Posted inଜାତୀୟ

ଏଥର ଜେଲ୍‌ରେ ଜନ୍ମଦିନ ପାଳିବେ ଚିଦାମ୍ବରମ

ନୂଆଦିଲ୍ଲୀ,୧୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ପୁଣି ଥରେ ଲାଗିଛି ଝଟ୍‌କା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ଆତ୍ମସମର୍ପଣ କରିବାକୁ ଚିଦାମ୍ବରମ ଯେଉଁ ଆବେଦନ କରିଥିଲେ ତାକୁ ଶୁକ୍ରବାର କୋର୍ଟ ଖାରଜ କରି ଦେଇଛନ୍ତି। କୋର୍ଟ କହିଥିଲେ କି ଅଭିଯୁକ୍ତ ନିଜେ ସ୍ଥିର କରିପାରିବେନି କି ସେ କେବେ ଜେଲ୍‌ ଯିବେ। କାରଣ ଏହା ଯାଞ୍ଚ ଏଜେନ୍ସିର କାମ। ତେଣୁ ସମୟ ଆସିଲେ ତାଙ୍କୁ ଗିରଫ କରାଯିବ। ତେଣୁ ଏବେ ଚିଦାମ୍ବରମ ତିହାର ଜେଲରେ ହିଁ ତାଙ୍କ ଜନ୍ମଦିନ ପାଳନ କରିବେ ବୋଲି କୁହାଯାଉଛି। କାରଣ ଆସନ୍ତା ୧୬ ତାରିଖରେ ଚିଦାମ୍ବରମଙ୍କ ଜନ୍ମଦିନ ପଡୁଛି।


All Right Reserved By Dharitri.Com

୨୪ ବର୍ଷ ପରେ ସୋସିଆଲ ମିଡିଆରେ ଦେଖାହୋଇ ଠକିଦେଲେ ପିଲାଦିନର ବନ୍ଧୁ

ନୋଏଡା,୧।୭: ସୋସିଆଲ ନେଟଓ୍ବାର୍କିଂ ସାଇଟରେ ପିଲାଦିନର ସାଙ୍ଗକୁ ୨୪ ବର୍ଷ ପରେ ଦେଖାହୋଇ ଠକେଇର ଶୀକାର ହେଲେ ମହିଳା। ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶ ନୋଏଡାରେ।...

ପତ୍ନୀ, ପୁଅ ସହ ଜେଲ୍‌ ଗଲେ ଆଜମ

ରାମପୁର,୨୬।୨: ସମାଜବାଦୀ ପାର୍ଟି (ଏସ୍‌ପି)ର ଏମ୍‌ପି ଆଜମ ଖାଁ ତାଙ୍କ ପତ୍ନୀ ତଞ୍ଜୀନ ଫାତିମ ଓ ପୁଅ ଅବଦୁଲ୍ଲାହ ଆଜମ ଖାଁଙ୍କୁ ଜେଲ୍‌। ବୁଧବାର ରାମପୁରର...

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ହାସଲ କରିବ ଶ୍ରେଷ୍ଠତ୍ୱ: ଶାହ

ନୂଆଦିଲ୍ଲୀ,୨୯।୬: ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ଶ୍ରେଷ୍ଠତ୍ୱ ହାସଲ କରିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପ୍ରକାଶ କରିଛନ୍ତି। ଏନ୍‌ଡିଆର୍‌ଏଫ୍‌ ପକ୍ଷରୁ ଆୟୋଜିତ ହୋଇଥିବା...

ନେତାଜୀଙ୍କ ବୀରତ୍ୱକୁ ମନେ ପକାଇଲେ ମୋଦି

ନୂଆଦିଲ୍ଲୀ,୨୩।୧: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ତାଙ୍କର ବୀରତ୍ୱ ଓ...

ନିଆରା ଗୁରୁଦକ୍ଷିଣା: ଶିକ୍ଷୟିତ୍ରୀଙ୍କ ବିବାହରେ କନ୍ୟାଦାନ କଲେ ଛାତ୍ରୀଛାତ୍ର

ଯୋଧପୁର,୧୫।୧୨: ଗୁରୁଦକ୍ଷିଣା ଭାବେ ଛାତ୍ରୀଛାତ୍ରମାନେ ଶିକ୍ଷାଦାତାଙ୍କୁ ବିଭିନ୍ନ ଉପହାର ଦେଇଥାନ୍ତି। ଏହା ଭାରତୀୟ ସଂସ୍କୃତିରେ ବେଶ୍‌ ପ୍ରଚଳିତ। ରାଜସ୍ଥାନ ପାଲିସ୍ଥିତ ସୁନ୍ଦରନଗରଠାରେ ଥିବା ରାଜଶ୍ରୀ ସ୍କୁଲର...

ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି: ରାମନାଥ କୋବିନ୍ଦ ଦେଲେ ମଞ୍ଜୁରୀ

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଶେଷ ହେବାର ୧୮ ଦିନ ପରେ ବି ସରକାର ଗଢ଼ିବା ନେଇ ଚିତ୍ର ଅସ୍ପଷ୍ଟ ହେବାରୁ ଶେଷରେ ସେଠାରେ ରାଷ୍ଟ୍ରପତି...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପାଇଁ ହେବ ସଂଗ୍ରହାଳୟ

ନୂଆଦିଲ୍ଲୀ,୨୫ା୭(ପି.ଟି.): ସମସ୍ତ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଲାଗି କେନ୍ଦ୍ର ସରକାର ଏକ ବିଶାଳ ସଂଗ୍ରହାଳୟ ନିର୍ମାଣ କରିବେ। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ଉପରେ ରାଜ୍ୟ ସଭା ଉପାଧ୍ୟକ୍ଷ...

ଭିଡ଼ହିଂସାର ଶିକାର ହେଉଛନ୍ତି ପୋଲିସ: ମାୟାବତୀ

ଲକ୍ଷ୍ନୌ,୧୩।୭: ଭିଡ଼ହିଂସା କବଳରେ ସାଧାରଣ ଲୋକେ ପଡ଼ିବା ସହିତ ଏଥିରୁ ପୋଲିସ କର୍ମଚାରୀ ମଧ୍ୟ ନିସ୍ତାର ପାଉ ନାହାନ୍ତି। ଏବେ ରକ୍ଷକଙ୍କୁ ଭିଡ଼ହିଂସାର ସମ୍ମୁଖୀନ ହେବାକୁ...

Leave a comment

Your email address will not be published. Required fields are marked *