ପୃଥିବୀ ପରି ଜଳ ଓ ବାୟୁମଣ୍ଡଳ ଥିବା ଗ୍ରହର ମିଳିଲା ସନ୍ଧାନ: ହବଲ୍‌ ଟେଲିସ୍କୋପ୍‌ ଦେଲା ସୂଚନା

ଓ୍ବାଶିଂଟନ,୧୨।୯: ପୃଥିବୀ ପରି ଜଳ ଓ ବାୟୁମଣ୍ଡଳ ଥିବା ଗ୍ରହ କେ-୨-୧୮-ବିର ସନ୍ଧାନ ମିଳିଛି। ଏନେଇ ନାସାର ହବଲ୍‌ ଟେଲିସ୍କୋପ୍‌ ସୂଚନା ଦେଇଛି। ପୃଥିବୀଠାରୁ ୧୧୦ ଆଲୋକ ବର୍ଷ ଦୂରରେ ଏହି ଗ୍ରହ ରହିଥିବା ନାସା ପକ୍ଷରୁ କୁହାଯାଇଛି। ଗ୍ରହଟ ଲିଓ ନକ୍ଷତ୍ର ମଣ୍ଡଳରେ ରହିଛି। ଏହି ଗ୍ରହରେ ଗଭୀର ଜଳସ୍ରୋତ ପ୍ରବାହିତ ହେଉଥିବା କୁହାଯାଉଛି। ଏହାର ବାୟୁମଣ୍ଡଳରେ ହିଲିୟମ୍‌ ଏବଂ ହାଇଡ୍ରୋଜେନ୍‌ ଥିବାର ଅନୁମାନ କରାଯାଉଛି ବୋଲି ଲଣ୍ଡନ ୟୁନିଭରସିଟି କଲେଜର ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ପୂର୍ବରୁ ଏହି ଗ୍ରହ ସମ୍ପର୍କରେ ୨୦୧୫ରେ ନାସାର କେପଲର ସ୍ପେସ୍‌ ଟେଲିସ୍କୋପ୍‌ ସୂଚନା ଦେଇଥିଲା। ଗ୍ରହ ସମ୍ପର୍କରେ ଅଧିକ ତଥ୍ୟ ହାସଲ ପାଇଁ ଏଥିରେ ହବଲ୍‌ ଟେଲିସ୍କୋପ୍‌କୁ ନିୟୋଜିତ କରାଯାଇଥିଲା।


All Right Reserved By Dharitri.Com

କାଲାପାନି ଅଞ୍ଚଳ ନେଇ ନେପାଳ ପ୍ରଧାନମନ୍ତ୍ରୀଙ୍କ ଚେତାବନୀ: ଦିଆ ଯିବନି ଗୋଟେ ଇଞ୍ଚ ଜମି

କାଠମାଣ୍ଡୁ,୧୮।୧୧: ଭାରତ-ନେପାଳ-ତିବ୍ବତ ମଧ୍ୟରେ ଥିବା କାଲାପାନି ଟ୍ରାଇ ଜଙ୍କଶନ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ଏନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଚେତାବନୀ...

ଆଉ ଏକ ଯୁଦ୍ଧକୁ ସମ୍ଭାଳି ହେବନାହିଁ

ଜାତିସଂଘ,୪ା୧(ପି.ଟି.): ଆମେରିକାର ଏୟାର ଷ୍ଟ୍ରାଇକ୍‌ରେ ଇରାନର ଶୀର୍ଷ ସାମରିକ କମାଣ୍ଡର କାସିମ ସୋଲେମାନୀ ନିହତ ହେବା ପରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ...

ମାଙ୍କଡ଼ର ଅନ୍‌ଲାଇନ ଶପିଂ

ବେଜିଂ: ସ୍ମାର୍ଟଫୋନ୍‌ ହେଉ କି କମ୍ପ୍ୟୁଟର ଏଥିରେ ଇଣ୍ଟରନେଟ୍‌ ସଂଯୋଗ କରି ଘରେ ବସି ଅନ୍‌ଲାଇନ୍‌ରେ ବିଭିନ୍ନ କାର୍ଯ୍ୟ ସହଜରେ କରିହେଉଛି। ଏସବୁ ଭିତରେ ଅନ୍‌ଲାଇନ୍‌...

ସାର୍କ ବୈଠକ:ଜୟଶଙ୍କର ଉଦ୍‌ବୋଧନ ଦେବାବେଳେ ଉଠି ପଳାଇଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ନ୍ୟୁୟର୍କ,୨୭।୯: ଜାତିସଂଘ ସାଧାରଣ ପରିଷଦ ବୈଠକରେ ସାର୍କ ଦେଶର ବୈଦେଶିକ ମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଭାରତର ବୈଦେଶିକ ଏସ୍‌. ଜୟଶଙ୍କର ଉଦ୍‌ବୋଧନ ଦେଉଥିବା ବେଳେ ପାକିସ୍ତାନ...

ସାମାଜିକ ବାସନ୍ଦ ନୁହେଁ, ସହଯୋଗ ଲୋଡ଼ା

ବିଶ୍ୱରେ କୁଷ୍ଠରୋଗ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ୩୦ ଜାନୁୟାରୀରେ ବିଶ୍ୱ କୁଷ୍ଠ ନିବାରଣ ଦିବସ ପାଳନ କରାଯାଉଛି। । ଏହି ଦିବସରେ ଗାନ୍ଧିଜୀଙ୍କୁ...

ଆଫଗାନିସ୍ତାନ ବିସ୍ଫୋରଣ: ୩ ଆହତ

କାବୁଲ,୮।୧୨: ଆଫନିସ୍ତାନର ଉତ୍ତରରେ ଥିବା କୁଣ୍ଡୁଜ ଅଞ୍ଚଳରେ ରବିବାର ରାସ୍ତା କଡରେ ଲଗାଯାଇଥିବା ଏକ ବୋମା ବିସ୍ଫୋରଣରେ ଅତି କମ୍‌ରେ ୩ ଜଣ ଆହତ ହୋଇଥିବା...

ବାଣଫୁଟାରେ ରେକର୍ଡ: ୧.୩ ଟନ୍‌ ବାରୁଦ ଦେଢ଼ କିମି ଉପର ଫୁଟିଲା

ଓ୍ବାଶିଂଟନ,୧୦।୨: ଆମେରିକାରେ ବାଣଫୁଟାରେ ଏକ ରେକର୍ଡ ହୋଇଛି। ଏହି ବାଣ ଭୂପୃଷ୍ଠଠାରୁ ଦେଢ଼ କିମି ଉପରେ ଫୁଟିଛି। କୋଲୋରାଡାରେ ହୋଇଥିବା ଓ୍ବିଣ୍ଟର ଫେଷ୍ଟିଭାଲରେ ଏଭଳି କରାଯାଇଛି।...

ବଳାତ୍କାରୀଙ୍କୁ ଦିଆଯିବ ନପୁଂସକ ଇଞ୍ଜେକଶନ

ମଣ୍ଟଗୋମେରୀ,୧୨।୬: ବଳାତ୍କାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଦାବିକୁ ଆଖି ଆଗରେ ରଖି ଗୋଟିଏ ରାଜ୍ୟ ଦୋଷୀଙ୍କୁ ନପୁଂସକ କରିବା ପାଇଁ ଏକ କେମିକାଲର ବ୍ୟବହାର କରିବାକୁ...

Leave a comment

Your email address will not be published. Required fields are marked *