ତଳମୁହାଁ ସଂକ୍ରମଣ: ଚିହ୍ନଟ ହେଲେ ୮୩୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୬ ଜଣ ଲୋକାଲ କେସ୍‌ ରହିଛନ୍ତି । ସେହିଭଳି ୧୮ ବର୍ଷରୁ କମ୍‌ ବୟଙ୍କ ମଧ୍ୟରେ ୧୪୮ ଜଣ ସଂକ୍ରମିତ ରହିଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳରୁ ୨ଜଣ, ବାଲେଶ୍ୱରରୁ ୧୬ଜଣ, ବରଗଡ଼ରୁ ୪୭ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ୩୩ଜଣ, ବୌଦ୍ଧରୁ ୨୩ଜଣ, କଟକରୁ ୩୪ଜଣ, ଦେବଗଡ଼ରୁ ୫ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୭ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୨ଜଣ, ଯାଜପୁରରୁ ୧୨ଜଣ, ଝାରସୁଗୁଡ଼ାରୁ ୧୯ଜଣ, କଳାହାଣ୍ଡିରୁ ୩୭ଜଣ, କନ୍ଧମାଳରୁ ୨୧ଜଣ, କେନ୍ଦ୍ରାପଡ଼ାରୁ ୩ଜଣ, କେନ୍ଦୁଝରରୁ ୧୦ଜଣ, ଖୋର୍ଦ୍ଧାରୁ ୯୧ଜଣ, କୋରାପୁଟରୁ ୧୨ଜଣ, ମୟୁରଭଞ୍ଜରୁ ୭୨ଜଣ, ନବରଙ୍ଗପୁରରୁ ୩୨ଜଣ, ନୟାଗଡ଼ରୁ ୧୭ଜଣ, ନୂଆପଡ଼ାରୁ ୧୪ଜଣ, ପୁରୀରୁ ୩ଜଣ, ରାୟଗଡ଼ାରୁ ୨୧ଜଣ, ସମ୍ବଲପୁରରୁ ୮୩ଜଣ, ସୋନପୁରରୁ ୧୬ଜଣ, ସୁନ୍ଦରଗଡ଼ରୁ ୧୭୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୧ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri