ପଦ୍ମପୁରରେ ସବ୍‌ଜେଲ୍‌ରେ ପଶିଲା କରୋନା

ପଦ୍ମପୁର,୨୨।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ସବ୍‌ଜେଲ୍‌ରେ ୮୩ଜଣ କଏଦୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜେଲ୍‌ରେ ମୋଟ ୧୨୫କଏଦୀଙ୍କ ସ୍ବାବ ଟେଷ୍ଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୩ଜଣଙ୍କ କରୋନା ପଜିଟିଭ୍‌ ବାହାରିଛି। ତେବେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେଶନ୍‌ରେ ରଖାଯାଇଛି। ଏନେଇ ଏସ୍‌ଡିଏମ୍‌ଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧ କୋଟି ଟଙ୍କା ଦାନ କଲେ ଜନ ସେନା ମୁଖ୍ୟ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ଠିଆ ହୋଇଛି। ଭାରତ ମଧ୍ୟ ଏହାସହ ଲଢିବାକୁ ସବୁ ପ୍ରକାର ଉଦ୍ୟମ ଜାରି...

ବରଗଡ଼ ଉପନିର୍ବାଚନ LIVE UPDATES: ୧୮ ରାଉଣ୍ଡ ସୁଦ୍ଧା ୮୭,୩୭୩ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଗଣତି ଜାରି ରହିଛି। ୧୮ ରାଉଣ୍ଡ ସୁଦ୍ଧା ବିଜେଡିକୁ ୧,୨୦,୯୮୪ ଭୋଟ ମିଳିଥିବା...

ପରମିଟ୍‌ ପାସ୍‌ ସାଜିଛି ପ୍ରତିବନ୍ଧକ: ମଣ୍ଡିରୁ ଉଠୁନି ଧାନ

କର୍ଲାମୁଣ୍ଡା, (ଡି.ଏନ୍‌.ଏ)୧୫।୨: ପରମିଟ୍‌ ପାସ ବନ୍ଦ ହେବା ଯୋଗୁ ବିଭିନ୍ନ ମଣ୍ଡିରେ ଚାଷୀଙ୍କ ଧାନ ଉଠିବାରେ ସମସ୍ୟା ଦେଖାଦେଇଛି। ଏଭଳି ସମସ୍ୟା କଳାହାଣ୍ଡି ଜିଲା କର୍ଲାମୁଣ୍ଡା...

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୩ ଆହତ

ବାରିପଦା ଅଫିସ,୫।୬- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଧୀନ ବାରିପଦା- ବାଘଡା ରାସ୍ତା ହାତୀମରା ସ୍ଥିତ ପାକଟିଆ ଜଙ୍ଗଲଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ...

ଅସନ୍ତୁଷ୍ଟ କର୍ମୀ ହେଉଛନ୍ତି ସ୍ବାଧୀନ ପ୍ରାର୍ଥୀ, ବିଜୟରେ ନେବେ ନିର୍ଣ୍ଣାୟକ ଭୂମିକା

ନବରଙ୍ଗପୁର,୯।୩(ବି.ପ୍ର.): ସହରରେ ଏବେ ଚାରିଆଡ଼େ ଚାଲିଛି ରାଜନୀତି ଚର୍ଚ୍ଚା। ପୌର ଅଧ୍ୟକ୍ଷ ପାଇଁ କିଏ ଉପଯୁକ୍ତ। କାହାର ପଲା ହେବ ଭାରି। କେଉଁ ଦଳ କିଭଳି ଲୋକ...

ନବରଙ୍ଗପୁର ଜିଲାର ୬୯୩ ଗାଁ ବାଲ୍ୟବିବାହ ମୁକ୍ତ

ନବରଙ୍ଗପୁର,୨୩ା୬(ବି.ପ୍ର.): ନବରଙ୍ଗପୁର ଜିଲାରେ ବାଲ୍ୟବିବାହ ରୋକିବା ନିମନ୍ତେ ବୁଧବାର ସ୍ଥାନୀୟ ମିଶନଶକ୍ତି ସଭାଗୃହରେ ସମାଜ କଲ୍ୟାଣ ବିଭାଗ, ଜିଲା ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ୍‌, ଆକ୍ସନଏଡ୍‌...

ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

କାକଟପୁର,୩।୯(ଡି.ଏନ୍‌.ଏ.): ଦୀର୍ଘବର୍ଷ ପୂର୍ବେ ରାଜ୍ୟ ସରକାର ବସ ଯାତ୍ରୀମାନଙ୍କର ସୁବିଧା ପାଇଁ ପୂର୍ତ୍ତବିଭାଗ କାକଟପୁର ବ୍ଲକର ସୋମନାଥପୁର ଛକ, କଲେଜ ଛକ, ତହସିଲ ଛକ ଓ...

ଅନ୍ତରୀଣ ଜାମିନରେ ଜେଲରୁ ବାହାରିଲେ ପିଣ୍ଟୁ ଦାସ

ବ୍ରହ୍ମପୁର ଅଫିସ,୧୧ା୩: ଜମି ହଡପ ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ବ୍ରହ୍ମପୁର ମହାନଗର ନିଗମର ପୂର୍ବତନ ମେୟର...

Advertisement
Archives

Model This Week