ଚାହୁଁଚାହୁଁ ହଠାତ୍‌ ବିମାନବନ୍ଦରରେ ମାଟିରେ ମିଶିଲା ୮୪ ଫୁଟର ଟାଓ୍ବାର, ଦେଖନ୍ତୁ ପୂରା ଭିଡିଓ

ଓ୍ବାଶିଂଟନ,୧୭।୨: ଆମେରିକାର ୟୁଟାରେ ସଲ୍ଟ ଲେକ୍‌ ସିଟି ଇଣ୍ଟରନ୍ୟାଶନାଲ ବିମାନବନ୍ଦରରେ ୮୪ ଫୁଟର ଏକ ଷ୍ଟିଲ୍‌ ଏବଂ କଂକ୍ରିଟ ଟାଓ୍ବାର ଧ୍ୱଂସ ହୋଇଯାଇଛି। ବିମାନବନ୍ଦର ପକ୍ଷରୁ ଜାରି କରାଯାଇଥିବା ଭିଡିଓରେ ଏହି ବିଶାଳକାୟ ଟାଓ୍ବାର ତଥା ‘ଡେଲ୍‌ଟା ଟାଓ୍ବାର’ କିଛି ସମୟ ମଧ୍ୟରେ ଖଣ୍ଡ ଖଣ୍ଡ ହୋଇ ଖସିପଡୁଥିବା ଦେଖିବାକୁ ମିଳିଛି।

ଯାହା ବିମାନବନ୍ଦରର ପୁନଃବିକାଶ ପ୍ରକଳ୍ପ ନିର୍ମାଣର ଦ୍ୱିତୀୟ ପର୍ଯ୍ୟାୟ ପରିବର୍ତ୍ତନକୁ ଚିହ୍ନିତ କରେ। ବିମାନ ବନ୍ଦରର ପୁନଃନିର୍ମାଣ ପ୍ରୋଗ୍ରାମ ନିର୍ଦ୍ଦେଶକ ମାଇକ୍‌ ଓ୍ବିଲିୟମ୍ସ କୁହନ୍ତି, ଦ୍ୱିତୀୟ ପର୍ଯ୍ୟାୟ ସହିତ ସମସ୍ତେ ଆଗକୁ ବଢ଼ିବା ପାଇଁ ଏହା ଏକ ବିଶେଷ ଦିନ।

ଏହି ଭଙ୍ଗାଯିବାର ଫୁଟେଜ ଶେୟାର କରାଯାଇଥିବା ବେଳେ ସଲ୍ଟ ଲେକ୍‌ ସିଟି ବିମାନବନ୍ଦର ଟୁଇଟରରେ ଲେଖିଛି, ଆଜି ଗେଟ୍‌ ସିଧା କରିବା ପାଇଁ ୧୯୮୯ରେ ନିର୍ମିତ ଏହି ୮୪ ଫୁଟର ଡେଲ୍‌ଟା ଟାଓ୍ବାର ଭୁଶୁଡ଼ି ପଡ଼ିଛି।

ବିମାନବନ୍ଦର ପକ୍ଷରୁ କୁହାଯାଇଛି, ‘ଡେଲ୍‌ଟା ସ୍କାଏ କ୍ଲବରୁ ଆଭାଲଞ୍ଚ ଷ୍ଟୁଡିଓ ନେଇଥିବା କିଛି ଦୃଶ୍ୟ ଏଠାରେ ଅଛି। ଦ୍ୱିତୀୟ ପର୍ଯ୍ୟାୟରେ ବିମାନବନ୍ଦର ନିର୍ମାଣରେ ଏକ ପ୍ରମୁଖ ସମୟସୀମା ସୂଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri