Posted inଜାତୀୟ

ଓଲା-ଉବର ଭଳି ଭଡ଼ାରେ ମିଳିବ ଟ୍ରାକ୍ଟର ଓ କୃଷି ସରଞ୍ଜାମ: ଗୁଗଲ ପ୍ଲେ ଷ୍ଟୋରରେ ଉପଲବ୍ଧ ହେବ ସିଏଚ୍‌ସି ଫାର୍ମ ମେସିନାରି ଆପ୍‌

ନୂଆଦିଲ୍ଲୀ,୧୨।୯: ଏଣିକି ଓଲା-ଉବର ଭଳି ଚାଷୀଙ୍କୁ ଭଡ଼ାରେ ଅନ୍‌ଲାଇନ୍‌ରେ ଟ୍ରାକ୍ଟର ସହିତ ଅନ୍ୟ କୃଷି ସରଞ୍ଜାମ ଯୋଗାଇ ଦିଆଯିବ। ସିଏଚ୍‌ସି ଫାର୍ମ ମେସିନାରି ଆପ୍‌ ଦ୍ୱାରା ଏହା ସମ୍ଭବ ହୋଇ ପାରିବ। ଏହି ଆପ୍‌ ଗୁଗଲ ପ୍ଲେ ଷ୍ଟୋରରୁ ଡାଉନଲୋଡ୍‌ କରିହେବ। ଏହା ୧୨ଟି ଭିନ୍ନ ଭିନ୍ନ ଭାଷାରେ ଉପଲବ୍ଧ ହେବ। ଏଥିପାଇଁ ଦେଶରେ ୩୫ ହଜାର କଷ୍ଟମ୍‌ ହାୟରିଙ୍ଗ୍‌ ସେଣ୍ଟର ସ୍ଥାପିତ କରାଯିବ। ଏସବୁ ସେଣ୍ଟର ଦ୍ୱାରା ବାର୍ଷିକ ୨ ଲକ୍ଷ ୫୦ ହଜାର କୃଷି ଉପକରଣ ଭଡ଼ାରେ ଦିଆଯାଇପାରିବ ବୋଲି କୁହାଯାଉଛି।


All Right Reserved By Dharitri.Com

ଦୁଇ ବର୍ଷରେ ଥରେ ବଢୁଛି ପିଆଜର ଦାମ୍‌

ନୂଆଦିଲ୍ଲୀ,୩।୧୨: ଏବେ ଦେଶର ଅଧିକାଂଶ ଭାଗରେ ପିଆଜର ଦର ଯେଉଁଭଳି ଭାବେ ବଢିଛି ତାହା ସମସ୍ତଙ୍କ ଆଖିରେ ଏକ ପ୍ରକାର ଲୁହ ଆଣି ଦେଇଛି ବୋଲି...

ମଧୁମେହ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ଆମ୍ବପତ୍ର

ଆମ୍ବ ପତ୍ରରେ ଭିଟାମିନ୍‌ ‘ସି’, ‘ବି’ ଏବଂ ‘ଏ’ ପ୍ରଚୁର ମାତ୍ରାରେ ଥାଏ। ଏହାଛଡ଼ା ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ଭରପୂର୍‌ ଥାଏ। ଜାଣନ୍ତି, ଏହି ଆମ୍ବପତ୍ରକୁ ମଧୁମେହ...

ବାୟୁସେନାରେ ସାମିଲ୍‌ ହେବ ‘ଅସ୍ତ୍ର’ କ୍ଷେପଣାସ୍ତ୍ର: ଚାଇନା-ପାକିସ୍ତାନର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ,୨୯।୯: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଅସ୍ତ୍ର କ୍ଷେପଣାସ୍ତ୍ର ଖୁବ୍‌ ଶୀଘ୍ର ଭାରତୀୟ ବାୟୁସେନାରେ ସାମିଲ୍‌ ହେବାକୁ ଯାଉଛି। ଆକାଶରୁ ଆକାଶ ଲକ୍ଷ୍ୟଭେଦ କରୁଥିବା ‘ଅସ୍ତ୍ର’ କ୍ଷେପଣାସ୍ତ୍ରକୁ...

ସୋନିଆଙ୍କ ଜନ୍ମଦିନରେ କଂଗ୍ରେସ କର୍ମୀଙ୍କୁ ପିଆଜ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୯।୧୨: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କର ସୋମବାର ୭୩ ତମ ଜନ୍ମଦିବସ ଥିଲା। ହେଲେ ଦେଶରେ ମହିଳାଙ୍କ ସୁରକ୍ଷାକୁ ନେଇ ଯେଉଁ ପ୍ରଶ୍ନ ଉଠିଛି...

ମାନହାନି ମାମଲା:ରାହୁଲ, ୟେଚୁରୀଙ୍କୁ ଜାମିନ

ମୁମ୍ବାଇ,୫।୭(ପି.ଟି.):ଏକ ମାନହାନି ମାମଲାରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଗୁରୁବାର କୋର୍ଟରେ ହାଜର ହୋଇ ନିଜକୁ ନିର୍ଦ୍ଦୋଷ...

କୈମୁର୍‌ ଅଭୟାରଣ୍ୟ

ବିହାରର କୈମୁର୍‌ ଜିଲାରେ ଥିବା କୈମୁର୍‌ ବନ୍ୟପ୍ରାଣୀ ଅଭୟାରଣ୍ୟ ହେଉଛି ସ୍ଥାନୀୟ ଏକ ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ। ପ୍ରାୟ ୧୩୪୨ ବର୍ଗ କି.ମି. ପରିସୀମାବ୍ୟାପ୍ତ ଅଞ୍ଚଳ ଉପରେ...

ବନ୍ୟାଘେରରୁ ଉଦ୍ଧାର ହେଲେ ମାଲାୟାଲମ ଅଭିନେତ୍ରୀ

ଶିମ୍‌ଲା,୨୦।୮: ଦେଶର ବହୁ ରାଜ୍ୟ ଏବେ ବନ୍ୟା ଘେରରେ ରହିଛି। ତେବେ ବନ୍ୟା ପ୍ରଭାବିତ ଅଞ୍ଚଳରେ ଫଶି ରହିଥିବା ମାଲାୟାଲମର ଜଣାଶୁଣା ଅଭିନେତ୍ରୀ ମଞ୍ଜୁ ଓ୍ବାରିୟର,...

ଅଟୋ ସହ ଧକ୍କା ହେବା ପରେ କୂଅରେ ପଡ଼ିଲା ବସ୍‌: ୧୧ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ନାସିକ୍‌,୨୮।୧: ମହାରାଷ୍ଟ୍ରର ନାସିକ୍‌ ଅନ୍ତର୍ଗତ ଦେଓଲା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମାଲାଗାଓଁରୁ କଲଓ୍ବାନ୍‌ ଯାଉଥିବା ଏକ ବସ୍‌ ଅଟୋ ସହ...

Leave a comment

Your email address will not be published. Required fields are marked *