ଭୁବନେଶ୍ୱରରୁ ୮୨୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୫: ରାଜଧାନୀ ଭୁବନେଶ୍ୱରରୁ ସୋମବାର ୮୨୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନ୍‌ରୁ ୧୫୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୭୩ ଜଣ ଆକ୍ରାନ୍ତ ହୋଇଛନ୍ତି। ୭୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ହେଲେ ଚିନ୍ତା ବଢାଇଛି ସ୍ଥାନୀୟ ସଂକ୍ରମଣ। ନୟାପଲ୍ଲୀ ଅଞ୍ଚଳରୁ ୫୯ ଜଣ ଲୋକାଲ କେସ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଜାମୁଝରୀ, ଶିଖରଚଣ୍ଡୀ, ଜଟଣୀ, ପାଣ୍ଡରା, ଝରଣା, ହରିଦାଶପୁର, ଆଇଗିଣିଆ, ଘାଟିକିଆ, ଡେଲ୍‌ଟା, କଟକ ରୋଡ ଅଞ୍ଚଳରୁ ମଧ୍ୟ ଲୋକାଲ କେସ ସଂଖ୍ୟା ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ଡେପୁଟେଶନରେ ଗଲେ ସନ୍ତୋଷ ଷଡ଼ଙ୍ଗୀ

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ୧୯୯୪ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗ ପ୍ରମୁଖ ସଚିବ ସନ୍ତୋଷ କୁମାର...

ଝରାଫୁଲ ମୃତ୍ୟୁ ରହସ୍ୟ ହଟିପାରୁନି

ଭୁବନେଶ୍ୱର (ବ୍ୟୁରୋ)/: ରସୁଲପୁର,୧ା ୨(ଡି.ଏନ.ଏ.): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୟୂରଭଞ୍ଜର ଝରାଫୁଲ ନାୟକଙ୍କ ମୃତ୍ୟୁକୁ ୫ ଦିନ ବିତିଛି। ଇତିମଧ୍ୟରେ ତାଙ୍କ ପ୍ରେମିକ ରାକେଶ...

ଖୁବ୍‌ଶୀଘ୍ର ସ୍ମାର୍ଟ ପ୍ରିପେଡ୍‌ ମିଟର

ଭୁବନେଶ୍ୱର,୬।୧୦(ବ୍ୟୁରୋ): ୨୦୨୫ ମାର୍ଚ୍ଚ ସୁଦ୍ଧା ସମଗ୍ର ଦେଶରେ ବିଦ୍ୟୁତ୍‌ ଦେୟକୁ ନିୟନ୍ତ୍ରିତ କରିବା ପାଇଁ ସ୍ମାର୍ଟ ପ୍ରିପେଡ୍‌ ମିଟର ପ୍ରଚଳନ ହେବ। ରାଜ୍ୟରେ ଏହି ବ୍ୟବସ୍ଥା...

ବିଭାଗୀୟ ତଦନ୍ତ ଆରମ୍ଭ

ବଇଣ୍ଡା,୧୪।୩(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ପିତାବଳୀବାହାଳ ଛକ(କନ୍ତପଡ଼ା)ଠାରୁ ବିପ୍ରଡିହ ପର୍ଯ୍ୟନ୍ତ ଦୀର୍ଘ ୧୨ କିମି ମାଟି ରାସ୍ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା...

୨୦ ଜଣଙ୍କ ପାଇଁ ନେଇଥିଲେ ଅନୁମତି, ଡକାଇଥିଲେ ୨ ହଜାର ଲୋକ

ଦାରିଙ୍ଗବାଡ଼ି,୨୭।୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବଡ଼ିପଦର ଗାହାଡାଡି ସାହିରେ ଏକ ବିବାହ ଭୋଜିକୁ ପ୍ରଶାସନ ପକ୍ଷରୁ ଗୁରୁବାର ବନ୍ଦ କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ...

ଆଜି ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳ ପରିଦର୍ଶନରେ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକ୍କୁଟ ପ୍ରଜନନ ଓ ଗବେଷଣା କେନ୍ଦ୍ର ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହେବାପରଠାରୁ...

ଦିବ୍ୟାଙ୍ଗ ବୁରୁଧ୍‌କୁଁ ଉଧାର କଲେ ସ୍ବେଚ୍ଛାସେବୀ

ବିଜେପୁର, ୨୭।୭ (ଡି.ଏନ.ଏ): ବରଗଡ଼ ଜିଲା ବିଜେପୁର ବ୍ଲକ ଅଧୀନ ଖରମୁଣ୍ଡା ଗଁା ପାସର ମାମା ଛକ୍‌ରେ ଦିବ୍ୟାଙ୍ଗ ବୁରୁଧ୍‌ ବିରଞ୍ଚତ୍ ତାଣ୍ଡି ଅସାହା ହେଇ...

ଆନ୍ତଃ ଜିଲା ସିଂଗଝର ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ :ପ୍ରଥମ ଦିବସରେ କାପସି, ମାନିଗାଁ ବିଜୟୀ

ସିନାପାଲି,୨୧।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ସିଂଗଝର ଫୁଟବଲ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ୍‌ କାପସି ବନାମ ଚଟିଆଗୁଡା ଓ ମାନିଗାଁ...

Advertisement


Archives

Model This Week