ମାସକ ମଧ୍ୟରେ ଇମ୍ରାନଙ୍କୁ ପଦରୁ ହଟାଇ ପାରେ ପାକ୍‌ ସେନା

ଇସ୍‌ଲାମାବାଦ,୧୨।୯: ପାକିସ୍ତାନ ସେନା ଆସନ୍ତା ମାସକ ମଧ୍ୟରେ ବଡ ଧରଣର ଅଦଳ ବଦଳ କରିପାରେ ବୋଲି ସୂଚନା ମିଳିଛି। ତେବେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ହଟାଇ ଏଥର ଏହି ପଦରେ ଆଉ କାହାକୁ ସେନା ବସାଇ ପାରେ ବୋଲି ଅନୁମାନ କରାଯାଉଛି। ପାକିସ୍ତାନର ନ୍ୟୁଜ ଚ୍ୟାନେଲ ଜିଓରେ ଏହାକୁ ନେଇ ବିତର୍କ ମଧ୍ୟ ହୋଇ ସାରିଛି। ଏହି ବିତର୍କରେ କେତେଜଣ ପାକିସ୍ତାନୀ ନେତା କହିଛନ୍ତି ଅକ୍ଟୋବର ୨୭ ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ହଟାଇ ଦିଆଯାଇପାରେ। ତେଣୁ ଯିଏ ନୂଆ ପ୍ରଧାନମନ୍ତ୍ରୀ ହେବେ ଏହା ପରେ ଯାଇ ଭାରତ ସହ ଯୁଦ୍ଧ କରିବାକୁ ପାକିସ୍ତାନ ରଣନୀତି ପ୍ରସ୍ତୁତ କରିବ ବୋଲି ସେମାନେ ଯୁକ୍ତି ବାଢିଛନ୍ତି। ତେବେ ଯେଉଁ ଉଦ୍ଦେଶ୍ୟ ନେଇ ଇମ୍ରାନଙ୍କୁ ପ୍ରଧାନମନ୍ତ୍ରୀ କରାଯାଇଥିଲା ସେ ସବୁଥିରେ ଫେଲ୍‌ ମାରିବାରୁ ଏବେ ସେନା ଏଭଳି ନିଷ୍ପତ୍ତି ନେବାକୁ ଯାଉଛି ବୋଲି ସେମାନେ କହିଛନ୍ତି।


All Right Reserved By

ଆରମ୍ଭ ହେଲା ‘ହାଓଡି ମୋଦି’ କାର୍ଯ୍ୟକ୍ରମ: କିଛି ସମୟ ପରେ ଯୋଗଦେବେ ମୋଦି-ଟ୍ରମ୍ପ୍‌

ହ୍ୟୁଷ୍ଟନ୍‌,୨୨।୯: ଆମେରିକାର ହ୍ୟୁଷ୍ଟନରେ ବହୁ ପ୍ରତୀକ୍ଷିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ହ୍ୟୁଷ୍ଟନର ଏଆରଜି ଷ୍ଚାଡିୟମ କମ୍ପୁଛି। ଶିଖ୍‌ଙ୍କ ପବିତ୍ର...

ପାକିସ୍ତାନ ସିନ୍ଧ ଅଞ୍ଚଳରେ ପୋଲିସ ବିଭାଗରେ ଯୋଗ ଦେଲେ ପ୍ରଥମ ହିନ୍ଦୁ ମହିଳା

ଇସ୍‌ଲାମାବାଦ,୪।୯: ପ୍ରଥମ ଥର ଲାଗି ପାକିସ୍ତାନର ସିନ୍ଧ ଅଞ୍ଚଳରେ ଜଣେ ହିନ୍ଦୁ ମହିଳାଙ୍କୁ ପୋଲିସ ବିଭାଗରେ ନିଯୁକ୍ତି ମିଳିଛି। ଜିଓ ନ୍ୟୁଜର ସୂଚନା ଅନୁଯାୟୀ, ପୁଷ୍ପା...

ହ୍ୟୁଷ୍ଟନକୁ ଚାବି ଉପହାର ଦେଲେ

ହ୍ୟୁଷ୍ଟନ,୨୩ା୯ (ପି.ଟି./ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହ୍ୟୁଷ୍ଟନ ସହରକୁ ଏକ ବଡ଼ ଚାବି ଉପହାର ଦେଇଛନ୍ତି। ସେ ଏନ୍‌ଆର୍‌ଜି ଷ୍ଟାଡିୟମ୍‌ ମଞ୍ଚରେ ପହଞ୍ଚତ୍ବା ପରେ ସେଠାରେ...

ଇଦ୍‌-ଉଲ୍‌-ଜୁହାର ଖୁସି ନୁହେଁ ଦର ବୃଦ୍ଧିରେ ଲୁହ ଗଡାଉଛି କାଙ୍ଗାଳ ପାକିସ୍ତାନ

ଇସଲାମାବାଦ,୧୨।୮: ସାରା ବିଶ୍ୱରେ ସୋମବାର ଇଦ୍‌-ଉଲ୍‌-ଜୁହା ବା ବକରି ଇଦ୍‌ ପାଳନ କରାଯାଉଥିବା ବେଳେ କାଙ୍ଗାଳ ପାକିସ୍ତାନ କିନ୍ତୁ ମହଙ୍ଗା ମାଡରେ ଯେମିତି ଚେପା ହୋଇଯାଇଛି।...

୭୭ ବର୍ଷର ମଡେଲ

ଆର୍ଥିକ ପରିସ୍ଥିତି କେବେ କାହାକୁ କେଉଁଠି ପହଞ୍ଚାଇଥାଏ ତାହା କହିବା ମୁସ୍କିଲ। ତେବେ ଦକ୍ଷିଣ କୋରିଆର ୭୭ ବର୍ଷୀୟା ମହିଳା ଚୋଇ ସୁନ ଏବେ ଯୁବବର୍ଗଙ୍କ...

ନେତାନ୍ୟାହୁ ବିଫଳ:ଇସ୍ରାଏଲରେ ହେବ ସାନି ନିର୍ବାଚନ

ଜେରୁଜେଲମ୍‌,୩୧।୫ :(ପି.ଟି.):ପୁଣି ଇସ୍ରାଏଲରେ ଜାତୀୟ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ମିଳିତ ସରକାର ଗଠନ କରିବାରେ ବିଫଳ ହେବା ପରେ ଦେଶରେ ପ୍ରଥମଥର ଲାଗି ଏଭଳି...

ସରକାର ବିରୋଧୀ ବିକ୍ଷୋଭର ୪ ମାସ ପରେ : ହଂକଂରେ ଫେସ୍‌ ମାସ୍କ ନିଷିଦ୍ଧ

ହଂକଂ,୫ା୧୦: ହଂକଂରେ ପ୍ରତ୍ୟର୍ପଣ ବିଲ୍‌ ବିରୋଧରେ ଗତ ଜୁନ୍‌ରେ ଆରମ୍ଭ ହୋଇଥିବା ସରକାର ବିରୋଧୀ ବିକ୍ଷୋଭକୁ ୪ ମାସ ବିତିଛି। ସରକାର ଗତମାସରେ ଏହି ବିବାଦୀୟ...

ଆଫଗାନିସ୍ତାନ ଗଜନି ବିଶ୍ୱବିଦ୍ୟାଳୟରେ ବିସ୍ଫୋରଣ

କାବୁଲ,୮।୧୦: ଆଫଗାନିସ୍ତାନର ପିଡି-୩ରେ ଥିବା ଗଜନି ବିଶ୍ୱବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବିସ୍ଫୋରଣ ହୋଇଛି। ଏଥିରେ ପ୍ରାୟ ୮ ଛାତ୍ରୀ ଗୁରୁତର ଆହତ ହୋଇଥିବା ସୂଚନା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *