Posted inଜାତୀୟ

ଚିଦାମ୍ବରମଙ୍କ ଜାମିନ ଆବେଦନକୁ ନେଇ ସିବିଆଇକୁ ନୋଟିସ ଜାରି କଲେ ଦିଲ୍ଲୀ ହାଇ କୋର୍ଟ

ନୂଆଦିଲ୍ଲୀ,୧୨।୯: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚାଦାମ୍ବରମ ଏବେ ଜେଲ୍‌ରେ ଅଛନ୍ତି। ତାଙ୍କ ଜାମିନ ଆବେଦନକୁ ନେଇ ଗୁରୁବାର ଦିଲ୍ଲୀ ହାଇକୋର୍ଟ ସିବିଆଇକୁ ନୋଟିସ ଜାରି କରିଛନ୍ତି। ତେବେ ଚିଦାମ୍ବରମ ୧୯ ସେପ୍ଟେମ୍ବର ପର୍ଯ୍ୟନ୍ତ ଜୁଡିସିଆଲ କଷ୍ଟୋଡିରେ ରହିବାକୁ ତଳ କୋର୍ଟର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଯେଉଁ ଆବେଦନ କରାଯାଇଥିଲା ତାକୁ ଫେରାଇ ନିଆଯାଇଛି। ଆସନ୍ତା ୨୩ରେ ଏହି ମାମଲାର ପରବର୍ତ୍ତି ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି।


All Right Reserved By

ମୁଖ୍ୟମନ୍ତ୍ରୀଙ୍କ ପୋଷା କୁକୁରର ମୃତ୍ୟୁ, ଡାକ୍ତରଙ୍କ ନାଁରେ ମାମଲା ରୁଜୁ

ହାଇଦ୍ରାବାଦ୍‌,୧୫।୯:ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଏକ ପୋଷା କୁକୁରର ମୃତ୍ୟୁ ଘଟିଛି। ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି, ପୋଲିସ କୁକୁରକୁ ଚିକିତ୍ସା କରୁଥିବା ପଶୁ...

ବିଗ୍‌ବସ୍‌ରେ ଭାଗ ନେବାକୁ ଚାହାଁନ୍ତି ହଳଦିଆ ଶାଢି ପିନ୍ଧା ପୋଲିଂ ଅଧିକାରୀ

ଲକ୍ଷ୍ନୌ,୧୭।୫: ଲୋକ ସଭା ନିର୍ବାଚନ ୨୦୧୯ ଅବସରରେ ଏବେ ଉତ୍ତର ପ୍ରଦେଶ ଲକ୍ଷ୍ନୌର ଜଣେ ମହିଳା ପୋଲିଂ ଅଧିକାରୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା...

ରାଷ୍ଟ୍ରପତିଙ୍କ ଶୋକବ୍ୟକ୍ତ: ଜେଟଲୀଙ୍କ ସ୍ତ୍ରୀ, ପୁଅଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଶନିବାର ପରଲୋକ ହୋଇଥିବା ବେଳେ ତାଙ୍କ ବିୟୋଗରେ ଭାଙ୍ଗି ପଡିଛନ୍ତି ସମସ୍ତ ପରିବାର ସଦସ୍ୟ। ଏହି ଖବର ଶୁଣିବା...

ମୋଦି ସରକାରରେ ମନ୍ତ୍ରୀ ହେବାର ଥିଲେ ଟେଲିଫୋନ୍‌ ଚାର୍ଜ ରଖିବା ଜରୁରୀ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି...

୧୧ ଅକ୍ଟୋବରରେ ଭାରତ ଆସିବେ ଚାଇନା ରାଷ୍ଟ୍ରପତି

ନୂଆଦିଲ୍ଲୀ,୯।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଆସନ୍ତା ୧୧ ଓ ୧୨ ତାରିଖରେ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି। ଚେନ୍ନାଇଠାରେ ଏହି ସମୟରେ ଜିନପିଙ୍ଗ ପ୍ରଧାନମନ୍ତ୍ରୀ...

ପାଣି ଭିତରେ ଯୋଗ କଲେ ବିଏସ୍‌ଏଫ୍‌ ଯବାନ

ଗୁଆହାଟି,୧୮।୬: ଆଗକୁ ଅଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହାକୁ ଆଖି ଆଗରେ ରଖି ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ...

୧୦ କୋଟି ଟଙ୍କାରେ ଜେଡିଏସ ବିଧାୟକଙ୍କୁ କିଣିବାକୁ ଚେଷ୍ଟା କରୁଛି ଭାଜପା: କୁମାରସ୍ବାମୀ

ବେଙ୍ଗାଲୁରୁ, ୧୯।୬: ଭାଜପା ଉପରେ ପୁଣି ବର୍ଷିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ। ଭାଜପା ଜେଡିଏସ ବିଧାୟକଙ୍କୁ ୧୦ କୋଟି ଟଙ୍କାରେ କିଣିବାକୁ ଚାହୁଁଛି ବୋଲି...

ଶାସ୍ତ୍ରୀ-ମୁଖାର୍ଜୀ -ଦିନ୍‌ଦୟାଲଙ୍କ ମୃତ୍ୟୁର ହେବନି ତଦନ୍ତ: ସରକାର

ନୂଆଦିଲ୍ଲୀ,୨୪।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀ, ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ ଦିନ୍‌ଦୟାଲ୍‌ ଉପାଧ୍ୟାୟଙ୍କ ମୃତ୍ୟୁର ତଦନ୍ତ କରାଯିବ ନାହିଁ ବୋଲି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *