Posted inରାଜ୍ୟ

ସୁସ୍ଥ ହେଲେ ୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮ା୨- ଓଡ଼ିଶାରେ ସୋମବାର ୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୨, ବାଲେଶ୍ୱର ଓ କଟକରୁ ୯, ବରଗଡ଼ରୁ ୮, ପୁରୀ ଓ ସମ୍ବଲପୁରରୁ ୭, ଯାଜପୁରରୁ ୬, ମୟୁରଭଞ୍ଜରୁ ୫, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା ଓ ରୟାଗଡ଼ାରୁ ୩, ଗଜପତି ଓ ଜଗତ୍‌ସିଂହପୁରରୁ ୨, ବଲଙ୍ଗୀର, ଗଞ୍ଜାମ, ଝାରୁସୁଗୁଡ଼ର ଓ କଳାହାଣ୍ଡିରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍କୃତରେ ଶପଥ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସପ୍ତଦଶ ଲୋକସଭାର ପ୍ରଥମ ଅଧିବେଶନ। ନୂଆ ସଦସ୍ୟଙ୍କୁ ଶପଥ ପାଠ କରାଉଛନ୍ତି ଅନ୍ତରୀଣ ବାଚସ୍ପତି ବୀରେନ୍ଦ୍ର କୁମାର। ପ୍ରଥମେ...

୯୦% ସ୍ବାସ୍ଥ୍ୟକର୍ମୀଙ୍କୁ ତାଲିମ

ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର, ନର୍ସ, ବୈଷୟିକ ସହାୟକ ଏବଂ ଚିକିତ୍ସା ସହାୟକମାନଙ୍କୁ ତାଲିମ ଦିଆଯାଇଛି। ସେମାନେ ପୂର୍ଣ୍ଣ ଦକ୍ଷତା ସହ ଯେକୌଣସି...

ଶ୍ୱଶୁରଙ୍କୁ ଆକ୍ରମଣ ମାମଲା, ବୋହୂ ଗଲେ ଜେଲ

ଦିଗପହଣ୍ଡି,୨୩ା୧୦(ଡି.ଏନ.ଏ.): ଶ୍ୱଶୁରଙ୍କୁ ଆକ୍ରମଣ ମାମଲାରେ ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ଗୋପୀନାଥପୁରର ରୀନା କୁମାରୀ ସାହୁଙ୍କୁ ବୁଧବାର କେ.ନୂଆଗାଁ ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ...

୩ ଦିନ ବର୍ଷା

ଭୁବନେଶ୍ୱର,୪।୧୦: ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏପରି କି ପୂର୍ବ ବିହାର, ପଶ୍ଚିମବଙ୍ଗ...

ଆଜି ରାଜ୍ୟରେ ୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ...

୨୪ ଘଣ୍ଟାରେ ମୌସୁମୀ: କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ...

ଜୁଲାଇରେ ୪,୧୫୬ ଜଣଙ୍କଠାରୁ ୨୦.୯୯ ଲକ୍ଷ ଟଙ୍କା ଜରିମାନା ଆଦାୟ

ଭୁବନେଶ୍ୱର,୩।୮(ସତ୍ୟଜିତ୍‌ ରାଉତ)କମିଶନରେଟ ପୋଲିସ ଦ୍ୱାରା ଭୁବନେଶ୍ୱରରେ ଜାରି ରହିଥିବା ‘ସେଫ୍‌ ସିଟି ଡ୍ରାଇଭ୍‌’ ଅଭିଯାନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସର୍ବସାଧାରଣରେ ମଦ୍ୟପାନ କରି ‘ଓଡ଼ିଶା ଅର୍ବାନ...

ବୋଷ୍ଟନ୍‌ ଇଣ୍ଟରନ୍ୟାଶନାଲ ସ୍ୟାଣ୍ଡ୍‌ ଆର୍ଟ ଚାମ୍ପିୟନ୍‌ଶିପ୍‌ : ସୁଦର୍ଶନଙ୍କୁ ‘ପିପୁଲ୍‌ସ ଚଏସ୍‌ ଆଓ୍ବାର୍ଡ’

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ଖ୍ୟାତନାମା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଆମେରିକାରେ ଅନୁଷ୍ଠିତ ବୋଷ୍ଟନ୍‌ ଇଣ୍ଟରନ୍ୟାଶନାଲ ସ୍ୟାଣ୍ଡ୍‌ ଆର୍ଟ ଚାମ୍ପିୟନଶିପ୍‌ ୨୦୧୯ରେ ପିପୁଲ୍‌ସ ଚଏସ୍‌ ଆଓ୍ବାର୍ଡ ଜିତି...

Advertisement
Archives

Model This Week