ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟର ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଆନନ୍ଦପୁର,୧୨।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟଠାରେ ନିୟୋଜିତ ଠିକାସଂସ୍ଥାର ସଫେଇ କର୍ମଚାରୀମାନେ ଗୁରୁବାର ପୂର୍ବାହ୍ନରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଠିକ୍‌ ସମୟରେ ଦରମା କିମ୍ବା ଅଗ୍ରୀମ ଟଙ୍କା ନ ମିଳିବାରୁ କର୍ମଚାରୀମାନେ ଏହି ଆନ୍ଦୋଳନ କରିଛନ୍ତି। ଦୀର୍ଘ ଦେଢ଼ମାସ ତଳେ ନିର୍ମଳ ଯୋଜନାରେ ଏକ ଠିକାସଂସ୍ଥା ଅଧୀନରେ ସଫେଇ କାର୍ଯ୍ୟରେ କର୍ମଚାରୀମାନେ ନିୟୋଜିତ ହୋଇଥିଲେ। ସଂସ୍ଥାର କର୍ମଚାରୀଙ୍କ ପ୍ରତି ଖାମଖିଆଲି ମନୋଭାବ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ଠିକାସଂସ୍ଥା କର୍ତ୍ତୃପକ୍ଷ ଅନୁପସ୍ଥିତ ଥିବାରୁ ଯୋଗାଯୋଗ ହୋଇପାରିନି। ଅନ୍ୟପକ୍ଷରେ ମେଡିକାଲ ପରିସରରେ ସଫେଇ କାର୍ଯ୍ୟ ହୋଇ ନ ପାରି ଅପରିଷ୍କାର ପରିବେଶ ସୃଷ୍ଟି ହୋଇଛି। ଡାକ୍ତରଖାନାରେ ଏଭଳି ଅବସ୍ଥାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ନବରାତ୍ରୀରେ ଚମକିବ ୩ ରାଶିଙ୍କ ଭାଗ୍ୟ, ମା’ଦୁର୍ଗାଙ୍କ କୃପାରୁ ଧନଲାଭ ଯୋଗ; ଚାକିରିରେ ବଡ଼ ପଦୋନ୍ନତି

ଚଳିତ ବର୍ଷ ଶାରଦୀୟ ନବରାତ୍ରୀ ଅକ୍ଟୋବର ୧୧, ୨୦୨୬ରୁ ଆରମ୍ଭ ହେବ। ଏଥର ମା’ ଦୁର୍ଗା ହାତୀ ଉପରେ ସବାର ହୋଇ ଆସୁଛନ୍ତି। ଜ୍ୟୋତିଷୀୟ ବିଶ୍ୱାସ ଅନୁଯାୟୀ,…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?