ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୮୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୩୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୨ ଜଣ ଶିଶୁ ବି ଅଛନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୩ ଏବଂ ସୁନ୍ଦରଗଡ଼ରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୪, ବରଗଡ଼ ୨, ବଲାଙ୍ଗୀର ୨, କଟକ ୧୦, ଗଞ୍ଜାମ ୧, ଯାଜପୁର ୨, ଝାରସୁଗୁଡ଼ା ୨, କଳାହାଣ୍ଡି ୬, କନ୍ଧମାଳ ୧, ମୟୂରଭଞ୍ଜ ୨, ନୟାଗଡ଼ ୨, ନୂଆପଡ଼ାରୁ ୫ ଏବଂ ପୁରୀରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୩୧୪ରେ ପହଞ୍ଚିଥିବା ବେଳେ ୧୩,୨୫,୪୪୦ ଜଣ ସୁସ୍ଥ ହୋଇଛନ୍ତି। ୬୨୨ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri