ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି: ଆପୋଲୋ ହସ୍ପିଟାଲକୁ ୪ ସପ୍ତାହ ମହଲତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ଥାନୀୟ ଆପୋଲୋ ହସ୍ପିଟାଲକୁ ହାଇକୋର୍ଟ ପକ୍ଷରୁ ସାମୟିକ ଆଶ୍ୱସ୍ତି ମିଳିଛି। ଏହାର ଲାଇସେନ୍ସ ରଦ୍ଦ ନିମନ୍ତେ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଏପରିକି ୪ ସପ୍ତାହ ପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ ନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ହସ୍ପିଟାଲ ପକ୍ଷରୁ ଏନ୍‌ଏଚ୍‌ଆର୍‌ସିଙ୍କ ନିକଟରେ ଯୁକ୍ତି ରଖିବାକୁ ମଧ୍ୟ ନିିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଏନ୍‌ଏଚ୍‌ଆର୍‌ସି ମାମଲାର ଶୁଣାଣି କରିବେ।


All Right Reserved By Dharitri.Com

ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ବଡସାହି,୨ା୧୦(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧୋବାଧୋବଣୀ ଗ୍ରାମରେ ସାପ କାମୁଡାରେ ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ସେହି ଗ୍ରାମର...

୪୪୧ ସ୍କୁଲରେ ଛାତ୍ରୀ, ୧୪୮୫ ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ୪୪୧ଟି ବାଳିକା ବିଦ୍ୟାଳୟ ଏବଂ ୧୪୮୫ଟି ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ। ୨୦୧୭-୧୮ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ୫୪,୨୯୮ଟି ସରକାରୀ...

ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣା: ୩ ଗିରଫ

ଭଣ୍ଡାରିପୋଖରୀ,୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ପଞ୍ଚାୟତର ମଣିନାଥପୁର ଓ ମୁଢ଼ାପଦା ଗ୍ରାମର ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣାରେ ପୋଲିସ ଶନିବାର...

କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର

ନରାଜ/ବାରଙ୍ଗ, ୨୭।୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡ଼ିରେ ବୁଡ଼ି ରବିବାର ମଧ୍ୟାହ୍ନରେ ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ...

ଶୀତ ପାଇଁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୩ା୧(ବ୍ୟୁରୋ): ଶୀତ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସ୍ଥାନକୁ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନରେ ମାତ୍ରାଧିକ ଭିଡ଼ ଓ ପର୍ଯ୍ୟଟକଙ୍କୁ ସୁହାଇବା...

ଅନ୍ତର୍ଜାତୀୟ ପୁରୁଷ ଦିବସ: ପୁରୁଷ ‘ରୋଲ୍‌ ମଡେଲ’

ମାର୍ଚ୍ଚ ୮ରେ ବିଶ୍ୱ ମହିଳା ଦିବସ ପାଳନ କରାଯାଉଛି। ହେଲେ ପୁରୁଷଙ୍କ ପାଇଁ ଏଭଳି ଏକ ଦିବସ ରହିଛି, ତାହା ଅନେକଙ୍କୁ ଜଣାନାହିଁ। କିନ୍ତୁ ପ୍ରତିବର୍ଷ...

ଲୋକଙ୍କ ସମସ୍ୟା ବୁଝିବାକୁ ୯ କି.ମି. ଚାଲିଲେ ବିଡିଓ

ଦଶପଲ୍ଲା,୨୨ା୧୦(ଡି.ଏନ.ଏ.): ରାଜ୍ୟ ସରକାର ଚଳିତମାସ ୨ ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୫-ଟି ଆଧାରରେ ରାଜନେତାଠାରୁ ଆରମ୍ଭ କରି ଉଚ୍ଚ ପଦାଧିକାରୀଙ୍କ ପର୍ଯ୍ୟନ୍ତ...

ସ୍କୁଲ ଅଟୋକୁ ଧକ୍କା ଦେଲା ଟ୍ରାକ୍ଟର, ଜଣେ ଛାତ୍ର ମୃତ

ଚନ୍ଦ୍ରଗିରି,୧୪।୧୨(ଡି.ଏନ୍‌.ଏ.): ଗଜପତି ଜିଲା ଆର୍‌. ଉଦୟଗିରି ଥାନା ରଣାଲଇ ନିକଟସ୍ଥ ରାମଚନ୍ଦ୍ରପୁର ବୁଲାଣୀ ରାସ୍ତାରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ରଣାଲଇ ଗ୍ରାମରୁ ଗୋଟିଏ...

Leave a comment

Your email address will not be published. Required fields are marked *