ରାଜପଥରୁ କାଠ ବୋଝେଇ ଭ୍ୟାନ୍‌ ଜବତ

ରୂପ୍‌ସା, ୧୨।୯(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ରୂପ୍‌ସା ଥାନା ନିକଟରୁ ବୁଧବାର ରାତିରେ ପୋଲିସ ଏକ ଚୋରା କାଠ ବୋଝେଇ ଭ୍ୟାନ୍‌ (ନଂ. ଡବ୍ଲ୍ୟୁବି-୧୧ଡି-୦୯୩୭) ଜବତ କରିଛି। ଗୁରୁବାର ପୋଲିସ କାଠ ଓ ଭ୍ୟାନକୁ ବନବିଭାଗକୁ ହସ୍ତାନ୍ତର କରିଛି। ଫରେଷ୍ଟର ବିବେକାନନ୍ଦ ଜେନା ତଦନ୍ତ ଆରମ୍ଭ କରିଛନ୍ତି। ପଶ୍ଚିମବଙ୍ଗ ଅଞ୍ଚଳର ଭ୍ୟାନ୍‌ର ଡ୍ରାଇଭର ଓ ହେଲପରଙ୍କୁ ଅଟକ ରଖାଯାଇଛି।
ଏହି ଭ୍ୟାନ୍‌ରେ ପଶ୍ଚିମବଙ୍ଗରୁ ୫୦ହଜାର ଟଙ୍କା ମୂଲ୍ୟର ନିଦ୍ରାବତୀ କାଠ ଖୋର୍ଦ୍ଧା ଯାଉଥିଲା। ରାତ୍ର ପାଟ୍ରୋଲିଂ ବେଳେ ରୂପ୍‌ସା ଥାନା ପୋଲିସ କାଠ ବୋଝେଇ ଭ୍ୟାନ୍‌କୁ ଜବତ କରି ଥାନାକୁ ନେଇଥିଲା।


All Right Reserved By Dharitri.Com

ଡିଟୋନେଟର ବିସ୍ଫୋରଣ: ୩ ନାବାଳକ ଆହତ

ହିିଞ୍ଜିଳିକାଟୁ,୩ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ପାହାଡ଼ରୁ ପଥର ଫୁଟା ପାଇଁ ବ୍ୟବହୃତ ଡିଟୋନେଟର ବିସ୍ଫୋରଣ ଘଟି ୩ ନାବାଳକ...

ବୃତ୍ତ ଚିହ୍ନରେ ରହି ହାଟ ସାମଗ୍ରୀ କିଣିଲେ ଲୋକେ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ରବିବାର ସାପ୍ତାହିକ ହାଟରେ ଲୋକେ ଧଳା ଗୋଲେଇ ଭିତରେ ରହି ସାମଗ୍ରୀ କିଣୁଥିବାର ଦେଖାଯାଇଛି। ସାମାଜିକ ଦୂରତା ପାଳନ କରିବା...

ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ

ସେମିଳିଗୁଡା, ୧୫।୮(ସ୍ବ.ପ୍ର.)- ସେମିଳିଗୁଡ଼ାସ୍ଥିତ ସାଉଥ୍‌-କୋ କାର୍ଯ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ପ୍ରଥମେ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଇଥିଲା। ପରେ ଏହି ଅବସରରେ...

ମା’ଙ୍କ ଶାଢ଼ିରେ ରଶି ଲଗାଇ ପୁଅଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୨୫।୫- ଟାଉନା ଥାନା ଅନ୍ତର୍ଗତ ବିଜିପୁର ଲଷ୍ମୀ ସାହିରେ ଜଣେ ଯୁବକ ଶୁକ୍ରବାର ବିଳମ୍ବିତ ରାତିରେ ମା’ଙ୍କ ଶାଢ଼ିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...

ବାତ୍ୟା ଅମ୍ଫନ: ଭଦ୍ରକରେ ବର୍ଷା, ମତ୍ସଜୀବୀଙ୍କୁ ସମୁଦ୍ର ମନା

ଭଦ୍ରକ,୧୯।୫(ବ୍ୟୁରୋ)-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମହାବାତ୍ୟା ଅମ୍ଫନ ଉତ୍ତର ଦିଗରେ ପଶ୍ଚିମବଙ୍ଗ ଆଡକୁ ମୁହାଁଉଛି। ବର୍ତ୍ତମାନ ଘଣ୍ଟାକୁ ୧୭ କି.ମି. ବେଗରେ ଏହା ଗତି କରୁଛି। ସକାଳୁ...

ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ

ଦିଗପହଣ୍ଡି/ଚିକିଟି,୬ା୧(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ସିନ୍ଧିଖାଳି ଗ୍ରାମ ନିକଟରେ ରବିବାର ରାତି ପ୍ରାୟ ସାଢ଼େ ୯ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ...

‘ଆହାର’ କେନ୍ଦ୍ରରେ ଖାଇଲେ ଏମ୍‌ପି, ବିଧାୟକ: ଖାଦ୍ୟ ପ୍ରସ୍ତୁତିକୁ ପ୍ରଶଂସା, ଅବ୍ୟବସ୍ଥାକୁ ଗାଳି

ବ୍ରହ୍ମପୁର ଅଫିସ୍‌,୧୬|୧୦-ବ୍ରହ୍ମପୁର ନୂଆବସ୍‌ଷ୍ଟାଣ୍ଡରେ ଥିବା ‘ଆହାର’ କେନ୍ଦ୍ରକୁ ମଙ୍ଗଳବାର ପରିଦର୍ଶନରେ ଯାଇଥିଲେ ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ବିଧାୟକ ବିକ୍ରମ ପଣ୍ଡା। ପୂର୍ବାହ୍ନରେ କେନ୍ଦ୍ରରେ ପହଞ୍ଚିବା...

ଭିଜିଲାନ୍ସ ଜାଲରେ କୋଟିପତି କିରାଣି: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ଜଳେଶ୍ୱର,୨୫।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାର ସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତରଣୀ କୁମାର ଭୂୟଁା ଓରଫ୍‌ ମଣ୍ଟୁଙ୍କ ବାସ ଭବନ...

Leave a comment

Your email address will not be published. Required fields are marked *