Posted inଖେଳ

ପୁଣି ବର ବେଶରେ ସଜେଇ ହେଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଓ୍ବେଷ୍ଟଇଣ୍ଡିଜ୍‌ ସିରିଜକୁ କ୍ଲିନ୍‌ସୁଇପ୍‌ କରିବା ପରେ ବିରାଟ ବାହିନୀ ଏବେ ଦକ୍ଷିଣ ଆଫ୍ରିକା ସିରିଜ୍‌ ପାଇଁ ପ୍ରସ୍ତୁତି ଚଳାଇଛି। ଏହା ପୂର୍ବରୁ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସମୟ ବିତାଉଛନ୍ତି ବିରାଟ। ସମୟ ମିଳିଲେ ସେ ବିଜ୍ଞାପନ ଶୁଟିଂ ମଧ୍ୟ କରୁଛନ୍ତି। ନିକଟରେ ଏକ ବିବାହ ଡ୍ରେସ୍‌ର ବିଜ୍ଞାପନ ଶୁଟିଂବେଳେ ବିରାଟଙ୍କୁ ବର ବେଶରେ ସଜେଇ ହୋଇଥିବାର ଦେଖିବାକୁ ମିଳିଥିଲା। ବିଭିନ୍ନ ରଙ୍ଗର ଶେରଓ୍ବାନୀ ପିନ୍ଧି ପୋଜ୍‌ ଦେଇଥିଲେ ବିରାଟ। ଏହାର ଫଟୋ ସେ ନିଜ ସୋସିଆଲ୍‌ ଆକାଉଣ୍ଟରେ ଶେୟାର କରିଛନ୍ତି।


All Right Reserved By Dharitri.Com

Posted inଖେଳ View All

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ବିଜୟ ସହ ମେକ୍ସିକୋ ୭ମ

ଭୁବନେଶ୍ୱର, ୧୩।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଶେଷ କରିଛି ମେକ୍ସିକୋ। ଯୁବ ମେକ୍ସିକୋ...

ଡୋପ୍‌ ଟେଷ୍ଟରେ ବିଫଳ ହେଲେ ଗୋମତୀ

ନୂଆଦିଲ୍ଲୀ, ୨୨ା୫ (ପି.ଟି.)-ଗତମାସରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ ୮୦୦ମିଟର ରେସ୍‌ରେ ସ୍ବର୍ଣ୍ଣ ଜିତିଥିବା ଗୋମତୀ ମାରିମୁଥୁ ଡୋପ୍‌ ଟେଷ୍ଟରେ ବିଫଳ ହୋଇଛନ୍ତି। ତାଙ୍କୁୁ ମଙ୍ଗଳବାର ତୁରନ୍ତ...

ଅନ୍ତିମ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ନାଗପୁର, ୧୦।୧୧(ପି.ଟି.)- ଚଳିତ ସେସନରେ ଭାରତ ଘରୋଇ ପରିବେଶରେ ତା’ର ପ୍ରଥମ ଟି୨୦ ସିରିଜ ବିଜୟ ହାସଲ କରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ବିଦର୍ଭ କ୍ରିକେଟ...

ଦିନେ ପଡିଆରେ କ୍ୟାମେରା ଅପରେଟର ଭାବେ କାର୍ଯ୍ୟ କରୁଥିଲେ, ଏବେ ଅଷ୍ଟ୍ରେଲିଆ ପକ୍ଷରୁ ଖେଳିବେ ଆସେସ୍‌ ସିରିଜ୍‌

ସିଡନୀ, ୩୦।୯: କୁହାଯାଏ, ସମୟ କେତେବେଳେ କାହାକୁ କୋଉଠି ନେଇ ପହଞ୍ଚାଏ ତାହା କହିବା ମୁସ୍କିଲ। ସେମିତି ଏକ ଘଟଣା ଘଟିଛି ଅଷ୍ଟ୍ରେଲିଆରେ। ୯ ବର୍ଷ...

ବିଶ୍ୱକପ୍‌ରେ ରୋହିତଙ୍କ ଦ୍ୱିତୀୟ ଶତକ

ମାଞ୍ଚେଷ୍ଟର,୧୬ା୬(ପିଟି): ଭାରତୀୟ ଓପନର ରୋହିତ ଶର୍ମା ଏଠାରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଶତକ ଲଗାଇଛନ୍ତି। ସେ ୮୯ ବଲରୁ ୧୦୪ ରନ୍‌ କରି...

ଫକନର ସମଲିଙ୍ଗୀ ନୁହଁନ୍ତି

ମେଲବୋର୍ନ, ୧ା୫ (ପି.ଟି.)-ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଜେମ୍ସ ଫକନର ସମଲିଙ୍ଗୀ ନୁହଁନ୍ତି। ମଙ୍ଗଳବାର ଏ ବିଷୟରେ ସେ ସଫେଇ ଦେଇଛନ୍ତି।  ସୋମବାର ଫକ୍‌ନର ତାଙ୍କ ୨୯ତମ ଜନ୍ମ...

ଡନ ଗ୍ରାଣ୍ଡସ୍ଲାମ ଟେନିସ: ପ୍ରଥମ ରାଉଣ୍ଡରୁ ଓସାକା, ଜେଭରେଭଙ୍କ ବିଦାୟ

ଲଣ୍ଡନ, ୨।୭-ବର୍ଷର ତୃତୀୟ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଓ୍ବିମ୍ବେଲଡନ ଓପନ ସୋମବାରଠାରୁ ଆରମ୍ଭ ହୋଇଛି। ଏହାର ମହିଳା ସିଙ୍ଗଲ୍ସ ପ୍ରଥମ ରାଉଣ୍ଡରୁ ହାରି ବିଦାୟ ନେଇଛନ୍ତି...

ନିଜ ବାପା ନୁହେଁ, ଏହି ଖେଳାଳିଙ୍କ ବ୍ୟାଟିଂ ଦେଖିବାକୁ ପସନ୍ଦ କରନ୍ତି ସଚିନ ତେନ୍ଦୁଲକରଙ୍କ ଝିଅ

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ନାଁରେ ଅନେକ ରେକର୍ଡ ରହିଛି। ଯାହାକୁ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ଆଜିକାଲିର ଯୁବ କ୍ରିକେଟରଙ୍କ ପାଇଁ...

Leave a comment

Your email address will not be published. Required fields are marked *