Posted inଜାତୀୟ

ପେନ୍‌ ଡ୍ରାଇଭ୍‌ରୁ ପର୍ଦ୍ଦାଫାଶ ହେବ ସ୍ବାମୀ ଚିନ୍ମୟାନନ୍ଦଙ୍କ କଳା କାରନାମା

ନୂଆଦିଲ୍ଲୀ, ୧୧।୯:ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ଗୃହ ରାଜ୍ୟମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ମୁଣ୍ଡବିନ୍ଧା ଆହୁରି ବଢିଛି। ତାଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ଘଟଣାର ତଦନ୍ତ କରୁଥିବା ଏସଆଇଟି ଟିମ୍‌ ହାତରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ଲାଗିଛି। ଆଇଜି ନବୀନ ଅରୋରାଙ୍କ ଅଧ୍ୟକ୍ଷତାରେ ଗଠିତ ଏସଆଇଟି ଟିମ୍‌ ଗତ ତିନିଦିନ ହେବ ଚିନ୍ମୟାନନ୍ଦ ଲ’ କଲେଜର ପୀଡିତା ଛାତ୍ରୀଙ୍କ ହଷ୍ଟେଲରେ ପହଞ୍ଚି ଖୋଳତାଡ ଆରମ୍ଭ କରିଥିଲା। ସମ୍ପୃକ୍ତ ଛାତ୍ରୀଙ୍କ ସାଙ୍ଗମାନେ ଏକ ପେନ୍‌ ଡ୍ରାଇଭ୍‌ ଏସଆଇଟି ଟିମ୍‌କୁ ହସ୍ତାନ୍ତର କରିଛନ୍ତି। ଏହି ପେନ୍‌ ଡ୍ରାଇଭ୍‌ରେ ସ୍ବାମୀ ଚିନ୍ମୟାନନ୍ଦଙ୍କ କଳା କାରନାମାର ସମସ୍ତ ଭିଡିଓ ରହିଛି ବୋଲି ସୂଚନା ମିଳିଛି।


All Right Reserved By Dharitri.Com

ବଦଳିଲେ ୬ଟି ରାଜ୍ୟର ରାଜ୍ୟପାଳ: ଉତ୍ତରପ୍ରଦେଶର ରାମ ନାଇକଙ୍କ ବଦଳରେ ଆନନ୍ଦୀବେନ ପଟେଲ

ନୂଆଦିଲ୍ଲୀ,୨୦।୭: କେନ୍ଦ୍ର ସରକାରଙ୍କ ସହମତିରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୬ଟି ରାଜ୍ୟର ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ଏଥିରେ ସବୁଠାରୁ ଆଗରେ ରହିଛନ୍ତି ମଧ୍ୟପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ...

ଦୀପାବଳି : ପୁରାଣରୁ ବର୍ତ୍ତମାନ…

ଦୀପାବଳି ବିଭିନ୍ନ ପୌରାଣିକ ମତବାଦ ଓ ଧର୍ମୀୟ ବିଶ୍ୱାସ ସହିତ ଜଡ଼ିତ। ପ୍ରକୃତରେ ଏହା ଏକ କୃଷିଭିତ୍ତିକ ପର୍ବ। ଫସଲ ଅମଳ ସମୟରେ ପୋକ ନିୟନ୍ତ୍ରଣ...

ଫୋର୍ବସର ଅଧିକ ଆୟ କରୁଥିବା ନାୟିକାଙ୍କ ତାଲିକାରୁ ବାଦ୍‌ ପଡିଲେ ଦୀପିକା, ପ୍ରିୟଙ୍କା

ନୂଆଦିଲ୍ଲୀ,୨୫।୮: ଫୋର୍ବସ ନିକଟରେ ପ୍ରକାଶ କରିଛି ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସଙ୍କ ତାଲିକା। ହେଲେ ଏଥିରେ ୨୦୧୭ରେ ଭାରତର ହାଇଏଷ୍ଟ ପେଡ୍‌ ଆକ୍ଟ୍ରେସ ଭାବେ ଦୀପିକା ପାଦୁକୋନଙ୍କ...

ଏନ୍‌ଆର୍‌ସି ସମୟସୀମା ଅଗଷ୍ଟ ୩୧ ଯାଏ ବଢ଼ିଲା

ନୂଆଦିଲ୍ଲୀ,୨୪ା୭(ପି.ଟି.): ଆସାମରେ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)ର ଚୂଡ଼ାନ୍ତ ସମୟ ସୀମା ସୁପ୍ରିମକୋର୍ଟ ମଙ୍ଗଳବାର ଜୁଲାଇ ୩୧ରୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏଥିସହ ୨୦%...

ସରକାର ଗଢିବାକୁ ଭାଜପାକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ : ଶିବସେନାକୁ ମିଳିପାରେ ଏନ୍‌ସିପିର ସହଯୋଗ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ କିଏ ହେବ ମୁଖ୍ୟମନ୍ତ୍ରୀ। ଏହାକୁ ନେଇ ଏବେବି ସ୍ପଷ୍ଟ ତଥ୍ୟ ମିଳି ପାରୁ ନାହିଁ। ଶିବସେନା କଥାରେ ରାଜି ନ ହୋଇ ନିଜ...

ଆନ୍ଧ୍ର ପ୍ରଦେଶର ଘରୋଇ କମ୍ପାନୀରେ ୭୫ ପ୍ରତିଶତ ଚାକିରି ସଂରକ୍ଷିତ ରହିବ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ

ବିଜୟଓ୍ବାଡା,୨୩।୭: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଭଲ ଯୋଜନା କରିଛନ୍ତି। ଏବେ ଆନ୍ଧ୍ର ପ୍ରଦେଶରେ ଥିବା ଘରୋଇ କମ୍ପାନୀରେ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ...

ପଶ୍ଚିମବଙ୍ଗରେ ବନ୍ଦ ସମୟରେ ହିଂସା: ବସ୍‌ରେ ପଥରମାଡ଼

କୋଲକାତା,୮।୧: କେନ୍ଦ୍ରରେ ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଉକ୍ତ...

ବିଳମ୍ବିତ ପ୍ରାକ୍‌ ମୌସୁମୀ: ୬୫ ବର୍ଷରେ ଦ୍ୱିତୀୟ ଥର ପାଇଁ ଭାରତରେ ଏଭଳି ସ୍ଥିତି

ନୂଆଦିଲ୍ଲୀ,୨।୬: ଭାରତ ଭଳି କୃଷି ପ୍ରଧାନ ଦେଶ ପ୍ରାକ୍‌ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଏ। ପ୍ରାକ୍‌ ମୌସୁମୀ ବିଳମ୍ବିତ ହେଲେ ଚାଷ କାମ ଉପରେ...

Leave a comment

Your email address will not be published. Required fields are marked *