କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୮୩୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫ା୮(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮୩୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୭,୩୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୮୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୪୮ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୬୯ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୧୭ ଏବଂ ସମ୍ବଲପୁରରୁ ୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨, ବାଲେଶ୍ୱର ୯, ବରଗଡ଼ ୩୦, ଭଦ୍ରକ ୪, ବଲାଙ୍ଗୀର ୩୨, ବୌଦ୍ଧ ୧୦, କଟକ ୨୦, ଦେବଗଡ଼ ୬, ଢେଙ୍କାନାଳ ୨, ଗଜପତି ୬, ଗଞ୍ଜାମ ୨, ଜଗତସିଂହପୁର ୪, ଯାଜପୁର ୧୪, ଝାରସୁଗୁଡ଼ା ୧୬, କଳାହାଣ୍ଡି ୨୫, କନ୍ଧମାଳ ୧୬, କେନ୍ଦ୍ରାପଡ଼ା ୭, କେନ୍ଦୁଝର ୮, କୋରାପୁଟ ୧୭, ମୟୂରଭଞ୍ଜ ୫୫, ନବରଙ୍ଗପୁର ୩୩, ନୟାଗଡ଼ ୧୯, ନୂଆପଡ଼ା ୨୧, ପୁରୀ ୭, ରାୟଗଡ଼ାରୁ ୯ ଏବଂ ସୋନପୁରରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୭,୩୦୯ରେ ପହଞ୍ଚିଥିବା ବେଳେ ୧୩,୦୧,୯୩୦ ଜଣ ସୁସ୍ଥ ହୋଇଛନ୍ତି। ୬୧୮୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ବାଇଶିପାହଚ ହେବ ମରାମତି

ପୁରୀ ଅଫିସ, ୨୭।୧୦: ମରାମତି ହେବ ଶ୍ରୀମନ୍ଦିର ବାଇଶିପାହଚ। ଏଥିପାଇଁ ଏଏସ୍‌ଆଇର ଏକ ୪ ଜଣିଆ ଟିମ୍‌ ବୁଧବାର ଶ୍ରୀମନ୍ଦିରରେ ଅନୁଧ୍ୟାନ କରିଛନ୍ତି। ବାଇଶି ପାହାଚ...

ଦାଦନ ଶ୍ରମିକରୁ ଫ୍ୟାଶନ ଡିଜାଇନର

ରାୟଗଡ଼ା ଅଫିସ,୩ା୯: ପାଖରେ ପ୍ରତିଭା ସହ କିଛି କରିବାର ଇଚ୍ଛାଶକ୍ତି ଥିଲେ ସୁଯୋଗ ଆପେ ଆସେ। ଉପାନ୍ତ ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଚାଟିକଣା ଅଞ୍ଚଳର...

ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ୱ ନେଲେ ସୁନୀଲ ରାୟ

କଟକ ଅଫିସ୍‌,୨।୧୨:ଅଗ୍ନିଶମ ବିଭାଗର ଡିଜି ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଆପିଏସ୍‌ ସୁନୀଲ ରାୟ। କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି।...

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୦୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ବଜ୍ରକୋଟରେ କଙ୍ଗାରୁ କୋର୍ଟ: ଭାଙ୍ଗିଲେ ଘର, ଶୀତ କାକରରେ ବାସନ୍ଦ ପରିବାର

ରଣପୁର, ୭।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ବଜ୍ରକୋଟରେ ଗୁରୁବାର ସନ୍ଧ୍ୟାରେ କଙ୍ଗାରୁ କୋର୍ଟ କରାଯାଇ ଭଗବାନ ଦଳେଇ ନାମକ ଜଣେ ବ୍ୟକ୍ତିଙ୍କ ଘର ଭାଙ୍ଗି...

ଗୋବିନ୍ଦଙ୍କ ପାଇଁ ସବୁ ଜଳାଞ୍ଜଳି

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ଗୋବିନ୍ଦଙ୍କ ପାଇଁ ସବୁ ଲକ୍ଷ୍ମଣରେଖାକୁ ଡେଇଁଥିଲେ ସରକାରୀ ବାବୁମାନେ। କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର ଜେନେରାଲ (ସିଏଜି)ଙ୍କ ଆପତ୍ତି ସତ୍ତ୍ୱେ ଗୋବିନ୍ଦଙ୍କ ଶିକ୍ଷାନୁଷ୍ଠାନକୁ ଅଜାଡ଼ି ଚାଲିଥିଲେ...

ବିଦ୍ୟୁତ୍‌ ଆଘାତରେ ଓରିକନ ଜଳସମ୍ପଦ ବିଭାଗ କର୍ମଚାରୀଙ୍କ ମୃତ୍ୟୁ

ନିଶ୍ଚିନ୍ତକୋଇଲି,୨୦।୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ଓରିକନ ଜଳସମ୍ପଦ ବିଭାଗର ଖଲାସୀ ସୁରେନ୍ଦ୍ର ଆଚାର୍ଯ୍ୟ (୪୨)ଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି। ସେ ନଦୀବନ୍ଧ...

ବନ୍ଧୁ ବିନା ଜୀବନ ରଙ୍ଗହୀନ

ଭୁବନେଶ୍ୱର, ୪ା୮(ବ୍ୟୁରୋ)/ କଟକ ଅଫିସ: ‘ବନ୍ଧୁ’ – ତୁମ ଖୁସିରେ ଯିଏ ଖୁସି ହୁଏ। ତୁମକୁ ସବୁ ବେଳେ ଆଗକୁ ବଢିବାରେ ପ୍ରେରଣା ଦିଏ। ଯିଏ...

Advertisement
Archives

Model This Week