ନଦୀରୁ ଅଜଣା ମୃତଦେହ ଉଦ୍ଧାର

କଣ୍ଟାମାଳ, ୧୨।୯(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କମଘାଟ ଗାଁର ତେଲ ନଦୀ ଘାଟରୁ ଗୁରୁବାର ଏକ ଅଜଣା ମୃତଦେହ ଉଦ୍ଧାର କରାଯାଇଛି। ସକାଳେ ମୃତଦେହଟି ଏକ କପଡ଼ାରେ ଗୁଡାଇ ହୋଇ ଭାସୁଥିବାର ଦେଖି ଗଁାଲୋକେ କଣ୍ଟାମାଳ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ତେବେ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିପାରି ନ ଥିବା ବେଳେ ବନ୍ୟା ପାଣିରେ ଭାସି ଆସିଥିବା ନେଇ ଅନୁମାନ କରାଯାଉଛି।


All Right Reserved By

ବାରଦୁଆର ହେଉଛନ୍ତି ବାବୁଲା

ପରଜଙ୍ଗ, ୨୩।୮(ଡି.ଏନ.ଏ.)-ଦିବ୍ୟାଙ୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବାକୁ ଅନେକ ଯୋଜନା। ଏଥିପାଇଁ ସରକାରୀସ୍ତରରେ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ସ୍ବତନ୍ତ୍ର ଶିବିର, ସାମାଜିକ ସଶକ୍ତୀକରଣ କାର୍ଯ୍ୟକ୍ରମ...

ହାଓଡା ଢୁଲାଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣା: ୪ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ, ୧୭।୭ – କଲିକତା ହାଓଡା ଢୁଲାଗଡ ଟୋଲପ୍ଲାଜା ନିକଟରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୪ ଜଣ...

ମଦ୍ୟପ ଗାଡ଼ିି ଚାଳକଙ୍କୁ କଡ଼ା ଛାଟ

ଭୁବନେଶ୍ୱର, ୭ା୯(ବ୍ୟୁରୋ): ଏଣିକି ମଦ ପିଇ ଗାଡ଼ିି ଚଳାଇଲେ ଆଉ ନିସ୍ତାର ନାହିଁ। ମଦ୍ୟପ ଗାଡ଼ି ଚାଳକ ଧରାପଡ଼ିିଲେ ତୁରନ୍ତ ତାଙ୍କୁ ଗିରଫ କରାଯିବ। ଏ...

୬ ମାସରେ ଗଲାଣି ୨୩୧ ଜୀବନ

ଛତ୍ରପୁର,୨୦ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି ା ଜିଲାରେ ଗତ ୬ ମାସ ମଧ୍ୟରେ ହୋଇଥିବା ୪୧୧ ଦୁର୍ଘଟଣାରେ ୨୩୧...

୨ ଦୋକାନରୁ ଚୋରି

ବନ୍ତ,୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡା ଥାନା କଳାପାହାଡ ଛକରୁ ବୁଧବାର ବିଳମ୍ବିତ ରାତିରେ ୨ଟି ଦୋକାନରୁ ଚୋରି ହୋଇଥିବା ଜଣାପଡ଼ିଛି। ଉକ୍ତ ଗାଁର ନିଲୁ ରଞ୍ଜନ...

ବାଗେଡିଆ-ପୁରୁଣାଗଡ ରାସ୍ତାରେ ଗର୍ତ୍ତ

ଛେଣ୍ଡିପଦା,୧୩।୮(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ବାଗେଡିଆ ଗ୍ରାମଠାରୁ ପୁରୁଣାଗଡ ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତାର ପୁରୁଣାସାହି ନିକଟରେ ଏକ ବଡ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ...

କଣାସ : ୧୨ ଗାଁ ଜଳମଗ୍ନ

କଣାସ,୧୨।୯(ସ୍ବ.ପ୍ର./ ଡି.ଏନ୍‌.ଏ.): ଉପରମୁଣ୍ଡରେ ବନ୍ୟାଜଳ ନିଷ୍କାସନ ପରେ ତଳମୁଣ୍ଡର ଅଧିକାଂଶ ଗ୍ରାମ ଜଳମଗ୍ନ ହୋଇଯାଇଛି। ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର...

ମସ୍ତିଷ୍ମ ଜ୍ୱରରେ ଛାତ୍ରୀଙ୍କ ମୃତ୍ୟୁ ସନ୍ଦେହ

ଝରିଗାଁ,୨୩।୮(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କରମରୀ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀ ଶକୁନ୍ତଳା ମାଝି(୧୬) ଗୁରୁବାର ମସ୍ତିଷ୍କ ଜ୍ୱରରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *