ବିପୁଳ ପରିମାଣର ମଦ ଜବତ : ୪ ଗିରଫ

ଦାରିଙ୍ଗବାଡ଼ି,୧୨।୯(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଗୁରୁବାର ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ବିଭିନ୍ନ ସ୍ଥାନରୁ ୯୨ ଲିଟର ଚୋରା ଦେଶୀ ମଦ ଜବତ ସହ ୪ ଜଣକୁ ଗିରଫ କରାଯାଇଥିବା ଆଇଆଇସି କୌଶିକ ମାଝି କହିଛନ୍ତିି। ଗିରଫ ଅଭିଯୁକ୍ତମାନେ ହେଲେ ଶିବରାମ ସାହୁ, ଦୀନବନ୍ଧୁ ସାହୁ, ସନ୍ୟାସୀ ସାହୁ ଏବଂ ଅଜିତ ସାହୁ। ସେମାନଙ୍କ ନାମରେ ମାମଲା(୮୮,୮୯,୯୦,୯୧/୧୯) ରୁଜୁ କରାଯାଇଛି। ଆଇଆଇସି ମାଝିଙ୍କ ନେତୃତ୍ୱରେ ସବଇନ୍ସପେକ୍ଟର ଗୋପାଳକୃଷ୍ଣ ଆଗୁପାତ୍ର, ଅନିଲ କୁମାର ଦେବତା ଏବଂ ସୌମ୍ୟରଞ୍ଜନ ଜେନା ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି।


All Right Reserved By Dharitri.Com

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର...

ବସ୍‌ ଚକାତଳେ ଚାପି ହୋଇ ସ୍କୁଟି ଆରୋହୀ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଖଲ୍ଲିକୋଟ,୨ା୧୧(ଡି.ଏନ.ଏ.)-ଖଲ୍ଲିକୋଟ ସହର କରଣ ସାହି ରାସ୍ତାରେ ଶୁକ୍ରବାର ଅପରାହ୍ନରେ ବସ୍‌ ଚକାତଳେ ଚାପିହୋଇ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋଦଳା ମାଗୁରା...

ଟାଟା ସ୍ପଞ୍ଜ କାରଖାନା କର୍ତ୍ତୃପକ୍ଷ ଦୁଃଖ ଶୁଣିଲେନି: ଧାରଣାସ୍ଥଳରେ ସ୍ବାମୀଙ୍କୁ ଶ୍ରାଦ୍ଧ ଦେଲେ ମହିଳା

ଯୋଡ଼ା, ୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ କାରଖାନା ଫାଟକ ସମ୍ମୁଖରେ ଗତ ୮୩ ଦିନ ଧରି ଧାରଣାରେ ବସିଛନ୍ତି ବିଳାସୀ କାରୁଆ। ପୁଅ...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଏନ୍‌ସିସି ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨।୭- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବରଗଡ଼ ଜିଲା ପଦ୍ମପୁରସ୍ଥିତ ରାଜବୋରାସମ୍ବର ହାଇସ୍କୁଲର ଏନ୍‌ସିସି ଶିକ୍ଷକ ମୋହନ...

ଗ୍ୟାସ୍‌ ନିଆଁରେ ପୋଡ଼ିହୋଇ ମହିଳା ମୃତ

ଭଟ୍‌ଲି, ୨୪।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଜନୈକା ମହିଳାଙ୍କର ମଙ୍ଗଳବାର ସକାଳେ ଗ୍ୟାସ୍‌ ନିଆଁରେ ପୋଡ଼ିହୋଇ ମୃତ୍ୟୁ ଘଟିଛି। ସେ...

ତୁଟୁନି ଧାନ କିଣାବିକା ସମସ୍ୟା

ବରଗଡ଼ ଅଫିସ୍‌, ୨।୧୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୫ଦିନ ବିତିଯାଇଛି । ଧାନ କିଣାବିକା ଚାଲିଥିଲେ ସୁଦ୍ଧା ଜିଲାର ବିଭିନ୍ନ ସ୍ଥାନରେ...

ବନ୍ଧୁକ ମୁନରେ ଲୁଟି ନେଲେ ୩୬ହଜାର, ବାଇକ୍‌

ଜମନକିରା, ୨୬। ୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଭୋଜପୁର ପଞ୍ଚାୟତ ରେଙ୍ଗାଲବେଡ଼ା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସହଯୋଗ ଗ୍ରାହକ ସେବା...

୧୪ରେ ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ, ସତର୍କ ସୂଚନା ଜାରି

ସମ୍ବଲପୁର,୧୦ା୮(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରେ ଅଗଷ୍ଟ ୧୪ରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯିବ। ଏନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ସ୍ଥିର ହୋଇଛି।...

Leave a comment

Your email address will not be published. Required fields are marked *