକ୍ଷ୍ନୌ,୧୬।୮: ଉନ୍ନାଓ ବଳାତ୍କାର ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଭାଜପାର ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନଗାରଙ୍କ ଫଟୋକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି।...

ଆଲିଗଡ ବଳାତ୍କାର ଘଟଣାକୁ ‘ଭୟାନକ’ କହିଲେ ରାହୁଲ

ଲକ୍ଷ୍ନୌ, ୭।୬: ଉତ୍ତର ପ୍ରଦେଶର ଆଲିଗଡରେ ଅଢେଇ ବର୍ଷର ଶିଶୁକନ୍ୟାଙ୍କୁ ଜଘନ୍ୟ ଭାବେ ହତ୍ୟା କରାଯିବା ଘଟଣାକୁ ‘ଭୟାନକ’ କହିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ।...

ଯୁବକଙ୍କ ପେଟରୁ ନେଲ୍‌କଟର, ଚିଲମ ସମେତ ୫୦ ପ୍ରକାରର ଜିନିଷ ବାହାର କଲେ ଡାକ୍ତର

ଉଦୟପୁର,୧୭।୬: ରାଜସ୍ଥାନରୁ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିିଛି। ଶନିବାର ଉଦୟପୁର ହସ୍ପିଟାଲରେ ଡାକ୍ତର ଜଣେ ୨୪ ବର୍ଷୀୟ ଯୁବକ ଗଜେନ୍ଦ୍ରଙ୍କ ଅପରେଶନ୍‌ କରିଥିଲେ। ଅପରେଶନ୍‌...

ସେନଗାର ମୋତେ ମାରିଦେବାକୁ ଚାହୁଁଥିଲେ:ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ, ୬।୯:ଉନ୍ନାଓ ବଳାତ୍କାର ପୀଡ଼ିତା ସଡ଼କ ଦୁର୍ଘଟଣା ପାଇଁ ବିଧାୟକ କୁଲଦୀପ ସିଂହ ସେନଗାରଙ୍କୁ ଦାୟୀ କରିଛନ୍ତି। ଦିଲ୍ଲୀର ଏମ୍ସରେ ଚିକିତ୍ସିତ ହେଉଥିବା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ...

ଦିନ ଦ୍ୱିପ୍ରହରରେ ଭାଜପା ନେତାଙ୍କୁ ହତ୍ୟା

ହାପୁଡ,୯।୯: ଉତ୍ତର ପ୍ରଦେଶର କାନୁନ ବ୍ୟବସ୍ଥାକୁ ନେଇ ପୁଣି ଥରେ ଉଠିଛି ପ୍ରଶ୍ନବାଚୀ। କାରଣ ଏଠାରେ ଦିନ ଦ୍ୱିପ୍ରହରରେ ଜଣେ ଭାଜପା ନେତାଙ୍କୁ ଗୁଳି କରି...

ନାସା ଯିବେ ୩ ଭାରତୀୟ ଛାତ୍ରୀଛାତ୍ର

ଚେନ୍ନାଇ ୩ ଜଣ ଭାରତୀୟ ଛାତ୍ରୀଛାତ୍ର ଆମେରିକାର ମହାକାଶ ଗବେଷଣା କେନ୍ଦ୍ର (ନାସା) ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେମାନେ ହେଲେ ତାମିଲନାଡୁର ମଦୁରାଇସ୍ଥିତ ମହାତ୍ମା...

ଅବେଳରେ କଂଗ୍ରେସକୁ ସୋନିଆ ସାହା

ନୂଆଦିଲ୍ଲୀ,୧୨ା୮: ଚଳିତବର୍ଷ ଶେଷ ଭାଗରେ କେତେକ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ବିଧାନସଭା ନିର୍ବାଚନ ଥିବାବେଳେ ଏହା ପୂର୍ବରୁ ସୋନିଆ ଗାନ୍ଧୀ କଂଗ୍ରେସର ନେତୃତ୍ୱ ନିଜ ହାତକୁ ନେଇଛନ୍ତି। ଖରାପ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *