ହୋସ ଉଡାଇଲେ ରଣବୀର

ମୁମ୍ବାଇ: କ୍ରିକେଟର କପିଲ ଦେବଙ୍କ ଜୀବନୀକୁ ନେଇ ନିର୍ମାଣ କରାଯାଇଥିବା ବଲିଉଡ ଚଳଚ୍ଚିତ୍ର ୮୩ର ଟିଜର ରିଲିଜ ହୋଇଛି । ଏଥିରେ କପିଲ ଦେବଙ୍କ କ୍ୟାରେକ୍ଟରରେ ବଲିଉଡ୍ ନାୟକ ରଣବୀର ସିଂ ନଜର ଆସିଛନ୍ତି । ଫିଲ୍ମର ଘୋଷଣା ଓ ଫାଷ୍ଟ ଲୁକ୍ ସାମ୍ନାକୁ ଆସିବା ପରେ ପ୍ରଶଂସକଙ୍କ ମଧ୍ୟରେ ଫିଲ୍ମକୁ ଦେଖିବାକୁ ଉତ୍ସୁକତା ବଢି ଯାଇଥିଲା । ଏବେ ଏହି ଫିଲ୍ମର ଟିଜର ରିଲିଜ୍ ହୋଇଛି । ଯାହା କ୍ରିକେଟ ପ୍ରେମୀଙ୍କ ମନକୁ ଏକବାର ଛୁଇଁ ଯାଇଛି ବୋଲି କୁହାଯାଉଛି । ୧୯୮୩ରେ ଭାରତ ପ୍ରଥମଥର ଲାଗି କ୍ରିକେଟ ୱାର୍ଲଡ କପ୍ ଜିତିଥିବା ବେଳର ସମସ୍ତ କାହାଣୀକୁ ଫିଲ୍ମରେ ସ୍ଥାନ ଦିଆଯାଇଛି । କାରଣ ଏହି ଫିଲ୍ମଟି ପ୍ରଥମ ୱାର୍ଲଡ କପକୁ ନେଇ ନିର୍ମାଣ କରାଯାଇଛି । କୁହାଯାଏ କପିଳ ଦେବଙ୍କ ନେତୃତ୍ୱରେ ଦଳ ୱାର୍ଲଡ କପ ଜିତିଥିବା ବେଳେ ଏହା ଦେଶକୁ କପିଳଙ୍କ ଉପହାର ଥିଲା । ଏହି ଫିଲ୍ମ ୨୪ ଡିସେମ୍ବରରେ ରିଲିଜ୍ ହେବ । ଫିଲ୍ମରେ ରଣବୀରଙ୍କ ଅଭିନୟ ଦର୍ଶକଙ୍କ ମନକୁ ନିଶ୍ଚିତ ପସନ୍ଦ ଆସିବ ବୋଲି କୁହାଯାଉଛି । ତେବେ ରଣବୀର ତାଙ୍କ ଭିନ୍ନ ଅନ୍ଦାଜରେ ସମସ୍ତଙ୍କ ହୋସ୍ ଉଡାଇ ଦେଇଛନ୍ତି । ଫିଲ୍ମ ୮୩ ହିନ୍ଦୀ ବ୍ୟତୀତ ତାମିଲ, କନ୍ନଡ, ତେଲୁଗୁ ଓ ମାଲୟାଲାମରେ ରିଲିଜ କରାଯିବ । ଏଥିରେ ଦୀପିକା ପାଦୁକୋନଙ୍କ ଏକ ଛୋଟିଆ କ୍ୟାରେକ୍ଟର ଥିବା ବେଳେ ସେ କପିଲଙ୍କ ପତ୍ନୀ ଭୂମିକାରେ ନଜର ଆସିଛନ୍ତି । ତେବେ ରଣବୀରଙ୍କ ଭିନ୍ନ ଅନ୍ଦାଜକୁ ନେଇ ଏବେ ଚର୍ଚ୍ଚା ଚାଲିଥିବା ବେଳେ ସେ ୟଙ୍ଗଷ୍ଟରଙ୍କ ହୋସ ଉଡାଇବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri