୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା ମହୋତ୍ସବ ୨୬ ଆୟୋଜିତ ହେବ।
ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ହେବେ କଳାହାଣ୍ଡି ଜିଲା ଏବଂ ପ୍ରଗତି ଅନୁଷ୍ଠାନ ପାଇଁ ଗୌରବ ଆଣିଥିବା ୮୪ ଜଣ ଛାତ୍ରୀଛାତ୍ର। ଯେଉଁମାନେ କି ଚଳିତ ଶିକ୍ଷାବର୍ଷ ୨୬ର ସମସ୍ତ ବୋର୍ଡ ପରୀକ୍ଷାରେ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି । ଅନୁଷ୍ଠାନର ସମ୍ପାଦକ ଅଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ଯୋଗଦେବେ। ସେହିପରି ସମ୍ମାନିତ ଅତିଥି ଭାବେ ଯୋଗ ଦେବେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ତପିମଣି ଜାନୀ ଏବଂ ମା’ ମାଣିକେଶ୍ୱରୀ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟ ନାରାୟଣ ମୁଣ୍ଡଛିନା । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଏବଂ କୃତୀ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ତାଙ୍କ ଅଭିଭାବକ, ହିତୈଷୀ, ସହରର ଅନେକ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ବିଶିଷ୍ଟ ଶିକ୍ଷାବିତ୍‌ ଏବଂ ବିଭିନ୍ନ ପ୍ରିଣ୍ଟ ଓ ଡିଜିଟାଲ ଗଣମାଧ୍ୟମର ସମ୍ବନ୍ଧିତ ପ୍ରତିନିଧିମାନେ ଯୋଗଦେବେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ ଜନତା ପାର୍ଟିକୁ ମିଳିବ ନିର୍ବାଚନୀ ଚିହ୍ନ? ଜାତୀୟ ରାଜନୀତି ହଲଚଲ!

ନୂଆଦିଲ୍‌ଲୀ,୨୨।୫: ଡିଜିଟାଲ ଯୁଗରେ, ସୋସିଆଲ ମିଡିଆରେ କ’ଣ ଭାଇରାଲ ହେବ କିମ୍ୱା କେବେ ହେବ ତାହା କହିହେବ ନାହିଁ। ମାତ୍ର ପାଞ୍ଚ ଦିନ ପୂର୍ୱରୁ, ଇଣ୍ଟରନେଟରେ ଆରମ୍ଭ…

କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍‌

ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ…

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri