ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଦସ୍ତଖତ ଅଭିଯାନ

ଭଦ୍ରକ ଅଫିସ,୧୩।୯: ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଜିଲା ଯୁବ ଯାଦବ ସଂଗଠନ ପକ୍ଷରୁ ଦସ୍ତଖତ ଅଭିଯାନ ଆରମ୍ଭ ହୋଇଛି। ବନ୍ତ ଛକ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତା ଦେଇ ଯାଉଥିବା ଲୋକେ ଏଥିରେ ଦସ୍ତଖତ କରି ସମର୍ଥନ ଜଣାଇଛନ୍ତି। ପ୍ରଥମ ଦିନରେ ୫୦୦ରୁ ଊର୍ଦ୍ଧ୍ୱ ଲୋକେ ଦସ୍ତଖତ କରିଥିବା ଜଣାପଡ଼ିଛି।


All Right Reserved By Dharitri.Com

ବିଧାନସଭାରେ ଉଠିଲା ବେସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଦରମା ପ୍ରସଙ୍ଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ମିଳୁଛି। ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକଙ୍କୁ ଏ ପର୍ଯ୍ୟନ୍ତ ସପ୍ତମ ବେତନ କମିଶନ ଦରମା...

ମହିଳାଙ୍କୁ ପିଟି ହତ୍ୟା: ୩ ଅଟକ

କପ୍ତିପଦା,୨୦ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ଥାନା ଅଧୀନ ରୁଗୁଡି ଗ୍ରାମର ଜଣେ ଯୁବକ ତାଙ୍କ ସ୍ତ୍ରୀକୁ ପିଟିପିଟି ହତ୍ୟା କରିଥିବା   ଅଭିଯୋଗ ହୋଇଛି...

ବନ୍ଦ କାର୍‌ ଭିତରୁ ଅଣନିଃଶ୍ୱାସୀ ହୋଇ ଶିଶୁକନ୍ୟା ଉଦ୍ଧାର ଘଟଣା: ମା’ବାପାଙ୍କ ନାମରେ ମାମଲା ରୁଜୁ କଲା ପୋଲିସ, କରୁଛି ପଚରାଉଚରା

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ବନ୍ଦ କାର୍‌ରୁ ଦେଢ଼ବର୍ଷର ଶିଶୁକନ୍ୟା ଅଣନିଃଶ୍ୱାସୀ ଭାବେ ଉଦ୍ଧାର ହେବା ଘଟଣାରେ ଟାଉନ ଥାନା...

ଏଲ୍‌ଆଇସି ଅଂଶଧନ ବିକ୍ରିକୁ ବିରୋଧ

ବ୍ରହ୍ମପୁର ଅଫିସ,୩ା୨-ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି)ରୁ ସରକାରଙ୍କ ଅଂଶଧନରୁ କିଛି ପ୍ରତିଶତ ଷ୍ଟକ୍‌ ବଜାର ମାଧ୍ୟମରେ ତଥା ଆଇପିଓ ରୂପେ ବିକ୍ରି କରାଯିବା ଲୋକ...

ଗଞ୍ଜାମର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ନାହିଁ ପାଣି

ଛତ୍ରପୁର,୯ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟ ଜଳ ସୁବିଧା ନାହିଁ । ଜିଲାରେ ରହିଛି ୫୧୪୧ ଅଙ୍ଗନୱାଡି କେନ୍ଦ୍ର । ଏଥିରୁ ୨୩୭୮ ଅଙ୍ଗନୱାଡି...

୨ ଟ୍ରକ୍‌ ମୁହାଁମୁହିଁ: ୧ ମୃତ, ୪ ଆହତ

ସମ୍ବଲପୁର, ୧୯।୮(ବ୍ୟୁରୋ): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଝାଙ୍କରପାଲି ଗ୍ରାମ ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ସୋମବାର ସକାଳେ ୨ଟି ଟ୍ରକ୍‌ ମୁହାଁମୁହିଁ...

୫ କଣ୍ଟେନମେଣ୍ଟ ଜୋନ୍‌ରେ ତନାଘନା

ଭଦ୍ରକ ଅଫିସ, ୨୨ା୪-ଭଦ୍ରକ ଜିଲାରେ ସୋମବାର ୫ କରୋନା ରୋଗୀ ଚିହ୍ନଟ ହେବା ପରେ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢିଯାଇଛି। ପ୍ରଶାସନ ପକ୍ଷରୁ ବାସୁଦେବପୁର ବ୍ଲକର...

ଘୁଷୁରିଡ଼ଙ୍ଗା ଜଳପ୍ରପାତକୁ ପର୍ଯ୍ୟଟନସ୍ଥଳ କରାଯିବ

ସୋରଡ଼ା,୧୩ା୧୨(ଡି.ଏନ୍‌.ଏ.)= ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ବିଡିଓ ସୀମାଞ୍ଚଳ ପ୍ରଧାନ, ଏନଏସି ପ୍ରଶାସକ ଲକ୍ଷ୍ମୀକାନ୍ତ ବେହେରା ପ୍ରମୁଖ ଗୁରୁବାର...

Leave a comment

Your email address will not be published. Required fields are marked *