ଚାଷୀଙ୍କୁ ପାତରଅନ୍ତର ନେଇ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ

କୁଚିଣ୍ଡା,୧୧।୯(ଡି.ଏନ୍‌.ଏ.): ସମ୍ବଲପୁର ଜିଲ କୁଚିଣ୍ଡା ଉପଖଣ୍ଡସ୍ଥରୀୟ ମିଳିତ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦଡାକରା ଦିଆଯାଇଛି। ୨୦୧୮/୧୯ ବର୍ଷର ବାକିଥିବା ବୀମାରାଶି ଓ ଇନ୍‌ପୁଟ ସବ୍‌ସିଡିକୁ ନେଇ ସରକାରଙ୍କ ବୈମାତୃକ ମନୋଭାବ ତଥା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ପାତରଅନ୍ତର କରି ଏପର୍ଯ୍ୟନ୍ତ ପ୍ରଦାନ ନ କରିଥିବା ବିରୋଧରେ ଏହି ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବରେ ଯାନବାହନ ଚଳାଚଳ ବନ୍ଦ ରହିବା ସହ ସରକାରୀ, ବେସରକାରୀ ଶିକ୍ଷାନୁଷ୍ଠାନ, କାର୍ଯ୍ୟାଳୟ ଦୋକାନବଜାର ବନ୍ଦ ରହିଛି। କୁଚିଣ୍ଡା ଉପଖଣ୍ଡରେ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି। ଏହି ଅବସରରେ ପୂର୍ବତନ ବିଧାୟକ ରବି ନାଏକ, ଚାଷୀ ସଙ୍ଗଠନ ସଭାପତି ଜୟନ୍ତ ପ୍ରଧାନ, ମହେନ୍ଦ୍ର ବାଘ, ମଳୟ ପରିଡାଙ୍କ ସମେତ ବହୁଚାଷୀ ନେତା ସାମିଲ ହୋଇଥିଲେ।


All Right Reserved By Dharitri.Com

ଆଦିବାସୀଙ୍କ ସମସ୍ୟା ନେଇ ଦାବିପତ୍ର

ଉଦଳା,୧୫ା୧୦(ଡି.ଏନ୍‌.ଏ.)- ଆଦିବାସୀ ଅଧ୍ୟୁଷିତ କପ୍ତିପଦା ଉପଖଣ୍ଡରେ ଥିବା ଆଦିବାସୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ନେଇ ଦାବିପତ୍ର ପ୍ରଦାନ କରାଯାଇଛି। ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା କପ୍ତିପଦା ଉପଖଣ୍ଡ...

ମନ ଦୃଢ଼ ଥିଲେ ବୟସ ହାର ମାନେ: ଦୋକାନ ଦେଇଛି ଉଭୟଙ୍କୁ ସ୍ବତନ୍ତ୍ର ପରିଚୟ

କେନ୍ଦୁଝର, ୨୪ା୭ (ସ୍ବ.ପ୍ର.) (ନରେଶ ଚନ୍ଦ୍ର ପଟ୍ଟନାୟକ): ମନ ଦୃଢ ଥିଲେ ବୟସ ମଧ୍ୟ ହାର ମାନିଥାଏ। ପରିଣତ ବୟସରେ ଅନେକ ଘରେ ବିଶ୍ରାମ ନେଇ...

ହାତୀପଲଙ୍କ ଉପଦ୍ରବ, ଧାନଫସଲ ନଷ୍ଟ

ଦଶପଲ୍ଲା,୨୫।୧୧(ଡି.ଏନ୍‌.ଏ.): ଦଶପଲ୍ଲା ବନାଞ୍ଚଳର ଚଡ଼େୟାପଲ୍ଲୀ ଓ ପୋଖରୀଗୋଚ୍ଛା ସଂରକ୍ଷିତ ଜଙ୍ଗଲରେ ୧୩ଟି ହାତୀ ଡେରା ପକାଇଛନ୍ତି। ହାତୀପଲ ସନ୍ଧ୍ୟା ହେଲେ ନିକଟସ୍ଥ ଧାନକ୍ଷେତକୁ ଆସି ଫସଲ...

ନଈ ପାଖ ଗାଁରେ ପିଇବା ପାଣି ଚିନ୍ତା

ବାଲେଶ୍ୱର ଅଫିସ, ୫।୬-ଚଳିତବର୍ଷ ଗ୍ରୀଷ୍ମ ପ୍ରକୋପ ଦିନକୁ ଦିନକୁ ବଢ଼ି ବଢ଼ି ଚାଲିଥିବା ବେଳେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ବାଲେଶ୍ୱର ସହରଠାରୁ...

ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟର ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଆନନ୍ଦପୁର,୧୨।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟଠାରେ ନିୟୋଜିତ ଠିକାସଂସ୍ଥାର ସଫେଇ କର୍ମଚାରୀମାନେ ଗୁରୁବାର ପୂର୍ବାହ୍ନରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଠିକ୍‌ ସମୟରେ ଦରମା...

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା...

ଭସାଣି ପାଇଁ କମ୍ପୁଛି ବୀରମହାରାଜପୁର

ଅମରପାଲି, ୯।୧୦(ଡି.ଏନ.ଏ.): ସୁବର୍ଣ୍ଣପୁର ବ୍ଲକ ବୀରମହାରାଜପୁର ଅଞ୍ଚଳରେ ହେଉଥିବା ଦଶହରା ପୂଜା ଉଦ୍‌ଯାପିତ ହୋଇଛି। ସଦର ବୀରମହାରାଜପୁରରେ ତିନୋଟି ସ୍ଥାନରେ ପୂଜା ହୋଇଥିଲା। ସ୍ଥାନୀୟ ତ୍ରିବେଣୀ...

ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଉନ୍ମୋଚିତ

ବଲାଙ୍ଗୀର ଅଫିସ, ୧୮।୧୦: ବଲାଙ୍ଗୀର ସର୍କିଟ ହାଉସଠାରେ ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥି ଭାବେ...

Leave a comment

Your email address will not be published. Required fields are marked *