ଭୁବନେଶ୍ୱର,୨୬।୮: ଚଳିତ ବର୍ଷ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶର ତୈଳ ଏବଂ ବାଷ୍ପ କ୍ଷେତ୍ରରେ ୮୩୬୩ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଏହି ପ୍ରକଳ୍ପଗୁଡିକର ମୋଟ ମୂଲ୍ୟ ୫.୮୮ ଲକ୍ଷ କୋଟି ଟଙ୍କା ରହିଛି। ଏହିସବୁ ପ୍ରକଳ୍ପରୁ ପ୍ରାୟ ୩୩.୮ କୋଟି ଶ୍ରମ ଦିବସ ସୃଷ୍ଟି ହେବା ନେଇ ସରକାର ଆଶାବାଦୀ ଅଛନ୍ତି। ସଙ୍କଟ ସମୟକୁ ସୁଯୋଗରେ ରୂପାନ୍ତରିତ କରିବା ଲାଗି ପେଟ୍ରୋଲିୟମ ଉଦ୍ୟୋଗ କାର୍ଯ୍ୟ କରୁଛି। ନିଯୁକ୍ତି ସୁଯୋଗ ସୃଷ୍ଟି ସହ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଦିଗରେ ଏହି ଶିଳ୍ପ ଫୋକସ କରିଥିବା ସରକାର କହିଛନ୍ତି। କରୋନା ମହାମାରୀ ସତ୍ତ୍ୱେ କଟକଣା ମଧ୍ୟରେ ଏହି ଶିଳ୍ପ ଏହାର ଅର୍ଥନୈତିକ କାର୍ଯ୍ୟକ୍ରମ ଏବଂ ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିଛି। କରୋନା ନିୟମାବଳୀକୁ ପାଳନ କରାଯାଇ ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି। ଏହି ପ୍ରକଳ୍ପଗୁଡିକ ସିପିଏସ୍ସି, ଯୁଗ୍ମ ଉଦ୍ୟୋଗ ଏବଂ ସହାୟକ ଉଦ୍ୟୋଗଗୁଡିକରେ ଜାରି ରହିଛି। ଏଥିରେ ତୈଳ ବିଶୋଧନାଗାର, ଜୈବ ବିଶୋଧନ, ଇ ଆଣ୍ଡ ପି ପ୍ରକଳ୍ପ, ମାର୍କେଟିଂ ଭିତ୍ତିଭୂମି ପ୍ରକଳ୍ପ, ପାଇପଲାଇନ, ସିଜିଡି ପ୍ରକଳ୍ପ ଏବଂ ଡ୍ରିଲିଂ କାମ ସାମିଲ ରହିଛି। ୨୫ଟି ବୃହତ୍ ତୈଳ ଏବଂ ବାଷ୍ପ ପ୍ରକଳ୍ପ ସିପିଏସ୍ସି ଓ ଯୌଥ ଉଦ୍ୟୋଗରେ କାର୍ଯ୍ୟକାରୀ କରାଯାଉଛି।
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…
ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…
ଭୁବନେଶ୍ୱର,୨।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…
Archives

