କାନ୍ଥ ଧସି ୧ ମୃତ, ୨ ଆହତ

ସମ୍ବଲପୁର, ୧୩।୯(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ମାଲିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଘରର କାନ୍ଥ ଧସି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଆହତ ହୋଇଛନ୍ତି । ମୃତକ ହେଲେ ଅର୍ଜୁନ ମୁଣ୍ଡା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି ସାଥିରେ ଶୋଇଥିବା ଗୁଦୁଲୁ ମୁଣ୍ଡା, ସୁଧିସ ମୁଣ୍ଡା ଆହତ ହୋଇଛନ୍ତି । ଆହାତଦ୍ୱୟଙ୍କୁ ବୁର୍ଲା ଡାକ୍ତରଖାନା ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।


All Right Reserved By Dharitri.Com

ସାତସିମିଳିରେ ପାନୀୟ ଜଳ ସାତ ସପନ: ଅଚଳ ଜଳ ପ୍ରକଳ୍ପ, ଭାଙ୍ଗିଲାଣି ଷ୍ଟାଣ୍ଡପୋଷ୍ଟ

ନନ୍ଦପୁର,୪ା୧୨(ଡି.ଏନ୍‌.ଏ.)- କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତ ଅନ୍ତର୍ଗତ ସାତସିମିଳି ଗ୍ରାମରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଦ୍ୱାରା ନିର୍ମିତ ଜଳ ଯୋଗାଣ ପ୍ରକଳ୍ପ...

ହିତାଧିକାରୀଙ୍କ ଘରକୁ ଯାଇ ଦିଆଯିବ ଭତ୍ତା ଟଙ୍କା

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.): କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା...

ଡଙ୍କାରୀ, ରାହାଡପୁର ଖାଦାନରେ ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ: ‘ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ’

ଧର୍ମଶାଳା/ଚଢ଼େଇଧରା,୫ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ରାହାଡପୁର ଖାଦାନରେ ବୁଧବାର ରାଜସ୍ବ ବିଭାଗର ଅତିରିକ୍ତ ଶାସନ ସଚିବ ବିଭୂତି ଭୂଷଣ ଦାସ...

ସିଏମ୍‌ସି ପକ୍ଷରୁ ହୋମ ଡେଲିଭରି ସେବା

କଟକ ଅଫିସ,୨୬ା୩: ସମ୍ପ୍ରତି ଲକ୍‌ଡାଉନ୍‌ ସମୟରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ହୋମ ଡେଲିଭରି ସେବା ଯୋଗାଇଦେବାକୁ ବୁଧବାର ପଦକ୍ଷେପ...

ବଲାଙ୍ଗୀର ଟାଉନ ଥାନା କନ୍‌ଷ୍ଟେବଳଙ୍କ ଦବଙ୍ଗଗିରି

ବଲାଙ୍ଗୀର ଅଫିସ, ୧୭।୭: ପାଟଣାଗଡ଼ ବିଧାୟକଙ୍କ ପରେ ବଲାଙ୍ଗୀରରେ ଏବେ ଜଣେ ପୋଲିସ କନ୍‌ଷ୍ଟେବଳଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ଜଣେ ବିଧବା ଆଦିବାସୀ ମହିଳାଙ୍କ ଜମି...

ରସୁଲପୁର ତହସିଲ: ଲିଜ୍‌ଧାରୀଙ୍କୁ ସୁରକ୍ଷା ଦେବାରେ ପ୍ରଶାସନ ବିଫଳ

ରସୁଲପୁର,୧୩।୩(ଡି.ଏନ୍‌.ଏ.): ରସୁଲପୁର ତହସିଲ ଅଧୀନରେ ବେଆଇନ ବାଲି ମାଫିଆଙ୍କ ପାଦ୍ରୁର୍ଭାବ ଦିନକୁ ଦିନ ବଢିବାରେ ଲାଗିଛି। ମାଫିଆମାନେ ନିଲାମ ବାଲି ଘାଟକୁ ବନ୍ଦ କରିବାକୁ ମହିଳାଙ୍କୁ...

ଆଖୁବାଡ଼ିରେ ନିଆଁ ଲଗାଇବା ସମୟରେ ଜୀବନ୍ତ ଦଗ୍ଧ

ବସ୍ତା,୫।୮(ସ୍ବ.ପ୍ର) : ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଜୋଡ଼ି ଗ୍ରାମରେ ସୋମବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଏହି ଗ୍ରାମର...

ଛାଡ଼ ପାଇବେ ୩୨ ବିଚାରାଧୀନ କଏଦୀ

କେନ୍ଦୁଝର, ୬।୪ (ସ୍ବ.ପ୍ର.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ୭ ବର୍ଷରୁ କମ ଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ଜାମିନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି।...

Leave a comment

Your email address will not be published. Required fields are marked *