ତଳମୁହାଁ ସଂକ୍ରମଣ: ଚିହ୍ନଟ ହେଲେ ୮୩୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୬ ଜଣ ଲୋକାଲ କେସ୍‌ ରହିଛନ୍ତି । ସେହିଭଳି ୧୮ ବର୍ଷରୁ କମ୍‌ ବୟଙ୍କ ମଧ୍ୟରେ ୧୪୮ ଜଣ ସଂକ୍ରମିତ ରହିଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳରୁ ୨ଜଣ, ବାଲେଶ୍ୱରରୁ ୧୬ଜଣ, ବରଗଡ଼ରୁ ୪୭ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ୩୩ଜଣ, ବୌଦ୍ଧରୁ ୨୩ଜଣ, କଟକରୁ ୩୪ଜଣ, ଦେବଗଡ଼ରୁ ୫ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୭ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୨ଜଣ, ଯାଜପୁରରୁ ୧୨ଜଣ, ଝାରସୁଗୁଡ଼ାରୁ ୧୯ଜଣ, କଳାହାଣ୍ଡିରୁ ୩୭ଜଣ, କନ୍ଧମାଳରୁ ୨୧ଜଣ, କେନ୍ଦ୍ରାପଡ଼ାରୁ ୩ଜଣ, କେନ୍ଦୁଝରରୁ ୧୦ଜଣ, ଖୋର୍ଦ୍ଧାରୁ ୯୧ଜଣ, କୋରାପୁଟରୁ ୧୨ଜଣ, ମୟୁରଭଞ୍ଜରୁ ୭୨ଜଣ, ନବରଙ୍ଗପୁରରୁ ୩୨ଜଣ, ନୟାଗଡ଼ରୁ ୧୭ଜଣ, ନୂଆପଡ଼ାରୁ ୧୪ଜଣ, ପୁରୀରୁ ୩ଜଣ, ରାୟଗଡ଼ାରୁ ୨୧ଜଣ, ସମ୍ବଲପୁରରୁ ୮୩ଜଣ, ସୋନପୁରରୁ ୧୬ଜଣ, ସୁନ୍ଦରଗଡ଼ରୁ ୧୭୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୧ଜଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାର ଅନୁଗୋଳ ପ୍ରକଳ୍ପ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଅନୁଗୋଳ ଏନ୍‌କ୍ଲେଭ ପ୍ରକଳ୍ପ ପାଇଁ ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଏକ...

ସରକାରଙ୍କ ଜମି ଅଧିଗ୍ରହଣ, ପଟ୍ଟାରେ ଠିକା ସଂସ୍ଥା

କେନ୍ଦ୍ରାପଡ଼ା ଅଫିସ, ୨୨ା୧୨: ଭଦ୍ରକ ଜିଲାର ୪ ବ୍ଲକ ଓ ୩ ଏନ୍‌ଏସି ଅଞ୍ଚଳବାସୀଙ୍କୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ଚାନ୍ଦବାଲି ବ୍ଲକ...

ଆଜି ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ, ୩୩୬୭୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା...

‘ୟାସ୍‌’ କ୍ଷୟକ୍ଷତି ୬୧୦ କୋଟି

ଭୁବନେଶ୍ୱର, ୩।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ କାରଣରୁ ୬୧୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ତନ୍ମଧ୍ୟରେ ୫୨୦ କୋଟି ଟଙ୍କାର ସରକାରୀ ଭିତ୍ତିଭୂମି ଏବଂ ୯୦ କୋଟି...

ବସ୍‌ ଚକାତଳେ ଚାପି ହୋଇ ସ୍କୁଟି ଆରୋହୀ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଖଲ୍ଲିକୋଟ,୨ା୧୧(ଡି.ଏନ.ଏ.)-ଖଲ୍ଲିକୋଟ ସହର କରଣ ସାହି ରାସ୍ତାରେ ଶୁକ୍ରବାର ଅପରାହ୍ନରେ ବସ୍‌ ଚକାତଳେ ଚାପିହୋଇ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋଦଳା ମାଗୁରା...

ପ୍ରକୃତି ମିଶ୍ରଙ୍କ ଘରେ ପୋଲିସ ଟିମ୍‌

ଭୁବନେଶ୍ୱର, ୨୬।୭(ବ୍ୟୁରୋ): ଅଭିନେତା ବାବୁସାନ ମହାନ୍ତି ଏବଂ ପ୍ରକୃତି ମିଶ୍ରଙ୍କ ମାମଲା ଥମିବାର ନାଁ ନେଉନାହିଁ। ଆଜିକୁ ପ୍ରାୟ ୩ଦିନ ହେଲାଣି ଏହି ଘଟଣା ଦିନକୁ...

ବିଷ ପିଇ ଜୀବନ ହାରିଲେ ଦିନ ମଜୁରିଆ

ଖଣ୍ଡପଡ଼ା,୨୨ା୪(ସ୍ବ.ପ୍ର.): କାମଧନ୍ଦା କରି ପରିବାର ପ୍ରତିପୋଷଣ କରୁଥିବା ଖଣ୍ଡପଡା ଅଞ୍ଚଳର ଜଣେ ଦିନମଜୁରିଆ ମଙ୍ଗଳବାର ବିଷ ପିଇ ଜୀବନ ହାରିଛନ୍ତି। ସେ ହେଲେ ଖଣ୍ଡପଡା ବ୍ଲକ...

ରେକର୍ଡ ଟିକାକରଣ ନେଇ କଂଗ୍ରେସକୁ ଆସିଛି ଜ୍ୱର, ପ୍ରଧାନମନ୍ତ୍ରୀଙ୍କ କଟାକ୍ଷ…

ନୂଆଦିଲ୍ଲୀ,୧୮।୯: ଦେଶରେ ରେକର୍ଡ ଟିକାକରଣ ନେଇ କଂଗ୍ରେସକୁ ଜ୍ୱର ଆସିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡ଼ିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ଗୋଆର କରୋନା ଯୋଦ୍ଧାଙ୍କ...

Advertisement
Archives

Model This Week