ବସ୍ତାନି ବୋଝ ଯାଞ୍ଚ: ରାଜଧାନୀର ୨ ସ୍କୁଲରେ ପହଞ୍ଚିଲେ ସ୍ବତନ୍ତ୍ର ସ୍କ୍ବାଡ୍‌

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ବୋଝ ନେଇ ଆରମ୍ଭ ହୋଇଛି ତତ୍ପରତା। ଏ ନେଇ ବୁଧବାର ରାଜଧାନୀରେ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ପହଞ୍ଚି ସ୍କୁଲ ପିଲାଙ୍କ ବ୍ୟାଗ ଓଜନ ପରଖୁଥିବା ଜଣାପଡ଼ିଛି। ବ୍ୟାଗ ଓଜନ କମ୍‌ କରିବା ଦିଗରେ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ୨ଟି ଘରୋଇ ବିଦ୍ୟାଳୟରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚି ପିଲାଙ୍କ ସ୍କୁଲ ବ୍ୟାଗ ଓଜନ ପରଖୁଥିବା ସୂଚନା ମିଳିଛି। ପିଲାଙ୍କ ବ୍ୟାଗ ଯାଞ୍ଚ ପାଇଁ ମଙ୍ଗଳବାର ଖୋର୍ଦ୍ଧା ଜିଲାପାଳ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରିଥିଲେ। ସ୍କୁଲରେ ବସ୍ତାନି ବୋଝ ନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ନୂଆ ନିୟମ ଲାଗୁ କରିବା ମାସେ ବିତିଲାଣି। ଏହା ପରେ କେଉଁ ସ୍କୁଲରେ ଏହି ନିୟମ କାର୍ଯ୍ୟକାରୀ ହୋଇଛି କେଉଁଠି ହୋଇ ନାହିଁ ସେ ନେଇ ତଦାରଖ କରାଯାଉଛି।


All Right Reserved By Dharitri.Com

ଜେଟଲୀଙ୍କ ପାଇଁ ସର୍ବଦଳୀୟ ଶୋକସଭା, ସ୍ମୃତିଚାରଣ କଲେ ନେତା

ଭୁବନେଶ୍ୱର,୫।୯(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟଲୀଙ୍କ ସ୍ମୃତିରେ ଗୁରୁବାର ଭୁବନେଶ୍ୱରରେ ଏକ ସର୍ବଦଳୀୟ ଶୋକସଭା ଅନୁଷ୍ଠିତ ହେଉଛି। ଏଥିରେ ରାଜ୍ୟପାଳ...

ସିଏଏ ଏକ ଐତିହାସିକ ପଦକ୍ଷେପ, କଂଗ୍ରେସ ଲୋକମାନଙ୍କ ମଧ୍ୟରେ ଅରାଜକତାର ବାତାବରଣ ସୃଷ୍ଟି କରିବାକୁ ଚେଷ୍ଟା କରୁଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଗତ ଶୀତ ଅଧିବେଶନରେ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ କେନ୍ଦ୍ର ସରକାର ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି। ୧୯୪୭ରେ ଦେଶ ବିଭାଜନ...

ରାଷ୍ଟ୍ରପତିଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୬(ବ୍ୟୁରୋ):କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଧର୍ମେନ୍ଦ୍ରଙ୍କ ସହ...

ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ: ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସମ୍ମାନଜନକ ଜୀବନ ବଞ୍ଚିବା ପ୍ରତ୍ୟେକ ଶିଶୁର ମୌଳିକ ଓ ଜନ୍ମଗତ ଅଧିକାର। ଶିଶୁଙ୍କ ସାମଗ୍ରିକ ବିକାଶ ପାଇଁ କେବଳ ସରକାର ନୁହନ୍ତି, ସାମାଜିକ ଅନୁଷ୍ଠାନ...

ଅଦରକାରୀ, ପୁରୁଣା ସାମଗ୍ରୀରେ ବାଇକ୍‌ ତିଆରି କଲେ ନବମ ଶ୍ରେଣୀ ଛାତ୍ର

ଆନନ୍ଦପୁର : ଜଣେ ନବମ ଶ୍ରେଣୀ ଛାତ୍ର ନିଜସ୍ବ ଜ୍ଞାନକୌଶଳ ବଳରେ ତିଆରି କରିଛନ୍ତି ଏକ ବାଇକ୍‌। ଏହି ବାଇକ୍‌କୁ ନେଇ ସମଗ୍ର କେନ୍ଦୁଝର ଜିଲା...

ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ ପାଇଁ ବିଏମ୍‌ସିର ତତ୍ପରତା: ଶିଶୁ ଦିବସରୁ ଗଡ଼ିବ ସ୍ବଚ୍ଛତା ରଥ

ଭୁବନେଶ୍ୱର, ୧୦।୧୧: ଆଗକୁ ରହିଛି ସ୍ବଚ୍ଛ ସର୍ବେକ୍ଷଣ-୨୦୨୦। ସ୍ବାର୍ଟସିଟି ଭୁବନେଶ୍ୱର କିପରି ଚଳିତଥର ଭଲ ପ୍ରଦର୍ଶନ କରିବ ସେନେଇ ପ୍ରସ୍ତୁତି ଜୋର୍‌ଦାର ହୋଇଛି। କିଛିଦିନ ହେବ...

ନାବାଳିକାଙ୍କୁ ଅପହରଣ ଉଦ୍ୟମ, ଯୁବକ ଗିରଫ

ଭୁବନେଶ୍ୱର,୭ା୧୦:(ବ୍ୟୁରୋ): ନୟାପଲ୍ଲୀ ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଉଦ୍ୟମ କରାଯାଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ଶ୍ରୀରାମନଗରରେ ରହୁଥିବା କନ୍ଧମାଳ ଜିଲାର ସିଦ୍ଧାର୍ଥ କୁମାର ପ୍ରଧାନ(୨୫)ଙ୍କୁ...

ଆଧୁନିକତା ଭିତରେ ହଜି ଯାଉଛେ ପୁଷ୍‌ପୁନି

  ଭବାନୀପାଟଣା, ୧୧।୧ (ଡି.ଏନ.ଏ)- ନୂଅଁାଖାଇ ଲେଖେଁ ପୁଷ୍‌ପୁନି ବି ପଶ୍ଚିମ ଓଡ଼ିଶାର ଗୁଟେ ସିଘା ଆର କୃଷି ଭିତିକ୍‌ ପରବ୍‌। ଫିବଛର ପୁଷ୍‌ ମାସର...

Leave a comment

Your email address will not be published. Required fields are marked *