Posted inରାଜ୍ୟ

ସୁସ୍ଥ ହେଲେ ୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮ା୨- ଓଡ଼ିଶାରେ ସୋମବାର ୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୨, ବାଲେଶ୍ୱର ଓ କଟକରୁ ୯, ବରଗଡ଼ରୁ ୮, ପୁରୀ ଓ ସମ୍ବଲପୁରରୁ ୭, ଯାଜପୁରରୁ ୬, ମୟୁରଭଞ୍ଜରୁ ୫, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା ଓ ରୟାଗଡ଼ାରୁ ୩, ଗଜପତି ଓ ଜଗତ୍‌ସିଂହପୁରରୁ ୨, ବଲଙ୍ଗୀର, ଗଞ୍ଜାମ, ଝାରୁସୁଗୁଡ଼ର ଓ କଳାହାଣ୍ଡିରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri